Romans 3:2 in Oriya

Oriya Oriya Bible Romans Romans 3 Romans 3:2

Romans 3:2
ହଁ ଯିହୂଦୀମାନଙ୍କଠା ରେ ଅନକେ କିଛି ବିଶଷେ ବିଷୟ ଅଛି। ସବୁଠାରୁ ମହତ୍ତ୍ବପୂର୍ଣ୍ଣ କଥା ଏହି ଯେ, ସମାନଙ୍କେୁ ସର୍ବପ୍ରଥମେ ପରମେଶ୍ବର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।

Romans 3:1Romans 3Romans 3:3

Romans 3:2 in Other Translations

King James Version (KJV)
Much every way: chiefly, because that unto them were committed the oracles of God.

American Standard Version (ASV)
Much every way: first of all, that they were intrusted with the oracles of God.

Bible in Basic English (BBE)
Much in every way: first of all because the words of God were given to them.

Darby English Bible (DBY)
Much every way: and first, indeed, that to them were entrusted the oracles of God.

World English Bible (WEB)
Much in every way! Because first of all, they were entrusted with the oracles of God.

Young's Literal Translation (YLT)
much in every way; for first, indeed, that they were intrusted with the oracles of God;

Much
πολὺpolypoh-LYOO

κατὰkataka-TA
every
πάνταpantaPAHN-ta
way:
τρόπονtroponTROH-pone
chiefly,
πρῶτονprōtonPROH-tone

μὲνmenmane
because
γὰρgargahr
that
ὅτιhotiOH-tee
committed
were
them
unto
ἐπιστεύθησανepisteuthēsanay-pee-STAYF-thay-sahn
the
τὰtata
oracles
λόγιαlogiaLOH-gee-ah
of

τοῦtoutoo
God.
θεοῦtheouthay-OO

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 7:38
ଏହି ମାଶାେ ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀ ରେ ଥିଲେ। ଯେଉଁ ସ୍ବର୍ଗଦୂତ ସୀନୟ ପର୍ବତ ରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହାଇେଥିଲେ, ସହେି ସ୍ବର୍ଗଦୂତ ଆମ୍ଭ ପିତୃପୁରୁଷ ମାଶାଙ୍କେ ସହିତ ଥିଲେ, ମାଶାେ ପରମେଶ୍ବରଙ୍କ ଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମାଶାେ ଆମ୍ଭମାନଙ୍କୁ ଦେଲେ।

ନିହିମିୟା 9:13
ତୁମ୍ଭେ ସୀନଯ ପର୍ବତକୁ ଓହ୍ଲାଇ ଆସିଲ। ସ୍ବର୍ଗରୁ ସମାନଙ୍କେ ସହିତ କଥାବାର୍ତ୍ତା କଲ। ସମାନଙ୍କେୁ ଯଥାର୍ଥ ଶାସନ ଓ ସତ୍ଯ ବ୍ଯବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।

ଗୀତସଂହିତା 147:19
ପରମେଶ୍ବର ୟାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ବର ଇଶ୍ରାୟେଲ ପ୍ରତି ଆପଣା ବ୍ଯବସ୍ଥା ଓ ବିଧି ପ୍ରକାଶ କଲେ !

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:4
ସମାନେେ ଇଶ୍ରାୟେଲୀୟ ଲୋକ। ସମାନେେ ପରମେଶ୍ବରଙ୍କର ବଛାଯାଇଥୀବା ସନ୍ତାନ। ସମାନଙ୍କେ ପାଖ ରେ ପରମେଶ୍ବରଙ୍କ ମହିମା ଅଛି ଓ ସମାନେେ ପରମେଶ୍ବର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ବର ସମାନଙ୍କେୁ ମାଶାଙ୍କେ ବ୍ଯବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦଇେଛନ୍ତି। ପରମେଶ୍ବର ସମାନଙ୍କେୁ ତାଙ୍କର ପ୍ରତି ଶ୍ରୁତିମାନ ଦଇେଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:15
ୟିହୁଦୀମାନଙ୍କୁ ପରମେଶ୍ବର ଅସ୍ବୀକାର କରି ଦଲୋପରେ, ସେ ଜଗତର ଅନ୍ଯଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ୟିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ଯୁରୁ ପୁନର୍ଜାବନ ଆଣିବା।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:15
ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 5:12
ବର୍ତ୍ତମାନ ପର୍ୟ୍ଯନ୍ତ ଯେତିକି ସମୟ ଅତିବାହିତ ହାଇେ ଗଲାଣି, ତୁମ୍ଭମାନେେ ଉପଦେଶକ ହାଇେ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ବରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭମାନେେ ଏବେ ମଧ୍ଯ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭମାନେେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହାଇେ ନାହଁ।

ପିତରଙ୍କ ପ୍ରଥମ ପତ୍ 4:11
ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:6
ସେ ସ୍ବଗଦୂର୍ତ ମାେତେ କହିଲେ, ଏହି କଥାଗୁଡ଼ିକ ସତ୍ଯ ଓ ବିଶ୍ବାସ ଯୋଗ୍ଯ। ପ୍ରଭୁ ଭବିଷ୍ଯଦ୍ ବକ୍ତାମାନଙ୍କ ଆତ୍ମାର ପରମେଶ୍ବର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ସ୍ବର୍ଗଦୂତଙ୍କୁ ପଠାଇଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:10
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।

ପିତରଙ୍କ ଦିତୀୟ ପତ୍ର 1:19
ଭବିଷ୍ଯଦ୍ ବକ୍ତା କହିଥିବା କଥାଗୁଡ଼ିକ ବିଷୟ ରେ ସୁନିଶ୍ଚିତ ହବୋ ପାଇଁ ଏହା ଅଧିକ ସାହାୟ୍ଯ କରେ। ଭବିଷ୍ଯଦ୍ ବକ୍ତାମାନେ ଯାହା ଯାହା କହିଛନ୍ତି, ସଗେୁଡ଼ିକୁ ଯଥାସମ୍ଭବ କାର୍ୟ୍ଯକାରୀ କରିବା ତୁମ୍ଭ ପାଇଁ ଭଲ। ସମାନେେ ଯାହା କହିଛନ୍ତି ତାହା ଅନ୍ଧକାର ରେ ଜ୍ଯୋତିଃ ତୁଲ୍ଯ ପ୍ରକାଶିତ ହେଲା। ସକାଳ ହବୋ ପର୍ୟ୍ଯନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନ ରେ ନୂତନ ଜ୍ଯୋତିଃ ନ ଆଣିବା ପର୍ୟ୍ଯନ୍ତ, ତୁମ୍ଭ ପାଖ ରେ ସହେି ଜ୍ଯୋତିଃ ଅଛି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:20
ତୀମଥି, ପରମେଶ୍ବର ତୁମ୍ଭ ଉପରେ ଅନକେ ବିଷୟର ଭାର ଦଇେଛନ୍ତି। ସଗେୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ବରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ସତ୍ଯ ବିରୁଦ୍ଧ ରେ ୟୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ଏହାକୁ ସମାନେେ ମିଛ ରେ ଜ୍ଞାନ ବୋଲି କହିଥାନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:7
ଏହିସଲାକମାଲନସଦଖିଲଲସଯ, ପରଲମଶ୍ବର ପିତରଙ୍କ ଭଳିସମାଲତସଗାଟିଏ ବିଶଲଷ କାମସଦଇଛନ୍ତି। ପରଲମଶ୍ବର ଯିହୂଦୀମାନଙ୍କୁ ସୁସମାଚାର କହିବା ପାଇଁ ପିତରଙ୍କୁ ନିୟୁକ୍ତ କରିଛନ୍ତି। କିନ୍ତୁ ପରଲମଶ୍ବରସମାଲତ ଅଣଯିହୂଦୀମାନଙ୍କୁ ସୁସମାଚାର କହିବା କାମସଦଇଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:19
ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:17
ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।

ଗୀତସଂହିତା 78:4
ଆମ୍ଭମାନେେ ସମାନଙ୍କେ ବଂଶଧରମାନଙ୍କୁ ଏହା ଲୁଚାଇବାକୁ ନାହିଁ। ସମାନେେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍, ଏହା ଆମ୍ଭେ ଆମ୍ଭର ଆସୁଥିବା ପୀଢ଼ିକୁ କହିବୁ, ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ୟ୍ଯତା ୟାହା ସେ କଲେ ସସବେୁ ବିଷଯରେ ସମାନଙ୍କେୁ କହିବୁ।

ଗୀତସଂହିତା 119:140
ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ପରୀକ୍ଷା ହାଇେଅଛି ଏବଂ ବିଶ୍ବସ୍ତ ବାହାରିଲା, ମୁଁ ତୁମ୍ଭର ଦାସ, ଏହାକୁ ଭଲ ପାଏ।

ଯିଶାଇୟ 8:20
ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।

ଯିହିଜିକଲ 20:11
ତା'ପ ରେ ଆମ୍ଭେ ସମାନଙ୍କେୁ ଆପଣାର ବିଧି ଦଲେୁ ଓ ଆପଣା ବ୍ଯବସ୍ଥା ସକଳ ଜ୍ଞାତ କରାଇଲୁ। ଯେଉଁ ମଣିଷ ତାହା ପାଳନ କରିବ ସେ ବଞ୍ଚିବ।

ଦାନିଏଲ 10:21
ମାତ୍ର ପବିତ୍ର ପୁସ୍ତକରେ ଯାହା ଲିଖିତ ଅଛି ଆମ୍ଭେ ତୁମ୍ଭକୁ ଜଣାଇବୁ। କବଳେ ମୀଖାଯଲେ ମାେତେ ସହେି ଦୁଷ୍ଟ ସ୍ବର୍ଗଦୂତମାନଙ୍କ ବିରୁଦ୍ଧ ରେ ସାହାୟ୍ଯ କରିବା ପାଇଁ ସଠାେ ରେ ଅଛନ୍ତି। ମୀଖାଯଲେ ହେଉଛନ୍ତି ତୁମ୍ଭର ଲୋକମାନଙ୍କର ରାଜକୁମାର।

ଲୂକଲିଖିତ ସୁସମାଚାର 16:29
କିନ୍ତୁ ଅବ୍ରହାମ କହିଲେ, ' ସମାନଙ୍କେ ପାଖ ରେ ମାଶାଙ୍କେ ନିୟମ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଲଖାେ ସବୁ ପଢିବା ପାଇଁ ରହିଛି। ସମାନେେ ସେଥିରୁ ଶିକ୍ଷା ଲାଭ କରନ୍ତୁ।'

ଯୋହନଲିଖିତ ସୁସମାଚାର 5:39
ତୁମ୍ଭମାନେେ ଯତ୍ନ ସହକା ରେ ଧର୍ମ ଶାସ୍ତ୍ରଗୁଡିକ ଅଧ୍ଯୟନ କରୁଛ। କାରଣ ତୁମ୍ଭମାନେେ ବିଶ୍ବାସ କର ଯେ, ସହେି ଧର୍ମଶାସ୍ତ୍ର ଦ୍ବାରା ହିଁ ତୁମ୍ଭମାନେେ ଅନନ୍ତ ଜୀବନ ପାଇବ। ସହେି ଧର୍ମଶାସ୍ତ୍ରଗୁଡିକ ମାେ ବିଷୟ ରେ କହନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:2
ପରମେଶ୍ବର, ଏହି ସୁସମାଚ଼ାର ନିଜ ଲୋକଙ୍କୁ ଦବୋ ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ବର ନିଜ ଭବିଷ୍ଯଦ୍ବକ୍ତାମାନଙ୍କୁ ବ୍ଯବହାର କରି ଏହି ପ୍ରତିଜ୍ଞା କରିଥିଲେ। ସହେି ପ୍ରତିଜ୍ଞା ପବିତ୍ର ଶାସ୍ତ୍ର ରେ ଲଖାେ ହାଇେଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:18
ତୁମ୍ଭେ ଜାଣ ଯେ, ତୁମ୍ଭେ କଣ କରିବ ବୋଲି ପରମେଶ୍ବର ଚ଼ାହାଁନ୍ତି। ଏବଂ ତୁମ୍ଭେ ଜାଣିଛ ଯେ କେଉଁ ବିଷୟଗୁଡ଼ିକ ମହତ୍ତ୍ବପୁର୍ଣ୍ଣ, କାରଣ ତୁମ୍ଭେ ବ୍ଯବସ୍ଥା ଶିଖିଛ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:3
ଏହା ସତ୍ଯ ଯେ, କେତକେ ଯିହୂଦୀ ପରମେଶ୍ବରଙ୍କର ବିଶ୍ବସ୍ତ ନଥିଲେ। କିନ୍ତୁ ସମାନଙ୍କେ ଅବିଶ୍ବସ୍ତତା କ'ଣ ପରମେଶ୍ବରଙ୍କୁ ନିଜ ପ୍ରତିଜ୍ଞା ରଖିବା ରେ ବାଧା ଦବେ?

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:1
ତା' ହେଲେ ମୁଁ ପ୍ରଶ୍ନ କରୁଛି: କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି? ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:28
ଯିହୂଦୀମାନେ ସୁସମାଚ୍ଭାର ଗ୍ରହଣ କରୁ ନ ଥିବାରୁ, ପରମେଶ୍ବରଙ୍କ ଶତୃ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ଯ ପରମେଶ୍ବରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦଇେଥିବା ପ୍ରତିଜ୍ଞା ହତେୁ, ପରମେଶ୍ବର ସମାନଙ୍କେୁ ଖୁବ ଭଲ ପାଆନ୍ତି।

ଦିତୀୟ ବିବରଣ 4:7
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ସ୍ମରଣ ରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହକ୍ସ୍ଟଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀଯମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।