No lexicon data found for Strong's number: 3338

ମାଥିଉଲିଖିତ ସୁସମାଚାର 21:29
ପୁଅ କହିଲା, 'ମୁଁ ୟିବି ନାହିଁ।' କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।

ମାଥିଉଲିଖିତ ସୁସମାଚାର 21:32
ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ ବାଟ ଦଖାଇବୋକୁ ଯୋହନ ଆସି ଥିଲେ। ତୁମ୍ଭମାନେେ ଯୋହନଙ୍କୁ ବିଶ୍ବାସ କଲ ନାହିଁ।କିନ୍ତୁ କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କଲେ। କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠା ରେ ବିଶ୍ବାସ କରିବା ଲୋଗି ତୁମ୍ଭମାନେେ ହୃଦୟ ପରିବର୍ତ୍ତନ କଲ ନାହିଁ।

ମାଥିଉଲିଖିତ ସୁସମାଚାର 27:3
ୟିହୂଦା ଦେଖିଲା ଯେ, ସମାନେେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ୟିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତୃମାନଙ୍କ ହାତ ରେ ଦଇେ ଦଇେଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନଙ୍କୁ ସହେି ତିରିଶଟି ରେ ୗପ୍ୟମୁଦ୍ରା ଫରୋଇ ଦଲୋ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:8
ଯଦିଓ ପତ୍ର ଲେଖି ମୁଁ ତୁମ୍ଭମାନଙ୍କ ମନ ରେ ଦୁଃଖ ଦଲେି, କିନ୍ତୁ ମୁଁ ଏହା ଲେଖିଲି ବୋଲି ମୁଁ ଦୁଃଖିତ ନୁହେଁ। ମୁଁ ଜାଣେ ଯେ ସହେି ପତ୍ର ତୁମ୍ଭମାନଙ୍କୁ ଦୁଃଖ ଦଲୋ ସେଥିପାଇଁ ମୁଁ ଦୁଃଖିତ। କିନ୍ତୁ ତାହା ତୁମ୍ଭମାନଙ୍କୁ ଅଳ୍ପ ସମୟ ପାଇଁ ଦୁଃଖ ଦଲୋ।

ଏବ୍ରୀମାନଙ୍କ ନିକଟକୁ ପତ୍ର 7:21
କିନ୍ତୁ ପରମେଶ୍ବରଙ୍କ ଶପଥ କରିଥିବା ହତେୁରୁ ଯୀଶୁ ଯାଜକ ହାଇେଥିଲେ। ପରମେଶ୍ବର କହିଥିଲେ :

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்