ମାଥିଉଲିଖିତ ସୁସମାଚାର 6:26
ଆକାଶର ପକ୍ଷୀମାନଙ୍କୁ ଦେଖ ସମାନେେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ। ଅମାର ରେ ଖାଦ୍ୟ ଶସ୍ଯ ବି ଜମଇେ ରଖନ୍ତି ନାହିଁ। ତଥାପି ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ସମାନଙ୍କେୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣଛ ଯେ ତୁମ୍ଭମାନେେ ସମାନଙ୍କେ ଅପେକ୍ଷା ଅଧିକ ଶ୍ ରେଷ୍ଠ ଅଟ?
ମାଥିଉଲିଖିତ ସୁସମାଚାର 13:3
ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ଯମ ରେ ଅନକେ ଉପଦେଶ ଦେଲେ। ଯୀଶୁ କହିଲେ, ଗୋଟିଏ କୃଷକ ତା କ୍ଷତେ ରେ ବୀଜ ବୁଣିବାକୁ ଗଲା।
ମାଥିଉଲିଖିତ ସୁସମାଚାର 13:3
ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ଯମ ରେ ଅନକେ ଉପଦେଶ ଦେଲେ। ଯୀଶୁ କହିଲେ, ଗୋଟିଏ କୃଷକ ତା କ୍ଷତେ ରେ ବୀଜ ବୁଣିବାକୁ ଗଲା।
ମାଥିଉଲିଖିତ ସୁସମାଚାର 13:4
ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ ରେ ପଡିଗଲା। ଚଢଇମାନେେ ଆସି ସେ ସବୁତକ ଖାଇ ଦେଲେ।
ମାଥିଉଲିଖିତ ସୁସମାଚାର 13:18
ତବେେ କୃଷକ ସମ୍ବନ୍ଧୀୟ ଦୃଷ୍ଟାନ୍ତର ଅର୍ଥ ଶୁଣ।
ମାଥିଉଲିଖିତ ସୁସମାଚାର 13:19
ରାସ୍ତା ରେ ପଡି ଯାଇଥିବା ବୀଜର ଅର୍ଥ କଣ? ମଞ୍ଜିଟି ସହେି ଲୋକପରି ସେ ସ୍ବର୍ଗରାଜ୍ଯର ସୁସମାଚାର ଶୁଣେ, ଓ ତାହା ବୁଝି ପା ରନୋହିଁ। ଶୟତାନ ଆ ସେ ଓ ତା ହୃଦୟ ରେ ଯାହା କିଛି ବୁଣା ହାଇେଥାଏ, େସତକେ ନଇେ ଚାଲିଯାଏ।
ମାଥିଉଲିଖିତ ସୁସମାଚାର 13:19
ରାସ୍ତା ରେ ପଡି ଯାଇଥିବା ବୀଜର ଅର୍ଥ କଣ? ମଞ୍ଜିଟି ସହେି ଲୋକପରି ସେ ସ୍ବର୍ଗରାଜ୍ଯର ସୁସମାଚାର ଶୁଣେ, ଓ ତାହା ବୁଝି ପା ରନୋହିଁ। ଶୟତାନ ଆ ସେ ଓ ତା ହୃଦୟ ରେ ଯାହା କିଛି ବୁଣା ହାଇେଥାଏ, େସତକେ ନଇେ ଚାଲିଯାଏ।
ମାଥିଉଲିଖିତ ସୁସମାଚାର 13:20
ପଥୁରିଆ ଜାଗା ରେ ବୁଣାଯାଇଥିବା ବୀଜର ଅର୍ଥ କ'ଣ? ବୀଜଟି ଠିକ୍ ସହେି ଲୋକପରି, ଯେ ସୁସମାଚାର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।
ମାଥିଉଲିଖିତ ସୁସମାଚାର 13:22
କଣ୍ଟାବୁଦା ରେ ପଡିଯାଇଥିବା ବୀଜର ଅର୍ଥ କ'ଣ? ମଞ୍ଜିଟି ସହେି ଲୋକ ଯେ ସୁସମାଚାର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମାହେ ଲାଗି ସୁସମାଚାରକୁ ତା ଭିତ ରେ ବଢିବାକୁ ଦିଏନାହିଁ, ସେ ବ୍ଯକ୍ତି କବେେ ସଫଳ ହାଇପୋ ରେ ନାହିଁ।
ମାଥିଉଲିଖିତ ସୁସମାଚାର 13:23
ଭଲ ମାଟି ଉପରେ ପଡିଥିବା ବୀଜର ଅର୍ଥ କ'ଣ? ସହେି ଲୋକ ଭଳି ସେ ସୁମାଚାର ଶୁଣେ ଓ ତାକୁ ବୁଝିପା ରେ। ସେ ଲୋକ ସଫଳ ହୁଏ। ସହେି ସଫଳତା େ ବେଳବେଳେ ଶ ହେ ଗୁଣ, ଷାଠିଏ ଗୁଣ ଓ ତିରିଶ ଗୁଣ ପର୍ୟ୍ଯନ୍ତ ମିଳିଥାଏ।
Occurences : 53
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்