ମାଥିଉଲିଖିତ ସୁସମାଚାର 4:18
ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।
ମାଥିଉଲିଖିତ ସୁସମାଚାର 10:2
ସହେି ବାରଜଣ ଶିଷ୍ଯଙ୍କ ନାମ ଏହିଭଳି: ଶିମାନେ(ଯାହାଙ୍କୁ ପିତର ବୋଲି କୁହାୟାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜବଦେିଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।
ମାଥିଉଲିଖିତ ସୁସମାଚାର 10:4
ଉଦ୍ୟୋଗୀ ଶିମାନେ ଓ ଈଷ୍କରୀଯୋଥ ୟିହୂଦା। ଏହି ଈଷ୍କରିଯୋଥ ୟିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ବାସଘାତକତା କରିଥିଲା।
ମାଥିଉଲିଖିତ ସୁସମାଚାର 13:55
ଏ ତ ସହେି ବଢଇରେ ପୁଅ। ତାହାଙ୍କର ମାଆଙ୍କ ନାମ ତ ମରିୟମ, ଯାକୁବ, ଯୋଷଫେ, ଶିମାନେ ଓ ୟିହୂଦା ତ ଏହାର ଭାଇ।
ମାଥିଉଲିଖିତ ସୁସମାଚାର 16:16
ଶିମାନେ ପିତର ଉତ୍ତର ଦେଲେ, ଆପଣ ହେଉଛନ୍ତି ଖ୍ରୀଷ୍ଟ। ଜୀବନ୍ତ ପରମେଶ୍ବରଙ୍କ ପୁତ୍ର।
ମାଥିଉଲିଖିତ ସୁସମାଚାର 16:17
ଉତ୍ତର ରେ ଯୀଶୁ କହିଲେ, ହେ ଶିମାନେ! ୟୂନସଙ୍କ ପୁତ୍ର! ତୁମ୍ଭେ ଧନ୍ଯ! ଏକଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମାେ ସ୍ବର୍ଗୀୟ ପିତା ତୁମ୍ଭକୁ ଏକଥା ଶିଖାଇଛନ୍ତି।
ମାଥିଉଲିଖିତ ସୁସମାଚାର 17:25
ପିତର ଉତ୍ତର ଦେଲେ, ହଁ, ସେ ଦିଅନ୍ତି।
ମାଥିଉଲିଖିତ ସୁସମାଚାର 26:6
ଯୀଶୁ ବେଥନୀଯା ରେ ଥିଲେ। ସେ କୁଷ୍ଠ ରୋଗୀ ଶିମାନରେ ଘ ରେ ରହିଥିଲେ।
ମାଥିଉଲିଖିତ ସୁସମାଚାର 27:32
ସୈନ୍ଯମାନେ ଯୀଶୁଙ୍କୁ ନଇେ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମାନେ ନାମ ରେ ଜଣେ ଲୋକକୁ ଦେଖିଲେ। ସମାନେେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କୃଶ ବୋହି ନବୋ ପାଇଁ ବାଧ୍ଯ କଲେ।
ମାର୍କଲିଖିତ ସୁସମାଚାର 1:16
ଯୀଶୁ ଗଲିଲୀ ହ୍ରଦ ଦଇେ ୟିବା ସମୟରେ ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମାନେ, ପିତରଙ୍କର ଏହା ଅନ୍ୟ ଏକ ନାମ। ସହେି ଦୁଇ ଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସମାନେେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ।
Occurences : 75
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்