No lexicon data found for Strong's number: 3343

ରେରିତମାନଙ୍କ କାର୍ଯ୍ୟର ବିବରଣ 10:5
ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମାନେ ନାମକ ଗୋଟିଏ ଲୋକଙ୍କୁ ସଠାରୁେ ଆଣ। ସହେି ଶିମାନେ, ପିତର ନାମ ରେ ମଧ୍ଯ ପରିଚ଼ିତ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:22
ସମାନେେ ତାହାଙ୍କୁ କହିଲେ, ଆମ୍ଭମାନଙ୍କେୁ ସୈନ୍ଯବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ବରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ଯକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ବର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦଇେ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:29
ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତି ରେ ଏଠାକୁ ଚାଲିଆସିଲି। ମାେତେ ବର୍ତ୍ତମାନ କୁହ, ତୁମ୍ଭମାନେେ ମାେତେ କାହିଁକି ଡ଼କଇେଥିଲ?

ରେରିତମାନଙ୍କ କାର୍ଯ୍ୟର ବିବରଣ 10:29
ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତି ରେ ଏଠାକୁ ଚାଲିଆସିଲି। ମାେତେ ବର୍ତ୍ତମାନ କୁହ, ତୁମ୍ଭମାନେେ ମାେତେ କାହିଁକି ଡ଼କଇେଥିଲ?

ରେରିତମାନଙ୍କ କାର୍ଯ୍ୟର ବିବରଣ 11:13
କର୍ଣ୍ଣୀଲିୟ କିପରି ତାହାଙ୍କ ଘ ରେ ଜଣେ ସ୍ବର୍ଗଦୂତଙ୍କୁ ଦେଖିଲେ, ସହେିସବୁ ଆମ୍ଭକୁ କହିଲେ। ଏହି ଦୂତ ତାହାଙ୍କୁ କହିଲେ, 'ଯାଫୋ ନଗରକୁ ଲୋକ ପଠାଇ ପିତର ନାମ ରେ ପରିଚ଼ିତ ଶିମାନଙ୍କେୁ ଆଣ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:24
କିଛି ଦିନ ପରେ ଫଲେୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନଇେ ଆସିଲେ। ସେ ଯିହୂଦୀ ଥିଲେ। ଫଲେୀକ୍ସ୍ ପାଉଲଙ୍କୁ ଡ଼କାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ବିଷୟ ରେ ଶୁଣିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:26
କିନ୍ତୁ ଫଲେୀକ୍ସ୍ ପାଉଲଙ୍କ ସହିତ କଥା ହବୋର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦବେେ। ତେଣୁ ସେ ପାଉଲଙ୍କୁ ଅନକେଥର ଡ଼କାଇ କଥା ହେଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:3
ସମାନେେ ପାଉଲଙ୍କୁ ୟିରୁଶାଲମକୁ ପଠାଇଦବୋ ପାଇଁ ତାହାଙ୍କୁ ଅନୁ ରୋଧ କଲେ। କାରଣ ସମାନେେ ତାହାଙ୍କୁ ରାସ୍ତା ରେ ହତ୍ଯା କରିବାର ଷଡ଼ୟନ୍ତ୍ର କରିଥିଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்