No lexicon data found for Strong's number: 518

ମାଥିଉଲିଖିତ ସୁସମାଚାର 2:8
େ ହରୋଦ ସମାନଙ୍କେୁ ବେଥ୍ଲହେିମ ପଠାଇଲେ ଓ କହିଲେ, ତୁମ୍ଭମାନେେ ବେଥ୍ଲହେିମ ଯାଇ ଶିଶୁଟି ବିଷୟ ରେ ଯତ୍ନ ଭାବରେ ଖାଜେ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତବେେ ମାେତେ ଜଣାଅ। ତା'ପରେ ମୁଁ ମଧ୍ଯ ଯାଇ ତାହାଙ୍କୁ ପ୍ରଣାମ କରିବି।

ମାଥିଉଲିଖିତ ସୁସମାଚାର 8:33
ସଠାେରେ ଘୁଷୁରି ଚରାଉଥିବା ଲୋକେ ଥିଲେ। ସମାନେେ ନଗରକୁ ଦୌଡି ପଳାଇଲେ। ସଠାେରେ ଲୋକଙ୍କ ଆଗ ରେ ଘୁଷୁରିପଲ ଓ ଭୂତ ଗ୍ରସ୍ତ ଲୋକଙ୍କ ବିଷୟ ରେ ଯାହା ଯାହା ଘଟିଥିଲା, ସହୁକଥା ଗୋଟି ଗୋଟି କରି କହିଗଲେ।

ମାଥିଉଲିଖିତ ସୁସମାଚାର 11:4
ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ।

ମାଥିଉଲିଖିତ ସୁସମାଚାର 12:18
ୟିଶାଇୟ କହିଥିଲେ, ଏ ମାରେ ସବେକ। ମୁଁ ତାହାଙ୍କୁ ବାଛିଛି। ମୁଁ ତାହାଙ୍କୁ ଭଲ ପାଏ। ମୁଁ ତାହାଙ୍କ ଉପରେ ଖୁସୀ। ମାରେ ଆତ୍ମା ମୁଁ ତାହାଙ୍କଠା ରେ ରଖିବି। ସେ ଜାତିମାନଙ୍କ ଭିତ ରେ ନ୍ଯାୟ ଘାଷେଣା କରିବେ।

ମାଥିଉଲିଖିତ ସୁସମାଚାର 14:12
ଯୋହନଙ୍କ ଶିଷ୍ଯମାନେ ଆସି ଯୋହନଙ୍କ ମୃତ ଦହେ ନଇଯାେଇ ସମଧି ଦେଲେ। ତା'ପରେ ସମାନେେ ଯୀଶୁଙ୍କ ପାଖକୁ ଯାଇ ସବୁକଥା କହିଲେ।

ମାଥିଉଲିଖିତ ସୁସମାଚାର 28:8
ତେଣୁ ସହେି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଚାଲିଗଲେ। ସମାନେେ ଡ଼ରି ଯାଇଥିଲେ, କିନ୍ତୁ ବହୁତ ଖୁସି ମଧ୍ଯ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ଯମାନଙ୍କୁ ଜଣାଇବା ପାଇଁ ସମାନେେ ଦୌଡ଼ି ଦୌଡ଼ି ଗଲେ।

ମାଥିଉଲିଖିତ ସୁସମାଚାର 28:9
ହଠାତ୍ ସମାନେେ ଦେଖିଲେ, ଯୀଶୁ ତାହାଙ୍କ ଆଗ ରେ ଠିଆ ହାଇେଛନ୍ତି। ସେ କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ! ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ।

ମାଥିଉଲିଖିତ ସୁସମାଚାର 28:10
ଯୀଶୁ ସମାନଙ୍କେୁ କହିଲେ, ଭୟ କର ନାହିଁ। ତୁମ୍ଭମାନେେ ଯାଇ ମାେ ଭାଇମାନଙ୍କୁ କୁହ ଯେ, ସମାନେେ ଗାଲିଲୀ ଯାଆନ୍ତୁ। ସମାନେେ ମାେତେ ସହେିଠା ରେ ଦେଖିବେ।

ମାଥିଉଲିଖିତ ସୁସମାଚାର 28:11
ଯେତବେେଳେ ସ୍ତ୍ରୀଲୋକମାନେ ଯୀଶୁଙ୍କ ଶିଷ୍ଯମାନଙ୍କୁ ଖବର ଦବୋକୁ ଗଲେ, କବର ନିଗଟ ରେ ପହରା ଦେଉଥିବା କେତକେ ଜଗୂଆଳ ନଗରକୁ ଗଲେ ଓ କବର ନିକଟରେ ଯାହା ସବୁ ଘଟିଥିଲା, ସେ ସମସ୍ତ ଖବର ପ୍ରଧାନ ଯାଜକମାନଙ୍କୁ ଜଣାଇଲେ।

ମାର୍କଲିଖିତ ସୁସମାଚାର 6:30
ଯେଉଁ ପ୍ ରରେିତମାନଙ୍କୁ ଯୀଶୁ ପଠାଇଥିଲେ, ସମାନେେ ଫରେି ଆସିଲେ। ସମାନେେ ଯୀଶୁଙ୍କ ଚାରିପଟେ ଏକାଠି ହାଇେ, ସମାନେେ ଯାହା ସବୁ କରିଥିଲେ ଓ ଲୋକଙ୍କୁ ଯାହା ସବୁ ଶିକ୍ଷା ଦଇେଥିଲେ, ସେ ସବୁ ତାହାଙ୍କୁ କହିଲେ।

Occurences : 44

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்