Psalm 86:13
ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।
Psalm 86:13 in Other Translations
King James Version (KJV)
For great is thy mercy toward me: and thou hast delivered my soul from the lowest hell.
American Standard Version (ASV)
For great is thy lovingkindness toward me; And thou hast delivered my soul from the lowest Sheol.
Bible in Basic English (BBE)
For your mercy to me is great; you have taken my soul up from the deep places of the underworld.
Darby English Bible (DBY)
For great is thy loving-kindness toward me, and thou hast delivered my soul from the lowest Sheol.
Webster's Bible (WBT)
For great is thy mercy towards me: and thou hast delivered my soul from the lowest hell.
World English Bible (WEB)
For your loving kindness is great toward me. You have delivered my soul from the lowest Sheol.
Young's Literal Translation (YLT)
For Thy kindness `is' great toward me, And Thou hast delivered my soul from the lowest Sheol.
| For | כִּֽי | kî | kee |
| great | חַ֭סְדְּךָ | ḥasdĕkā | HAHS-deh-ha |
| is thy mercy | גָּד֣וֹל | gādôl | ɡa-DOLE |
| toward | עָלָ֑י | ʿālāy | ah-LAI |
| delivered hast thou and me: | וְהִצַּ֥לְתָּ | wĕhiṣṣaltā | veh-hee-TSAHL-ta |
| my soul | נַ֝פְשִׁ֗י | napšî | NAHF-SHEE |
| from the lowest | מִשְּׁא֥וֹל | miššĕʾôl | mee-sheh-OLE |
| hell. | תַּחְתִּיָּֽה׃ | taḥtiyyâ | tahk-tee-YA |
Cross Reference
ଲୂକଲିଖିତ ସୁସମାଚାର 1:58
ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ ପ୍ରଭୁ ତାହାଙ୍କ ଉପରେ ଅଶଷେ ଦୟା କରିଛନ୍ତି। ସମାନେେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।
ଗୀତସଂହିତା 103:8
ସଦାପ୍ରଭୁ ସ୍ନହେଶୀଳ ଓ କୃପାମଯ, ସେ ଧୈର୍ଯଶୀଳ ଏବଂ େପ୍ରମରେ ପରିପୂର୍ଣ୍ଣ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:10
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।
ଗୀତସଂହିତା 88:6
ତୁମ୍ଭେ ମାେତେ ପୃଥିବୀର ଗାଢ଼ ଅନ୍ଧକାରର ଗଭୀର ସ୍ଥାନରେ ରଖିଅଛ।
ଗୀତସଂହିତା 30:3
ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁ ଗୁମ୍ଫାରୁ ମାରେ ପ୍ରାଣ ବଞ୍ଚାଇ ରଖିଛ। ମାେତେ ସହେି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦଇେ ନାହଁ।
ଆୟୁବ ପୁସ୍ତକ 33:18
ପରମେଶ୍ବର ଲୋକମାନଙ୍କୁ ଚତାବେନୀ ଦିଅନ୍ତି ଯାହା ଫଳ ରେ ସେ ତା'ର ପ୍ରାଣକୁ ମୃତ୍ଯୁ ଗର୍ତ୍ତରୁ ରକ୍ଷା କରନ୍ତି। ପରମେଶ୍ବର ଏହା କରନ୍ତି ଖଡ୍ଗ ମୁଖରୁ ଆମ୍ଭକୁ ରକ୍ଷା କରିବା ପାଇଁ।
ଯୂନସ 2:3
ତୁମ୍ଭେ ମାେତେ ସମୁଦ୍ର ରେ ଫିଙ୍ଗି ଦଇେ ଏବଂ ମାେ ଉପ ରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା। ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଚାଲିଗଲି ଏବଂ ମାରେ ଚତୁର୍ଦ୍ଦିଗ ରେ କବଳେ ପାଣି ରହିଲା।
ଯିଶାଇୟ 38:17
ଦେଖ, ମାରଦେୁଃଖ ଚାଲିୟାଇଛି, ବର୍ତ୍ତମାନ ମାରେଶାନ୍ତି ଆସିଛି। ମାତ୍ର ତୁମ୍ଭେ ମାେତେ ପ୍ ରମେ କରି ବିନାଶ କୂପରୁ ମାରେ ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମାେତେ କ୍ଷମା କରି ମାରେସମସ୍ତ ପାପକୁ ପଛକୁ ପକାଇ ଦଇେଛ।
ଗୀତସଂହିତା 116:8
ସଦାପ୍ରଭୁ, ତୁମ୍ଭେ ମୃତ୍ଯୁରୁ ମାରେ ପ୍ରାଣକୁ ରକ୍ଷା କଲ। ମାରେ ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିୟିବାରୁ ମାେତେ ରକ୍ଷା କର।
ଗୀତସଂହିତା 108:4
ସଦାପ୍ରଭୁ ତୁମ୍ଭର ପ୍ରମେ ଆକାଶଠାରୁ ମହତ୍। ତୁମ୍ଭର ବିଶ୍ବାସନୀଯତା ଗଗନସ୍ପର୍ଶୀ ଆକାଶ ପର୍ୟ୍ଯନ୍ତ ପହଞ୍ଚେ।
ଗୀତସଂହିତା 57:10
ତୁମ୍ଭର ପ୍ରମେ ଆକାଶ ପରି ଉଚ୍ଚ। ତୁମ୍ଭର ବିଶ୍ବସନୀଯତା ମେଘମାଳାକୁ ସ୍ପର୍ଶ କରୁଛି।
ଗୀତସଂହିତା 56:13
କାରଣ ତୁମ୍ଭେ ମାେତେ ମୃତ୍ଯୁମୁଖରୁ ରକ୍ଷା କରିଛ, ମାେତେ ପରାସ୍ତ ହବୋରୁ ଉଦ୍ଧାର କରିଛ। ତଣେୁ ମୁଁ ପରମେଶ୍ବରଙ୍କ ଉପସ୍ଥିତିରେ ଚାଲିବି, ଜୀବନ ପ୍ରଦାନକାରୀ ରଶ୍ମି ତୁଲ୍ଯ। ଯେଉଁ ରଶ୍ମି ମାେତେ ଜୀବନ ପ୍ରଦାନ କରିଅଛି, ସହେି ପରମେଶ୍ବରଙ୍କ ପାଇଁ ବଞ୍ଚିବି।
ଗୀତସଂହିତା 16:10
କାରଣ ତୁମ୍ଭେ ସଦାପ୍ରଭୁ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନରେ ପରିତ୍ଯାଗ କରିବି ନାହିଁ। ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷଯ ହବୋକୁ ଦବେ ନାହିଁ।
ଆୟୁବ ପୁସ୍ତକ 33:28
ପରମେଶ୍ବର ମାରେ ଆତ୍ମାକୁ ରକ୍ଷା କରିଛନ୍ତି। ମୃତ୍ଯୁ ଗମନରୁ ମୁଁ ପୁଣି ଜୀବନକୁ ଭୋଗ କରିପାରିବି।'
ଆୟୁବ ପୁସ୍ତକ 33:24
ହୁଏତ ସହେି ଦୂତ ସହେି ଲୋକକୁ କୃପା କରିବେ ଏବଂ ତା' ତରଫରୁ ପରମେଶ୍ବରଙ୍କୁ କହି ପାରନ୍ତି, ' ସହେି ଲୋକ କବରକୁ ୟିବା ପାଇଁ ରକ୍ଷା ପାଉ' ମୁଁ କ୍ଷତି ପୂରଣ ପାଇଅଛି।
ଆୟୁବ ପୁସ୍ତକ 33:22
ସହେି ଲୋକ ମୃତ୍ଯୁର ଦ୍ବାର ଦେଶ ରେ ପହଞ୍ଚି ୟାଏ। ତା'ର ଜୀବନ ମୃତ୍ଯୁର ନିକଟ ହାଇେ ଆ ସେ।