No lexicon data found for Strong's number: 2478

ମାଥିଉଲିଖିତ ସୁସମାଚାର 3:11
ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।

ମାଥିଉଲିଖିତ ସୁସମାଚାର 12:29
ଜଣେ ଲୋକ କୌଣସି ବଳବାନ ଲୋକ ଘ ରେ ପଶି ତା'ର ସମ୍ପତ୍ତି ଚେ଼ା ରଇନବେୋକୁ ଚାହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନଇେ ଯାଇ ପାରିବ।

ମାଥିଉଲିଖିତ ସୁସମାଚାର 12:29
ଜଣେ ଲୋକ କୌଣସି ବଳବାନ ଲୋକ ଘ ରେ ପଶି ତା'ର ସମ୍ପତ୍ତି ଚେ଼ା ରଇନବେୋକୁ ଚାହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନଇେ ଯାଇ ପାରିବ।

ମାଥିଉଲିଖିତ ସୁସମାଚାର 14:30
ପିତର ଯୀଶୁଙ୍କ ଆଡକୁ ପାଣି ଉପରେ ଚାଲିକରି ଯାଉଥିବା ସମୟରେ ଜୋର୍ ରେ ପବନ ବହୁଥିଲା। ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡି ୟିବାକୁ ଲାଗିଲେ। ସେ ପାଟି କରି ଡାକିଲେ, ପ୍ରଭୁ, ମାେତେ ରକ୍ଷା କର।

ମାର୍କଲିଖିତ ସୁସମାଚାର 1:7
ଯୋହନ ଲୋକମାନଙ୍କ ଆଗ ରେ ଘାଷେଣା କରୁଥଲେ: ମାେ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡି ବସି ତାହାଙ୍କର ୟୋତା ଖାଲିବୋ ପାଇଁ ମଧ୍ଯ ଯୋଗ୍ଯ ନୁହେଁ।

ମାର୍କଲିଖିତ ସୁସମାଚାର 3:27
ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘ ରେ ପଶି ତାର ସମ୍ପତ୍ତି ଲୁଟି ନବୋକୁ ଚାହିଁବ, ତବେେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନଇେ ଯାଇ ପାରିବ।

ମାର୍କଲିଖିତ ସୁସମାଚାର 3:27
ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘ ରେ ପଶି ତାର ସମ୍ପତ୍ତି ଲୁଟି ନବୋକୁ ଚାହିଁବ, ତବେେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନଇେ ଯାଇ ପାରିବ।

ଲୂକଲିଖିତ ସୁସମାଚାର 3:16
ସେତବେେଳେ ଯୋହନ ସମାନଙ୍କେୁ କହିଲେ, ମୁଁ ତ ତୁମ୍ଭମାନଙ୍କୁ ଜଳ ରେ ବାପ୍ତିଜିତ କରୁଛି, କିନ୍ତୁ ମାେ' ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ୟୋତାର ଫିତା ଫିଟାଇବାକୁ ମଧ୍ଯ ମୁଁ ଯୋଗ୍ଯ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନି ଦ୍ବାରା ବାପ୍ତିଜିତ କରିବେ।

ଲୂକଲିଖିତ ସୁସମାଚାର 11:21
ଯେତବେେଳେ ଜଣେ ଶକ୍ତିଶାଳୀ ଲୋକ ଅନକେ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତବେେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ।

ଲୂକଲିଖିତ ସୁସମାଚାର 11:22
କିନ୍ତୁ, ଯେତବେେଳେ ତା'ଠାରୁ ଜଣେ ଅଧିକ ଶକ୍ତିଶାଳୀ ଲୋକ ଆ ସେ ଓ ତା' ଉପରେ ଆକ୍ରମଣ କରି ତାକୁ ହ ରଇେ ଦିଏ, ଯେଉଁ ଅସ୍ତ୍ରଶସ୍ତ୍ର ଗୁଡିକ ଉପରେ ପ୍ରଥମ ଲୋକଟିର ଭରସା ଥିଲା, ସହେି ସମସ୍ତ ଅସ୍ତ୍ରଶସ୍ତ୍ରଗୁଡିକୁ ଅଧିକତର ବଳବାନ ଲୋକଟି ଛଡଇେ ନିଏ ଓ ତାହାର ଜିନିଷଗୁଡିକୁ ଯାହା ଇଚ୍ଛା ତାହା କରେ।

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்