Bible

Exodus 3 - WEB (Oriya)

1 Now Moses was keeping the flock of Jethro, his father-in-law, the priest of Midian, and he led the flock to the back of the wilderness, and came to God's mountain, to Horeb.ଯିଥ୍ରୋ ମାଶାଙ୍କେର ଶ୍ବଶୁର ଥିଲେ। ଯିଥ୍ରୋମିଦିଯନୀଯମାନଙ୍କ ଯାଜକ ଥିଲେ। ମାଶାେ ତାଙ୍କ ଶ୍ବଶୁରଙ୍କର ମଷେପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମାଶାେ ତାଙ୍କ ମଷେପଲଙ୍କୁ ମରୁଭୂମିର ପଶ୍ଚିମପଟକୁ ଆଗଇେ ନେଲେ। ମାଶାେ ହାରେବେ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ବରଙ୍କର ପର୍ବତ ଥିଲା।

2 The angel of Yahweh appeared to him in a flame of fire out of the midst of a bush. He looked, and behold, the bush burned with fire, and the bush was not consumed.ସହେି ପର୍ବତ ରେ, ମାଶାେ ଦେଖିଲେ ସଦାପ୍ରଭୁଙ୍କର ଏକ ଦୂତ ଏକ ଜ୍ବଳନ୍ତା ବୁଦା ମଧିଅରେ ଥିଲା। ମାଶାେ ଦେଖିଲେ, ବୁଦା ରେ ଅଗ୍ନି ଲଗିଥିଲେ ମଧ୍ଯ ତାହା ଧ୍ବଂସ ହେଉ ନଥିଲା।

3 Moses said, I will turn aside now, and see this great sight, why the bush is not burnt.ତେଣୁ ମାଶାେ ନିଶ୍ଚିତ କଲେ, ସହେି ବୁଦା ପାଖକୁ ୟାଇ ଅଦ୍ଭୁତ ଦୃଶ୍ଯ ଦେଖିବାକୁ। କାହିଁକି ଏହି ବୁଦାଟି ନିଆଁ ରେ ଜଳି ମଧ୍ଯ ନଷ୍ଟ ହେଉନାହିଁ?

4 When Yahweh saw that he turned aside to see, God called to him out of the midst of the bush, and said, "Moses! Moses!" He said, "Here I am."ସଦାପ୍ରଭୁ ଦେଖିଲେ, ମାଶାେ ବୁଦା ଆଡକୁ ଆସୁଛନ୍ତି। ତେଣୁ ପରମେଶ୍ବର ବୁଦା ମଧ୍ଯରୁ ମାଶାଙ୍କେୁ ଡାକିଲେ, ପରମେଶ୍ବର କହିଲେ, ମାଶାେ, ମାଶାେ!

5 He said, "Don't come close. Take off your sandals from off your feet, for the place you are standing on is holy ground."ଏହାପରେ ସଦାପ୍ରଭୁ କହିଲେ, ଆମ୍ଭର ଅଧିକ ନିକଟବର୍ତ୍ତୀ ହାଇେ ନାହୁଁ। ତୁମ୍ଭ ପାଦରୁ ପାଦୁକା କାଢି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡା ହାଇେଛ ତାହା ପବିତ୍ର ଭୂମି ଅଟେ।

6 Moreover he said, "I am the God of your father, the God of Abraham, the God of Isaac, and the God of Jacob." Moses hid his face; for he was afraid to look at God.ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ବର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ବର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ବର ଅଟୁ। ମାଶାେ ପରମେଶ୍ବରଙ୍କୁ ଦେଖି ଭୟ ରେ ତାଙ୍କର ମୁହଁ ଆବୃତ କଲେ।

7 Yahweh said, "I have surely seen the affliction of my people who are in Egypt, and have heard their cry because of their taskmasters, for I know their sorrows.ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।

8 I have come down to deliver them out of the hand of the Egyptians, and to bring them up out of that land to a good and large land, to a land flowing with milk and honey; to the place of the Canaanite, the Hittite, the Amorite, the Perizzite, the Hivite, and the Jebusite.ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।

9 Now, behold, the cry of the children of Israel has come to me. Moreover I have seen the oppression with which the Egyptians oppress them.ଆମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଛୁ ମିଶରୀଯମାନେ ସମାନଙ୍କେୁ କିପରି ଦୌରାତ୍ମ୍ଯ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି।

10 Come now therefore, and I will send you to Pharaoh, that you may bring forth my people, the children of Israel, out of Egypt."ଏଣୁ ଆମ୍ଭେ ତୁମ୍ଭକୁ ଫାରୋଙ୍କ ନିକଟକୁ ପ୍ ରରଣେ କରିବା ୟାଅ! ମାରେ ଲୋକମାନଙ୍କୁ ଆଗଇେ ନିଅ, ଇଶ୍ରାୟେଲୀୟମାନଙ୍କୁ ମିଶର ମଧ୍ଯରୁ ଆଗଇେ ନଇୟୋଅ!

11 Moses said to God, "Who am I, that I should go to Pharaoh, and that I should bring forth the children of Israel out of Egypt?"କିନ୍ତୁ ମାଶାେ ପରମେଶ୍ବରଙ୍କୁ କହିଲେ, ମୁଁ ଫାରୋ ନିକଟକୁ ୟିବା ପାଇଁ କିଏ? କିପରି ମୁଁ ଇଶ୍ରାୟେଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?

12 He said, "Certainly I will be with you. This will be the token to you, that I have sent you: when you have brought forth the people out of Egypt, you shall serve God on this mountain."ତା'ପରେ ପରମେଶ୍ବର କହିଲେ, ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବୁ! ଆମ୍ଭେ ଯେ ତୁମ୍ଭକୁ ପ୍ ରରଣେ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭମାନେେ ଏହି ପର୍ବତ ରେ ପରମେଶ୍ବରଙ୍କର ଉପାସନା କରିବ।

13 Moses said to God, "Behold, when I come to the children of Israel, and tell them, 'The God of your fathers has sent me to you;' and they ask me, 'What is his name?' What should I tell them?"ଏହାପରେ ମାଶାେ ପରମେଶ୍ବରଙ୍କୁ କହିଲେ, ଯଦି ମୁଁ ଇଶ୍ରାୟେଲୀୟ ଲୋକମାନଙ୍କ ନିକଟକୁ ୟାଇ କ ହେ, 'ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବର ମାେତେ ପଠାଇଛନ୍ତି,' ଏହାପରେ ଲୋକମାନେ ଯଦି ମାେତେ ପଚାରନ୍ତି, 'ତାଙ୍କର ନାମ କ'ଣ?' ମୁଁ ତାଙ୍କୁ କ'ଣ କହିବି?

14 God said to Moses, "I AM WHO I AM," and he said, "You shall tell the children of Israel this: "I AM has sent me to you."ଏହାପରେ ପରମେଶ୍ବର ମାଶାଙ୍କେୁ କହିଲେ, ସମାନଙ୍କେୁ କୁହ, 'ଆମ୍ଭେ ଯେ ଅଛୁଁ, ସେ ଅଛୁଁ,' ଇଶ୍ରାୟେଲର ଲୋକମାନଙ୍କୁ କୁହ ଯେ, 'ସ୍ବଯମ୍ଭୁ' ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।

15 God said moreover to Moses, "You shall tell the children of Israel this, 'Yahweh, the God of your fathers, the God of Abraham, the God of Isaac, and the God of Jacob, has sent me to you.' This is my name forever, and this is my memorial to all generations.ପରମେଶ୍ବର ମାଶାଙ୍କେୁ ଆହୁରି କହିଲେ, ତୁମ୍ଭେ ଇଶ୍ରାୟେଲୀୟ ସନ୍ତାନଗଣଙ୍କୁ ଏହିକଥା କହିବ, 'ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର, ଅର୍ଥାତ୍ ଅବ୍ରହାମର ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର ସଦାପ୍ରଭୁ (ସ୍ବଯମ୍ଭୁ)ଙ୍କର ଏହି ନାମ ଅନନ୍ତକାଳସ୍ଥାଯୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀଯ ଅଟେ।' ' ସେ ତୁମ୍ଭମାନଙ୍କ ନିକଟକୁ ମାେତେ ପଠାଇଛନ୍ତି।'

16 Go, and gather the elders of Israel together, and tell them, 'Yahweh, the God of your fathers, the God of Abraham, of Isaac, and of Jacob, has appeared to me, saying, "I have surely visited you, and seen that which is done to you in Egypt;ସଦାପ୍ରଭୁ ଆହୁରି କହିଲେ, ୟାଅ ଏବଂ ଇଶ୍ରାୟେଲୀୟ ପ୍ରାଚୀନଗଣଙ୍କୁ କୁହ, 'ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷ ଗଣର ପରମେଶ୍ବର, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର, ମାେତେ କହି ଅଛନ୍ତି, ମିଶରୀଯମାନଙ୍କ ଦ୍ବାରା ତୁମ୍ଭଙ୍କୁ ଦିଆୟାଇଥିବା ୟନ୍ତ୍ରଣାସବୁ, ଆମ୍ଭେ ଟିପି ନଇେଅଛୁ।

17 and I have said, I will bring you up out of the affliction of Egypt to the land of the Canaanite, the Hittite, the Amorite, the Perizzite, the Hivite, and the Jebusite, to a land flowing with milk and honey."'ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀଯମାନଙ୍କ ହିତ୍ତୀଯମାନଙ୍କ, ପିରିଷୀଯମାନଙ୍କ, ହିଦ୍ଦୀଯମାନଙ୍କ ଓ ୟିବୁଷୀଯମାନଙ୍କର ଦୁଗ୍ଧମଧୁ ପ୍ରବାହୀ ଦେଶକୁ ନଇୟିବୋ।'

18 They will listen to your voice, and you shall come, you and the elders of Israel, to the king of Egypt, and you shall tell him, 'Yahweh, the God of the Hebrews, has met with us. Now please let us go three days' journey into the wilderness, that we may sacrifice to Yahweh, our God.'ଇଶ୍ରାୟେଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ୟାଅ। ତୁମ୍ଭମାନେେ ତାଙ୍କୁ କହିବ, 'ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନଯ କରୁଅଛୁ, ତିନିଦିନ ମରୁଭୂମି ମଧ୍ଯକୁ ୟାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।'

19 I know that the king of Egypt won't give you permission to go, no, not by a mighty hand.କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ଯ ହାତର ଶକ୍ତି ବିନା ମିଶରର ରାଜାଙ୍କୁ ଜବରଦସ୍ତ କରାଗଲେ ମଧ୍ଯ, ତୁମ୍ଭମାନଙ୍କୁ ୟିବାକୁ ଦବନୋହିଁ।

20 I will put forth my hand and strike Egypt with all my wonders which I will do in the midst of it, and after that he will let you go.ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧ ରେ କାର୍ୟ୍ଯ କରାଇବା। ଆମ୍ଭେ ମିଶର ରେ ଆଶ୍ଚର୍ୟ୍ଯ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ୟିବାକୁ ଦବେେ।

21 I will give this people favor in the sight of the Egyptians, and it will happen that when you go, you shall not go empty-handed.ଆଉ ଆମ୍ଭେ ମିଶରୀଯ ଲୋକମାନଙ୍କ ସାକ୍ଷାତ ରେ ଏହି ଲୋକମାନଙ୍କୁ ଅନୁଗ୍ରହ ପାତ୍ର କରିବି, ତହିଁରେ ତୁମ୍ଭମାନଙ୍କର ୟାତ୍ରା ସମୟରେ ସମାନେେ ତୁମ୍ଭମାନଙ୍କୁ ଉପହାରମାନ ଦବେେ।

22 But every woman shall ask of her neighbor, and of her who visits her house, jewels of silver, jewels of gold, and clothing; and you shall put them on your sons, and on your daughters. You shall despoil the Egyptians.ସମସ୍ତ ଇଶ୍ରାୟେଲୀୟ ସ୍ତ୍ରୀ ଆପଣା ପ୍ରତିବେଶୀନୀ ଓ ଆପଣା ଗୃହପ୍ରବାସୀନୀ ସ୍ତ୍ରୀ ନିକଟରୁ ରେ ୗପ୍ୟ, ଅଳଙ୍କାର ଓ ସ୍ବର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନଇୟିବେ, ପୁଣି ତାହା ତୁମ୍ଭମାନେେ ଆପଣା ପୁତ୍ର କନ୍ଯାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭମାନେେ ମିଶରୀଯ ଲୋକମାନଙ୍କ ଦ୍ରବ୍ଯ ହରଣ କରିବ।

Oriya Bible