No lexicon data found for Strong's number: 3965

ଲୂକଲିଖିତ ସୁସମାଚାର 2:4
ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:25
ତୁମ୍ଭମାନେେ ସହେି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ବର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭମାନେେ ମଧ୍ଯ ତା'ର ଉତ୍ତରାଧିକାରୀ। ସେ ଅବ୍ରାହାମଙ୍କୁ କହିଥିଲେ, 'ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ବାରା ଜଗତ ରେ ସବୁ ଲୋକ ଆଶୀର୍ବାଦ ପାଇବେ।'

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:15
ପରମେଶ୍ବର ସ୍ବର୍ଗ ଓ ପୃଥିବୀର ସମସ୍ତ ପରିବାରକୁ ପ୍ରକୃତ ନାମ କରଣ କରନ୍ତି।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்