Psalm 50:16 in Oriya

Oriya Oriya Bible Psalm Psalm 50 Psalm 50:16

Psalm 50:16
ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।

Psalm 50:15Psalm 50Psalm 50:17

Psalm 50:16 in Other Translations

King James Version (KJV)
But unto the wicked God saith, What hast thou to do to declare my statutes, or that thou shouldest take my covenant in thy mouth?

American Standard Version (ASV)
But unto the wicked God saith, What hast thou to do to declare my statutes, And that thou hast taken my covenant in thy mouth,

Bible in Basic English (BBE)
But to the sinner, God says, What are you doing, talking of my laws, or taking the words of my agreement in your mouth?

Darby English Bible (DBY)
But unto the wicked God saith, What hast thou to do to declare my statutes, or that thou shouldest take my covenant into thy mouth,

Webster's Bible (WBT)
But to the wicked God saith, What hast thou to do to declare my statutes, or that thou shouldest take my covenant in thy mouth?

World English Bible (WEB)
But to the wicked God says, "What right do you have to declare my statutes, That you have taken my covenant on your lips,

Young's Literal Translation (YLT)
And to the wicked hath God said: What to thee -- to recount My statutes? That thou liftest up My covenant on thy mouth?

But
unto
the
wicked
וְלָ֤רָשָׁ֨ע׀wĕlārāšāʿveh-LA-ra-SHA
God
אָ֘מַ֤רʾāmarAH-MAHR
saith,
אֱלֹהִ֗יםʾĕlōhîmay-loh-HEEM
What
מַהmama
declare
to
do
to
thou
hast
לְּ֭ךָlĕkāLEH-ha
my
statutes,
לְסַפֵּ֣רlĕsappērleh-sa-PARE
take
shouldest
thou
that
or
חֻקָּ֑יḥuqqāyhoo-KAI
my
covenant
וַתִּשָּׂ֖אwattiśśāʾva-tee-SA
in
בְרִיתִ֣יbĕrîtîveh-ree-TEE
thy
mouth?
עֲלֵיʿălêuh-LAY
פִֽיךָ׃pîkāFEE-ha

Cross Reference

ଗୀତସଂହିତା 78:36
କିନ୍ତୁ ସମାନେେ ନିଷ୍କପଟ ନ ଥିଲେ ଏବଂ ସମାନେେ ତାଙ୍କୁ ମିଛ କହିଲେ।

ମାଥିଉଲିଖିତ ସୁସମାଚାର 7:3
ତୁମ୍ଭେ ତୁମ୍ଭ ଭାଇ ଆଖି ରେ ପଡିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖି ରେ ପଡିଥିବା କାଠଗୁଣ୍ଡଟି ଦେଖିପାରୁନାହଁ?

ମାଥିଉଲିଖିତ ସୁସମାଚାର 7:22
ସହେି ଶଷେ ଦିନ ରେ ଅନକେ ଲୋକ ମାେତେ ପଚାରିବେ, 'ପ୍ରଭୁ, ଆମ୍ଭେ କ'ଣ ତୁମ୍ଭ ନାମ ରେ ଭବିଷ୍ଯଦ୍ବାଣୀ କରି ନଥିଲୁ? ତୁମ୍ଭ ନାମ ରେ କ'ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦଇେ ନଥିଲୁ? ଆମ୍ଭେ କ'ଣ ତୁମ୍ଭ ନାମ ରେ ଅନକେ ଆଶ୍ଚର୍ୟ୍ଯଜନକ କାମ କରି ନଥିଲୁ?

ଯୋହନଲିଖିତ ସୁସମାଚାର 4:24
ପରମେଶ୍ବର ହିଁ ଆତ୍ମା। ତେଣୁ ପରମେଶ୍ବହଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ଯ ସହିତ ତାହାଙ୍କର ଉପାସନା କରିବା ଉଚିତ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:13
ଭୂତାତ୍ମାକୁ ଦୂର କରିବାପାଇଁ ଏଣତେଣେେ ବୁଲୁଥିବା କେତକେ ଯିହୂଦୀୟମାନେ ମଧ୍ଯ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ଯବହାର କରିବାପାଇଁ ଚେ଼ଷ୍ଟା କଲେ। ସମାନେେ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚ଼ାର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମ ରେ ଆଦେଶ ଦେଉଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:17
ତୁମ୍ଭ ବିଷୟ ରେ କଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ଯବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ଅଛ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:27
ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।

ଏବ୍ରୀମାନଙ୍କ ନିକଟକୁ ପତ୍ର 8:9
ତାହାଙ୍କ ପୂର୍ବପୁରୁଷଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ ସେ ଅନୁସାରେ ହବେ ନାହିଁ। ସହେି ନିୟମ ମୁଁ ସମାନଙ୍କେର ହାତ ଧରିଲା ବେଳେ ଓ ମିଶର ଦେଶରୁ ଆଣିଥିଲା ବେଳେ କରିଥିଲି। ପ୍ରଭୁ କୁହନ୍ତି : ମୁଁ ଦଇେଥିବା ଚୁକ୍ତି ସମାନେେ ପାଳନ କରିବା ବନ୍ଦ କରି ଦେଲେ, ଓ ମୁଁ ନିଜକୁ ସମାନଙ୍କେଠାରୁ ଦୂ ରଇେ ଆଣିଲି।

ପିତରଙ୍କ ଦିତୀୟ ପତ୍ର 2:15
ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦଇେଛନ୍ତି ଓ ବିଯୋରର ପୁତ୍ର ବିଲିଯାମର ଭୁଲ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।

ଯିହିଜିକଲ 20:37
ଆଉ ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବୁ ଓ ତୁମ୍ଭମାନଙ୍କୁ ଚୁକ୍ତି ବନ୍ଧନ ରେ ଆବଦ୍ଧ କରିବୁ।

ଯିହିଜିକଲ 18:27
ଦୁଷ୍ଟଲୋକ ଯେତବେେଳେ ନିଜ ଦୁଷ୍ଟତାରୁ ବିରତ ହାଇେ ନ୍ଯାଯ ଓ ଧର୍ମାଚରଣ କରେ ସେତବେେଳେ ସେ ନିଜର ଜୀବନ ରକ୍ଷା କରିବ ଓ ବଞ୍ଚିବ।

ହିତୋପଦେଶ 26:7
ଲେଙ୍ଗଡ଼ୋର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି।

ଯିଶାଇୟ 1:11
ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।

ଯିଶାଇୟ 29:13
ମାରେ ପ୍ରଭୁ କୁହନ୍ତି, ସମାନଙ୍କେର ମୁଖ ସହିତ ଏହି ଲୋକମାନେ ମାେ ପାଖକୁ ଆସନ୍ତି। ସମାନେେ ନିଜର ଓଷ୍ଠାଧାର ରେ ମାରେ ସମ୍ମାନ କରନ୍ତି। ମାତ୍ର ପ୍ରକୃ ରେ ସମାନେେ ମାଠାରୁେ ବହୁତ ଦୂ ରଇେ ରହନ୍ତି। ମାେ ପ୍ରତି ସମାନଙ୍କେର ଭୟ ଓ ପ୍ ରମେ ଅନ୍ୟ କିଛି ନୁହେଁ, କିନ୍ତୁ କବଳେ ମାନବିକ ଶିକ୍ଷା ଓ େ ବେଳବେଳେ ଉପଦେଶ।

ଯିଶାଇୟ 48:1
ସଦାପ୍ରଭୁ କୁହନ୍ତି, ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇଶ୍ରାୟେଲ ପରି ଖ୍ଯାତ, ଦୟାକରି ମାେ କଥା ଶୁଣ। ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କରୁଅଛ ଓ ଇଶ୍ରାୟେଲ ପରମେଶ୍ବରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭମାନେେ ଏହି କାର୍ୟ୍ଯ ସତ୍ଯ ଓ ଧାର୍ମିକତା ରେ କରୁ ନାହିଁ।'

ଯିଶାଇୟ 48:22
ମାତ୍ର ସଦାପ୍ରଭୁ କୁହନ୍ତି, ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।

ଯିଶାଇୟ 55:6
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।

ଯିଶାଇୟ 58:1
ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।

ଯିରିମିୟ 7:4
ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କ ନାମ ରେ ମିଥ୍ଯା କହୁଥିବା ଲୋକମାନଙ୍କୁ ବିଶ୍ବାସ କର ନାହିଁ।

ଗୀତସଂହିତା 25:14
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।