ମାଥିଉଲିଖିତ ସୁସମାଚାର 9:18
ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ଯକ୍ଷ ଆସିଲେ। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡଲେ ଓ କହିଲେ, ମାରେ ଝିଅ ଏବେ ମରୀଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖି ଦିଅ। ତା' ହେଲେ ସେ ପୁଣି ବଞ୍ଚି ଉଠିବ।
ମାଥିଉଲିଖିତ ସୁସମାଚାର 9:23
ତା'ପରେ ଯୀଶୁ ଯୀହୂଦୀ ପ୍ରାର୍ଥନାଗୃହର ଅଧ୍ଯକ୍ଷଙ୍କ ଘ ରେ ପହନ୍ଚିଲେ। ସଠାେରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।
ମାଥିଉଲିଖିତ ସୁସମାଚାର 9:34
କିନ୍ତୁ ଫାରୂଶୀମାନେ କହିଲେ, ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାୟ୍ଯ ରେ ଅନ୍ୟ ଭୂତଙ୍କୁ ତଡି ଦେଉଛନ୍ତି।
ମାଥିଉଲିଖିତ ସୁସମାଚାର 12:24
ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ ଙ୍କ ସାହାର୍ୟ୍ଯ ରେ ଭୂତମାନଙ୍କୁ ଛଡ଼ାନ୍ତି।
ମାଥିଉଲିଖିତ ସୁସମାଚାର 20:25
ଯୀଶୁ ସବୁ ଶିଷ୍ଯଙ୍କୁ ଏକାଠି ଡ଼ାକି କହିଲେ, ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସମାନଙ୍କେ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ଯ ଜାଣ ଯେ, ସମାନଙ୍କେର ମହତ୍ତ୍ବପୂର୍ଣ୍ଣ ନେତାମାନେ ସମାନଙ୍କର କତ୍ତୃର୍ତ୍ବ ସମାନଙ୍କେ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି।
ମାର୍କଲିଖିତ ସୁସମାଚାର 3:22
ୟିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, ଯୀଶୁଙ୍କ ଦହେ ରେ ବାଆଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାୟ୍ଯ ରେ ଭୂତମାନଙ୍କୁ ତଡି ଦେଉଛନ୍ତି।
ଲୂକଲିଖିତ ସୁସମାଚାର 8:41
ଯାଈରସ ନାମ ରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସଠାେକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ।
ଲୂକଲିଖିତ ସୁସମାଚାର 11:15
କିନ୍ତୁ ସମାନଙ୍କେ ମଧ୍ଯରୁ କେତକେ କହିଲେ, ଯୀଶୁ ଭୂତପତି ବାଆଲ୍ଜିବୁଲ୍ର ଶକ୍ତି ଦ୍ବାରା ଭୂତ ଛଡାଉଛନ୍ତି, ଭୂତମାନଙ୍କୁ ତଡି ଦବୋକୁ ବ୍ଯବହାର କରୁଛନ୍ତି।
ଲୂକଲିଖିତ ସୁସମାଚାର 12:58
ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଚାରାଳୟକୁ ଯାଉଛ, ତବେେ ରାସ୍ତା ରେ ତା ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା ନ ହେଲେ ସେ ତୁମ୍ଭକୁ ବିଚାରପତିଙ୍କ ଆଗକୁ ଟାଣିନବେ। ବିଚାରପତି ତୁମ୍ଭକୁ ଅଧିକରୀଙ୍କ ହାତ ରେ ଦଇେ ଦବେେ ଏହଂ ଅଧିକାରୀ ତୁମ୍ଭକୁ କାରାଗାର ରେ ବନ୍ଦୀ କରିବେ।
ଲୂକଲିଖିତ ସୁସମାଚାର 14:1
ଗୋଟିଏ ବିଶ୍ରାମବାର ରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସଠାେରେ ଥିବା ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ଯ କରୁଥିଲେ।
Occurences : 37
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்