ମାଥିଉଲିଖିତ ସୁସମାଚାର 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।
ମାଥିଉଲିଖିତ ସୁସମାଚାର 21:16
ସମାନେେ ଯୀଶୁଙ୍କୁ ପଚାରିଲେ, ଏ ପିଲାମାନେ କ'ଣ କହୁଛନ୍ତି, ତୁମ୍ଭେ କ'ଣ ତାହା ଶୁଣି ପାରୁଛ?
ଲୂକଲିଖିତ ସୁସମାଚାର 10:21
ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:20
ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସମାନଙ୍କେୁ ସତ୍ଯ ଦଖାଇେ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ଯ ଶିଖିବା ଆବଶ୍ଯକ, ସମାନଙ୍କେର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖ ରେ ବ୍ଯବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁ କିଛି ଜାଣିଛ ଓ ତୁମ୍ଭ ପାଖ ରେ ସତ୍ଯ ଅଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:1
ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:11
ମୁଁ ଯେତବେେଳେ ଶିଖୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଚାର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତବେେଳେ ମୁଁ ବୟସ୍କ ହଲିେ, ମୁଁ ସହେି ଶିଶୁ ବଳରେ କଥାଗୁଡ଼ିକୁ ଛାଡ଼ି ଦଲେି।

Occurences : 14
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்