No lexicon data found for Strong's number: 5198

ଲୂକଲିଖିତ ସୁସମାଚାର 5:31
ଯୀଶୁ ସମାନଙ୍କେୁ କହିଲେ, ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ଯକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ଯକତା ରହିଛି।

ଲୂକଲିଖିତ ସୁସମାଚାର 7:10
ଯୀଶୁଙ୍କ ପାଖକୁ ଯେଉଁ ଲୋକମାନଙ୍କୁ ପଠାଯାଇଥିଲା, ସମାନେେ ଘରକୁ ଫରେିୟିବା ପରେ ଦେଖିଲେ ଯେ ଚାକରଟି ସୁସ୍ଥ ହାଇେ ଯାଇଛି।

ଲୂକଲିଖିତ ସୁସମାଚାର 15:27
ଚାକରଟି କହିଲା, 'ତୁମ୍ଭ ଭାଇ ଫରେି ଆସିଛି। ତୁମ୍ଭ ବାପା ଭୋଜି ପାଇଁ ମାଟୋ ବାଛୁରୀଟି ମାରିଛନ୍ତି। ତୁମ୍ଭ ଭାଇ କୁଶଳ ରେ ଫରେି ଆସିଥିବାରୁ ତୁମ୍ଭ ବାପା ବହୁତ ଖୁସି ହେଉଛନ୍ତି।'

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:10
ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:3
ତୁମ୍ଭେ ଲୋକମାନଙ୍କୁ ଏହି ବିଷୟଗୁଡ଼ିକ କରିବା ପାଇଁ ଶିକ୍ଷା ଦବୋ ଓ କହିବା ଉଚିତ। କେତେ ଲୋକ ଭଣ୍ଡ ଶିକ୍ଷା ଦବେେ। ସମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ଯ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ବରଙ୍କ ସବୋ କରିବାର ସତମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସମାନେେ ଗ୍ରହଣ କରନ୍ତି ନାହିଁ ;

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:13
ମାଠାରୁେ ଶୁଣିଥିବା ସତ୍ ଶିକ୍ଷାଗୁଡ଼ିକୁ ପାଳନ କର। ସହେି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ଆମ୍ଭର ବିଶ୍ବାସ ଓ ପ୍ ରମେ। ସହେି ଉପଦେଶଗୁଡ଼ିକ ଉଦାହରଣ ସ୍ବରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦବୋ ଉଚିତ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:3
ସମୟ ଆସୁଛି, ଯେତବେେଳେ ଲୋକେ ସତ୍ ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନଜ ମନପସନ୍ଦ ଶିକ୍ଷା ସମାନଙ୍କେଠାରୁ ସଂଗ୍ରହ କରିବେ, ଯେଉଁମାନେ ସମାନଙ୍କେୁ ସନ୍ତୁଷ୍ଟ କଲାଭଳି କଥା କହିବେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:9
ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:13
ସହେି ଭାବବାଦୀଙ୍କ କଥା ସତ। ଅତଏବ ସମାନଙ୍କେୁ କୁହ ଯେ ସମାନେେ ଭୁଲ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠାେର ହବୋ ଉଚିତ। ତା' ହେଲେ ସମାନେେ ବିଶ୍ବାସ ରେ ଦୃଢ଼ ହବେେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:1
ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்