ମାଥିଉଲିଖିତ ସୁସମାଚାର 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ମାଥିଉଲିଖିତ ସୁସମାଚାର 7:22
ସହେି ଶଷେ ଦିନ ରେ ଅନକେ ଲୋକ ମାେତେ ପଚାରିବେ, 'ପ୍ରଭୁ, ଆମ୍ଭେ କ'ଣ ତୁମ୍ଭ ନାମ ରେ ଭବିଷ୍ଯଦ୍ବାଣୀ କରି ନଥିଲୁ? ତୁମ୍ଭ ନାମ ରେ କ'ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦଇେ ନଥିଲୁ? ଆମ୍ଭେ କ'ଣ ତୁମ୍ଭ ନାମ ରେ ଅନକେ ଆଶ୍ଚର୍ୟ୍ଯଜନକ କାମ କରି ନଥିଲୁ?
ମାଥିଉଲିଖିତ ସୁସମାଚାର 11:20
ସେତବେେଳେ ଯୀଶୁ ଯେଉଁ ନଗରମାନଙ୍କ ରେ ଅଧିକାଂଶ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରିଥିଲେ, ସହେି ନଗରଗୁଡିକୁ ତିରସ୍କାର କଲେ। କାରଣ ସଠାେକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନଥିଲେ, କି ପାପ କରିବା ଛାଡି ନଥିଲେ,
ମାଥିଉଲିଖିତ ସୁସମାଚାର 11:21
ସେ କହିଲେ, 'ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭ ଅଞ୍ଚଳ ରେ ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରାଗଲା, ସଗେୁଡିକ ଯଦି ସୋର ଓ ସୀଦୋନ ରେ କରିଥାଆନ୍ତୁ, ତବେେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସମାନେେ ଅଖା ପିନ୍ଧି ଓ ଦହେ ରେ ପାଉଁଶ ବୋଳି ହାଇେ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।
ମାଥିଉଲିଖିତ ସୁସମାଚାର 11:23
ହେ କଫର୍ନାହୂମ! ତୁ କ'ଣ ଭାବୁଛୁ ତୋତେ ସ୍ବର୍ଗୀୟ ଗୌରବ ଦବୋ ପାଇଁ ସ୍ବର୍ଗକୁ ଉଠାଇ ନିଆୟିବ? ନା, ତୁମ୍ଭକୁ ପାତାଳ ରେ ନିକ୍ଷପେ କରାୟିବ। ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ ତୋର ଅଞ୍ଚଳ ରେ କରାଯାଇଛି, ସଗେୁଡିକ ଯଦି ସଦୋମ ରେ କରାଯାଇ ଥାଆନ୍ତା।, ତବେେ ସଠାେକାର ବାସିନ୍ଦା ପାପ କରିବା ବନ୍ଦ କରି ଦଇେଥାଆନ୍ତେ ଓ ସେ ନଗର ଏ ପର୍ୟ୍ଯନ୍ତ ତିଷ୍ଠି ରହି ପାରି ଥାଆନ୍ତା।
ମାଥିଉଲିଖିତ ସୁସମାଚାର 13:54
ସେ କେଉଁଠି ପ୍ରତିପାଳିତ ହାଇେଥିଲେ ସଠାେକୁ ଗଲେ। ସଠାେରେ ୟିହୁଦୀ ସମାଜଗୃହ ରେ ଉପଦେଶ ଦବୋ ଆରମ୍ଭ କରି ଦେଲେ,ଯାହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ ଏବଂ କହିଲେ, ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା?
ମାଥିଉଲିଖିତ ସୁସମାଚାର 13:58
ସଠାେକାର ଲୋକେ ଯୀଶୁଙ୍କ ଉପରେ ବିଶ୍ବାସ କରି ପାରିଲେ ନାହିଁ। ତେଣୁ ଯୀଶୁ ସଠାେରେ ଅଧିକ ଆଶ୍ଚର୍ୟ୍ଯ କାର୍ୟ୍ଯ କଲେ ନାହିଁ।
ମାଥିଉଲିଖିତ ସୁସମାଚାର 14:2
ସେ ତାହାଙ୍କ ଚାକରମାନଙ୍କୁ କହିଲେ, ଏହି ବ୍ଯକ୍ତି ପ୍ରକୃତ ରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖ ରେ କାମ କରୁଛି ଓ ସେ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବାକୁ ସକ୍ଷମ ହେଉଛି।
ମାଥିଉଲିଖିତ ସୁସମାଚାର 22:29
ଯୀଶୁ କହିଲେ, ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କଣ କୁ ହେ ଜାଣ ନାହିଁ। ଏବଂ ପରମେଶ୍ବରଙ୍କ ଶକ୍ତି ବିଷୟ ରେ ତୁମ୍ଭମାନେେ କିଛି ଜାଣିନାହଁ।
ମାଥିଉଲିଖିତ ସୁସମାଚାର 24:29
ସହେି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ:
Occurences : 120
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்