Zechariah 8:7
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।
Zechariah 8:7 in Other Translations
King James Version (KJV)
Thus saith the LORD of hosts; Behold, I will save my people from the east country, and from the west country;
American Standard Version (ASV)
Thus saith Jehovah of hosts: Behold, I will save my people from the east country, and from the west country;
Bible in Basic English (BBE)
This is what the Lord of armies has said: See, I will be the saviour of my people from the east country, and from the west country;
Darby English Bible (DBY)
Thus saith Jehovah of hosts: Behold, I will save my people from the east country and from the west country;
World English Bible (WEB)
Thus says Yahweh of Hosts: "Behold, I will save my people from the east country, and from the west country;
Young's Literal Translation (YLT)
Thus said Jehovah of Hosts: Lo, I am saving My people from the land of the rising, And from the land of the going in, of the sun,
| Thus | כֹּ֤ה | kō | koh |
| saith | אָמַר֙ | ʾāmar | ah-MAHR |
| the Lord | יְהוָ֣ה | yĕhwâ | yeh-VA |
| of hosts; | צְבָא֔וֹת | ṣĕbāʾôt | tseh-va-OTE |
| Behold, | הִנְנִ֥י | hinnî | heen-NEE |
| I will save | מוֹשִׁ֛יעַ | môšîaʿ | moh-SHEE-ah |
| אֶת | ʾet | et | |
| people my | עַמִּ֖י | ʿammî | ah-MEE |
| from the east | מֵאֶ֣רֶץ | mēʾereṣ | may-EH-rets |
| country, | מִזְרָ֑ח | mizrāḥ | meez-RAHK |
| west the from and | וּמֵאֶ֖רֶץ | ûmēʾereṣ | oo-may-EH-rets |
| מְב֥וֹא | mĕbôʾ | meh-VOH | |
| country; | הַשָּֽׁמֶשׁ׃ | haššāmeš | ha-SHA-mesh |
Cross Reference
ଯିଶାଇୟ 49:12
ଦେଖ, କେତକେ ଲୋକ ଦୂର ଦେଶରୁ ଆସିବେ, କେତକେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତକେ ସୀନୀମ ଦେଶରୁ ଆସିବେ।
ଯିଶାଇୟ 27:12
ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:25
ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।
ମଲାଖୀ 1:11
ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।
ଆମୋଷ 9:14
ଆମ୍ଭେ ଇଶ୍ରାୟେଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସମାନଙ୍କେୁ ସମାଙ୍କେର ଭୂମିକୁ ଫରୋଇ ଆଣିବା। ସମାନେେ ଧ୍ବଂସ ବିଧ୍ବଂସ ନଗରଗୁଡିକୁ ପୁନଃନିର୍ମାଣ କରିବେ ଏବଂ ସହେି ନଗରୀ ରେ ବାସ କରିବେ। ସମାନେେ ଦ୍ରାକ୍ଷାବୃକ୍ଷ କ୍ଷତେ ରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସଠାେକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସମାନେେ ମଧ୍ଯ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ଯକୁ ଭକ୍ଷଣ କରିବେ।
ହୋଶେୟ 11:10
ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜ୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟ ରେ ଥରିଥରି ପଶ୍ଚିମରୁ ଆସିବେ।
ଯିହିଜିକଲ 37:19
ସେତବେେଳେ ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, 'ଇଫ୍ରଯିମର ହସ୍ତ ରେ ଥିବାର ଯୋଷଫେର ଆଶାବାଡ଼ି ପୁଣି ତାଙ୍କର ସଖା ଇଶ୍ରାୟେଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନବୋ, ଆଉ ଆମ୍ଭେ ସମାନଙ୍କେୁ ତାହା ସଙ୍ଗେ ଅର୍ଥାତ୍ ଯିହୁଦାର ଆଶାବାଡ଼ି ସଙ୍ଗେ ଯୋଡ଼ି ସମାନଙ୍କେୁ ଏକ କରିବା। ତହିଁରେ ସମାନେେ ଆମ୍ଭ ହସ୍ତ ରେ ଏକ ଆଶାବାଡ଼ି ହବେେ।'
ଯିରିମିୟ 31:8
ଆଉ ଦେଖ, ଆମ୍ଭେ ସମାନଙ୍କେୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସମାନଙ୍କେୁ ଓ ସମାନଙ୍କେ ସହିତ ଅନ୍ଧ, େଛାଟ, ଗର୍ଭବତୀ ଓ ପ୍ରସବ ବଦନୋଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସମାନେେ ବହୁ ସଂଖ୍ଯା ରେ ଜନଗହଳି ହାଇେ ଏ ସ୍ଥାନକୁ ଆସିବେ।
ଯିଶାଇୟ 66:19
ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।
ଯିଶାଇୟ 59:19
ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ।
ଯିଶାଇୟ 43:5
ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।
ଯିଶାଇୟ 11:11
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ଗୀତସଂହିତା 113:3
ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।
ଗୀତସଂହିତା 107:2
ପ୍ରେତ୍ୟକକ ବ୍ଯକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍। ସଦାପ୍ରଭୁ ସମାନଙ୍କେର ଶତ୍ରୁମାନଙ୍କଠାରୁ ସମାନଙ୍କେୁ ରକ୍ଷା କରିଛନ୍ତି।
ଗୀତସଂହିତା 50:1
ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯଗୁଡ଼ିକ ବିଷଯରେ କହିଛନ୍ତି। ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରନ୍ତି ଏବଂ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ସମାନଙ୍କେୁ କହନ୍ତି।