No lexicon data found for Strong's number: 5407

ମାଥିଉଲିଖିତ ସୁସମାଚାର 5:21
ତୁମ୍ଭମାନେେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇଥିଲା: 'ନରହତ୍ଯା କର ନାହିଁ। ଯେଉଁଲୋକ ନରହତ୍ଯା କରେ, ସେ ବିଗ୍ଭରସ୍ଥାନ ରେ ବିଗ୍ଭରିତ ହବେ।'

ମାଥିଉଲିଖିତ ସୁସମାଚାର 5:21
ତୁମ୍ଭମାନେେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇଥିଲା: 'ନରହତ୍ଯା କର ନାହିଁ। ଯେଉଁଲୋକ ନରହତ୍ଯା କରେ, ସେ ବିଗ୍ଭରସ୍ଥାନ ରେ ବିଗ୍ଭରିତ ହବେ।'

ମାଥିଉଲିଖିତ ସୁସମାଚାର 19:18
ଲୋକ ଜଣକ ପଚ଼ାରିଲା, କେଉଁ ଆଦେଶ? ଯୀଶୁ ଉତ୍ତର ଦେଲେ, 'ତୁମ୍ଭେ କାହାରିକୁ ହତ୍ଯା କରିବ ନାହିଁ, ବ୍ଯଭିଚ଼ାର କରନାହିଁ, ଚେ଼ାରୀ କରନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ ମିଛ କୁହନାହିଁ।'

ମାଥିଉଲିଖିତ ସୁସମାଚାର 23:31
ତୁମ୍ଭେ ପ୍ରଣିତ କରି ଦେଉଛ ଯେ ତୁମ୍ଭମାନେେ ସହେି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କଲେ।

ମାଥିଉଲିଖିତ ସୁସମାଚାର 23:35
ତେଣୁ ଧାର୍ମିକ ଲୋକ ହବେଲଙ୍କଠାରୁ ଆରମ୍ଭ କରି ବରେିଖିୟଙ୍କ ପୁତ୍ର ୟିଖରିୟଙ୍କ ପର୍ୟ୍ଯନ୍ତ ଏ ପୃଥିବୀ ରେ ଯେତେ ଭଲ ଲୋକଙ୍କୁ ମାରି ଦିଆ ଯାଇଛି, ସେଥିପାଇଁ ତୁମ୍ଭମାନେେ ଦୋଷୀ ସାବ୍ଯସ୍ତ ହବେ। ବରେିଖିୟଙ୍କ ପୁତ୍ରୟିଖରିୟଙ୍କୁ ମନ୍ଦିର ଓ ବଦେୀ ମଧ୍ଯ ସ୍ଥଳ ରେ ତୁମ୍ଭମାନେେ ହତ୍ଯା କରିଥିଲ।

ମାର୍କଲିଖିତ ସୁସମାଚାର 10:19
କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡିକ ଜାଣିଛ: ହତ୍ଯା କର ନାହିଁ, ବ୍ଯଭିଗ୍ଭର କର ନାହିଁ, ଚୋରି କର ନାହିଁ, ମିଥ୍ଯା ସାକ୍ଷ୍ଯ ଦିଅ ନାହିଁ, ଠକ ନାହିଁ, ଆପଣା ବାପା ମାଆଙ୍କୁ ଆଦର କର।

ଲୂକଲିଖିତ ସୁସମାଚାର 18:20
ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦବେି। ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାମାନ ଜାଣିଛ: 'ତୁମ୍ଭେ ବ୍ଯଭିଚାର କରିବ ନାହିଁ, ତୁମ୍ଭେ କାହାରିକି ହତ୍ଯା କରିବ ନାହିଁ, କୌଣସି ଜିନିଷ ଚୋରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ କବେେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପାମାଆଙ୍କୁ ନିଶ୍ଚୟ ସମ୍ମାନ ଦବେ...'

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:9
ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।

ଯାକୁବଙ୍କ ପତ୍ 2:11
ପରମେଶ୍ବର କହିଛନ୍ତି, ବ୍ଯଭିଚାରର ପାପ କର ନାହିଁ।330 ସହେି ପରମେଶ୍ବର ପୁନଃ କହିଛନ୍ତି, ହତ୍ଯା ହତ୍ଯା କର ନାହିଁ।331 ଅତଏବ, ତୁମ୍ଭେ ଯଦି ବ୍ଯଭିଚାର ପାପ କରି ନାହଁ କିନ୍ତୁ ଜଣକୁ ହତ୍ଯା କରିଛ, ତା ହେଲେ ପରମେଶ୍ବରଙ୍କ ବ୍ଯବସ୍ଥା ଭାଙ୍ଗିବା ଦୋଷ ରେ ଦୋଷୀ ହେଲ।

ଯାକୁବଙ୍କ ପତ୍ 2:11
ପରମେଶ୍ବର କହିଛନ୍ତି, ବ୍ଯଭିଚାରର ପାପ କର ନାହିଁ।330 ସହେି ପରମେଶ୍ବର ପୁନଃ କହିଛନ୍ତି, ହତ୍ଯା ହତ୍ଯା କର ନାହିଁ।331 ଅତଏବ, ତୁମ୍ଭେ ଯଦି ବ୍ଯଭିଚାର ପାପ କରି ନାହଁ କିନ୍ତୁ ଜଣକୁ ହତ୍ଯା କରିଛ, ତା ହେଲେ ପରମେଶ୍ବରଙ୍କ ବ୍ଯବସ୍ଥା ଭାଙ୍ଗିବା ଦୋଷ ରେ ଦୋଷୀ ହେଲ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்