ଲୂକଲିଖିତ ସୁସମାଚାର 2:27
ଆତ୍ମାଶିମିଯୋନଙ୍କୁ ମନ୍ଦିରକୁ କଢଇେ ଆଣିଲେ। ଯିହୂଦୀମାନଙ୍କ ବ୍ଯବସ୍ଥା ଅନୁସାରେ କାର୍ୟ୍ଯ କରିବା ପାଇଁ ୟୋ ସଫେ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗ ରେ ନଇେ ମନ୍ଦିରକୁ ଗଲେ।
ଲୂକଲିଖିତ ସୁସମାଚାର 14:21
ତେଣୁ ଚାକରଟି ଫରେିଆସିଲା। ଯାହା ସବୁ ଘଟିଥିଲା, ସେ ତା ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ େଛାଟାମାନଙ୍କୁ ଏଠାକୁ ନଇେଆସ।'
ଲୂକଲିଖିତ ସୁସମାଚାର 22:54
ସମାନେେ ଯୀଶୁଙ୍କ ବନ୍ଦୀ କରି ମହାୟାଜକଙ୍କ ଘର ଭିତରକୁ ନଇଗେଲେ। ପିତର ସମାନଙ୍କେ ପେଛପେଛ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନଥିଲେ।
ଯୋହନଲିଖିତ ସୁସମାଚାର 18:16
କିନ୍ତୁ ପିତର ଫାଟକ ବାହା ରେ ଅପେକ୍ଷା କଲେ। ମହାୟାଜକଙ୍କୁ ଜାଣିଥିବା ସହେି ଶିଷ୍ଯ ଜଣକ ବାହାରକୁ ଫରେି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:45
ଆମ୍ଭର ପୂର୍ବପୁରୁଷମାନେ ସହେି ପବିତ୍ର ତମ୍ବୁ ସାଙ୍ଗ ରେ ଆଣିଥିଲେ। ସହେି ସମୟରେ ୟିହୋଶୂୟଙ୍କ ନତେୃତ୍ବ ରେ ସମାନେେ ଅନ୍ୟଜାତି ଗଣର ଦେଶ ଅଧିକାର କରି ନଇେଥିଲେ। ଏହି ଜାତିମାନଙ୍କୁ ଆମ୍ଭ ପୂର୍ବପୁରୁଷମାନଙ୍କ ସାମନା ରେ ବାହାର କରି ଦେଲେ। ତମ୍ବୁଟି ଦାଉଦଙ୍କ ସମୟ ପର୍ୟ୍ଯନ୍ତ ଥିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:8
ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖିପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମସକେକୁ ନଇଗେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:28
ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:29
ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:37
ସନୋନିବାସକୁ ନବୋ ସମୟରେ ସନୋପତିଙ୍କୁ ପାଉଲ ପଚ଼ାରିଲେ, ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?
ଏବ୍ରୀମାନଙ୍କ ନିକଟକୁ ପତ୍ର 1:6
ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :
Occurences : 10
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்