2 Timothy 2:18 ସମାନେେ ସତ୍ ଶିକ୍ଷା ତ୍ଯାଗ କରିଛନ୍ତି। ସମାନେେ କୁହନ୍ତି ଯେ ମୃତ୍ଯୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସହେି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ବାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ବରଙ୍କ ଦୃଢ଼ ମୂଳଦୁଆ ସହେିଭଳି ରହିଛି।
2 Timothy 2:18 in Other Translations
King James Version (KJV) Who concerning the truth have erred, saying that the resurrection is past already; and overthrow the faith of some.
American Standard Version (ASV) men who concerning the truth have erred, saying that the resurrection is past already, and overthrow the faith of some.
Bible in Basic English (BBE) Men whose ideas are all false, who say that the coming back from the dead has even now taken place, overturning the faith of some.
Darby English Bible (DBY) [men] who as to the truth have gone astray, saying that the resurrection has taken place already; and overthrow the faith of some.
World English Bible (WEB) men who have erred concerning the truth, saying that the resurrection is already past, and overthrowing the faith of some.
Young's Literal Translation (YLT) who concerning the truth did swerve, saying the rising again to have already been, and do overthrow the faith of some;
Read Full Chapter :
2 Timothy 2
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:12
ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ଉତ୍ଥିତ ହାଇେଥିଲେ, ଏହା ପ୍ରଚାରିତ ହାଇେଛି, ତା' ହେଲେ ତୁମ୍ଭମାନଙ୍କ ମଧ୍ଯରୁ କେତଜେଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ଯୁରୁ ଉତ୍ଥିତ ହାଇପୋରିବେ ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:19
ବିଶ୍ବାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାଁନ୍ତି। ତେଣୁ ସମାନଙ୍କେର ବିଶ୍ବାସ ନଷ୍ଟ ହାଇେଛି।
ଲୂକଲିଖିତ ସୁସମାଚାର 8:13
ଯେଉଁ ବୀଜ ପଥର ଉପରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦ ରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚରେ ସହେି ଲୋକମାନଙ୍କ ହୃଦୟ ମଧିଅରେ ଗଭୀରକୁ ପ୍ରବେଶ କରିପା ରନୋହିଁ। ସମାନେେ କିଛି ସମୟ ପର୍ୟ୍ଯନ୍ତ ବିଶ୍ବାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସମାନେେ ବିଶ୍ବାସ କରିବା ବନ୍ଦ କରନ୍ତି। ସମାନେେ ବିଶ୍ବାସ ହ ରଇେ ବସନ୍ତି ଓ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଆନ୍ତି।
ଲୂକଲିଖିତ ସୁସମାଚାର 22:31
କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5:39
କିନ୍ତୁ ଯଦି ଏହା ପରମେଶ୍ବରଙ୍କଠାରୁ ହାଇେଥାଏ, ତବେେ ତୁମ୍ଭମାନେେ ସମାନଙ୍କେ କାମ ବନ୍ଦ କରିପାରିବନାହିଁ। ତୁମ୍ଭମାନେେ ନିଜକୁ ପରମେଶ୍ବରଙ୍କ ବିରୁଦ୍ଧ ରେ ଲଢ଼ିବାର ଦେଖିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:19
କେତକୋଂଶ ରେ ମୁଁ ଏହାକୁ ବିଶ୍ବାସ କରେ। ତୁମ୍ଭମାନଙ୍କ ମଧିଅରେ ମତଭଦେ ହବୋ ଆବଶ୍ଯକ କାରଣ ଏହା ଦ୍ବାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାୟିବ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:1
ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।
ମାଥିଉଲିଖିତ ସୁସମାଚାର 15:13
ଯୀଶୁ କହିଲେ, ଯେଉଁ ଚାରା ମାରେ ସ୍ବର୍ଗୀୟ ପିତା ନିଜେ ଲଗଇେ ନାହାଁନ୍ତି, ସଗେୁଡିକୁ ସମୂଳେ ଉପାଡି ଦିଆୟିବ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:21
କେତେ ଲୋକ କୁହନ୍ତି ଯେ ସମାନଙ୍କେର ସହେି ଜ୍ଞାନ ଅଛି। ସମାନେେ ସତ୍ଯ ବିଶ୍ବାସକୁ ତ୍ଯାଗ କରି ସାରିଛନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:14
ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ବରଙ୍କ ଆଗ ରେ ସତର୍କ କରିଦିଅ ଯେ, ସମାନେେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ୟୁକ୍ତିତର୍କ କରିବା ଦ୍ବାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସମାନଙ୍କେୁ ତାହା ନଷ୍ଟ କରିଦିଏ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:10
ସେଥିପାଇଁ ମୁଁ ସହେି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ ଅଟେ। ସମାନେେ ମାରେ ମାର୍ଗ ବୁଝନ୍ତି ନାହିଁ।
ଯାକୁବଙ୍କ ପତ୍ 5:19
ମାେ ଭାଇ ଓ ଭଉଣୀମାନେ ! ତୁମ୍ଭ ଭିତରୁ ଯଦି ଜଣେ ସତ୍ଯରୁ ବିଚଳିତ ହାଇଯୋଏ, ତବେେ ଅନ୍ୟ ଜଣେ ତାହାକୁ ସତ୍ଯକୁ ଫରୋଇ ଆଣିବା ପାଇଁ ସାହାୟ୍ଯ କରୁ।
ଯୋହନଙ୍କ ପ୍ରଥମ ପତ୍ର 2:19
ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳ ରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଚାଲିଗଲେ। ସମାନେେ ପ୍ରକୃତ ରେ ଆମ୍ଭ ନିଜର ନ ଥିଲେ। ଯଦି ସମାନେେ ଆମ୍ଭ ନିଜର ହାଇେଥାନ୍ତେ, ତବେେ ସମାନେେ ଆମ୍ଭ ସହିତ ରହିଥାନ୍ତେ। ସମାନେେ ଆମ୍ଭକୁ ଛାଡ଼ି ଚାଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସମାନେେ ପ୍ରକୃତ ରେ ଆମ୍ଭର ନୁହଁନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:10
ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।
ମାଥିଉଲିଖିତ ସୁସମାଚାର 22:29
ଯୀଶୁ କହିଲେ, ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କଣ କୁ ହେ ଜାଣ ନାହିଁ। ଏବଂ ପରମେଶ୍ବରଙ୍କ ଶକ୍ତି ବିଷୟ ରେ ତୁମ୍ଭମାନେେ କିଛି ଜାଣିନାହଁ।