No lexicon data found for Strong's number: 3036

ମାଥିଉଲିଖିତ ସୁସମାଚାର 21:35
କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।

ମାଥିଉଲିଖିତ ସୁସମାଚାର 23:37
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।

ମାର୍କଲିଖିତ ସୁସମାଚାର 12:4
ତା'ପରେ ସହେି ଲୋକଟି ଆଉ ଜଣେ ଚାକରକୁ ସମାନଙ୍କେ ପାଖକୁ ପଠାଇଲା। ସମାନେେ ଏହି ଚାକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।

ଲୂକଲିଖିତ ସୁସମାଚାର 13:34
ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।

ଯୋହନଲିଖିତ ସୁସମାଚାର 8:5
ମାଶାଙ୍କେର ବ୍ଯବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ୟ୍ଯ କରୁଥିବା ପ୍ରେତ୍ୟକକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡି ମାରି ଦବୋ ଉଚିତ। କିନ୍ତୁ ଆମ୍ଭେ କ'ଣ କରିବା ଉଚିତ ବୋଲି ଆପଣ କହୁଛନ୍ତି?

ରେରିତମାନଙ୍କ କାର୍ଯ୍ୟର ବିବରଣ 7:58
ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ନଇେ ପଥର ମାରିବା ଆରମ୍ଭ କରି ଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ୟୁବକର ପାଖ ରେ ସମାନଙ୍କେର ଲୁଗାପଟା ରଖିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:59
ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମାେ ଆତ୍ମାକୁ ଗ୍ରହଣ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:5
ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସମାନଙ୍କେ ସହ ଖରାପ ବ୍ଯବହାର କରିବାପାଇଁ ଓ ସମାନଙ୍କେ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:20
ସମାନେେ ଆଦେଶକୁ ସହି ପାରିଲେ ନାହିଁ : ଯଦି କିଏ, କୌଣସି ପଶୁ ମଧ୍ଯ ପର୍ବତକୁ ଛୁଏଁ ତା' ହେଲେ ତାହାକୁ ପଥର ଆଘାତ ଦ୍ବାରା ମାରି ଦବୋକୁ ହବେ।322

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்