Psalm 68:33
ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।
Psalm 68:33 in Other Translations
King James Version (KJV)
To him that rideth upon the heavens of heavens, which were of old; lo, he doth send out his voice, and that a mighty voice.
American Standard Version (ASV)
To him that rideth upon the heaven of heavens, which are of old; Lo, he uttereth his voice, a mighty voice.
Bible in Basic English (BBE)
To him who goes or the clouds of heaven, the heaven which was from earliest times; he sends out his voice of power.
Darby English Bible (DBY)
Of him that rideth upon the heavens, the heavens which are of old: lo, he uttereth his voice, a mighty voice.
Webster's Bible (WBT)
Sing to God, ye kingdoms of the earth; O sing praises to the Lord; Selah:
World English Bible (WEB)
To him who rides on the heaven of heavens, which are of old; Behold, he utters his voice, a mighty voice.
Young's Literal Translation (YLT)
To him who is riding on the heavens of the heavens of old, Lo, He giveth with His voice a strong voice.
| To him that rideth | לָ֭רֹכֵב | lārōkēb | LA-roh-have |
| heavens the upon | בִּשְׁמֵ֣י | bišmê | beesh-MAY |
| of heavens, | שְׁמֵי | šĕmê | sheh-MAY |
| old; of were which | קֶ֑דֶם | qedem | KEH-dem |
| lo, | הֵ֥ן | hēn | hane |
| he doth send out | יִתֵּ֥ן | yittēn | yee-TANE |
| voice, his | בְּ֝קוֹלוֹ | bĕqôlô | BEH-koh-loh |
| and that a mighty | ק֣וֹל | qôl | kole |
| voice. | עֹֽז׃ | ʿōz | oze |
Cross Reference
ଗୀତସଂହିତା 18:10
ସଦାପ୍ରଭୁ ସହେି ଆକାଶ ବକ୍ଷର ଉଚ୍ଚରେ କିରୂବଦୂତମାନଙ୍କ ସହିତ ଉଡ଼ିବାକୁ ଲାଗିଲେ। ସେ ବାଯୁର ଗତିରେ ଉଡ଼ିବାକୁ ଲାଗିଲେ।
ଗୀତସଂହିତା 104:3
ପରମେଶ୍ବର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଛ। ତୁମ୍ଭେ ବାଯୁ ରୂପକ ପକ୍ଷ ଦ୍ବାରା ଆକାଶରେ ଗମନାଗମନ କରୁଛ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:19
ତା'ପରେ ସ୍ବର୍ଗ ରେ ପରମେଶ୍ବରଙ୍କ ମନ୍ଦିର ଖାଲିଗେଲା ଓ ସହେି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦଖାଗେଲା। ଏହି ପବିତ୍ର ସିନ୍ଦୁକରେ ସହେି ଚୁକ୍ତି ଥିଲା, ଯାହାକୁ ପରମେଶ୍ବର ଲୋକମାନଙ୍କୁ ଦଇେଥିଲେ। ତା'ପରେ ସଠାେରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:15
ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:12
ତା'ପରେ ସହେି ଦୁଇଜଣ ସାକ୍ଷୀ ସ୍ବର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ବର ଶୁଣିପାରିଲେ, ଏଠାକୁ ଉଠି ଆସ। ଏହା ଶୁଣି ଦୁଇ ଜଣ ଭବିଷ୍ଯଦ୍ ବକ୍ତା ମେଘ ଦ୍ବାରା ସ୍ବର୍ଗକୁ ଗଲେ। ଏହା ସମାନଙ୍କେର ଶତ୍ରୁମାନେ ଦେଖୁଥିଲେ।
ଯୋହନଲିଖିତ ସୁସମାଚାର 12:28
ହେ ପରମପିତା, ଆପଣା ନାମକୁ ଗୌରବାନ୍ବିତ କର।
ଯିହିଜିକଲ 10:5
ଆଉ ସର୍ବଶକ୍ତିମାନ ପରମେଶ୍ବରଙ୍କର କଥା କହିବାର ସମୟରେ ସ୍ବର ବଜ୍ରରବ ତୁଲ୍ଯ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ୟ୍ଯନ୍ତ ଶୁଣାଗଲା।
ଗୀତସଂହିତା 102:25
ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।
ଗୀତସଂହିତା 93:2
ହେ ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ଗୀତସଂହିତା 77:17
ମେଘମାଳା ସମାନଙ୍କେର ଜଳବୃଷ୍ଟି କଲେ। ଆକାଶରେ ମେଘର ଘାରେ ଗର୍ଜ୍ଜନ ଲୋକମାନେ ଶୁଣିଲେ। ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
ଗୀତସଂହିତା 68:4
ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।
ଗୀତସଂହିତା 46:6
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ।
ଗୀତସଂହିତା 29:3
ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ପ୍ରଥମ ରାଜାବଳୀ 8:27
କିନ୍ତୁ ହେ ପରମେଶ୍ବର, ତୁମ୍ଭେ କ'ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀ ରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ବର୍ଗ ଓ ସ୍ବର୍ଗର ଉପରିସ୍ଥ ସ୍ବର୍ଗ ଯେତବେେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତବେେ ମାେ ଦ୍ବାରା ନିର୍ମିତ ଏକ େଛାଟ ଗୃହ କ'ଣ ତୁମ୍ଭକୁ ଧାରଣ କରିପାରିବ?
ଦିତୀୟ ବିବରଣ 33:26
ହେ ୟିଶକ୍ସ୍ଟରକ୍ସ୍ଟଣ, ପରମେଶ୍ବରଙ୍କ ପରି ଆଉ କହେି ନାହିଁ। ସେ ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଆକାଶ ରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।
ଦିତୀୟ ବିବରଣ 10:14
ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ବର୍ଗ, ପକ୍ସ୍ଟଣି ପୃଥିବୀ ଓ ତହିଁ ମଧ୍ଯସ୍ଥିତ ସମସ୍ତ ବସ୍ତକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର।