James 1:26 ଜଣେ ଲୋକ ଭାବିପା ରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁ ସବୁ କଥା କହିବା ଉଚିତ ନୁହେଁ, ତାହା କହିବା ଦ୍ବାରା ସେ ନିଜକୁ ଠକେ। ତେଣୁ ତା'ର 'ଧର୍ମର କିଛି ମୂଲ୍ଯ ରହେ ନାହିଁ।
James 1:26 in Other Translations
King James Version (KJV) If any man among you seem to be religious, and bridleth not his tongue, but deceiveth his own heart, this man's religion is vain.
American Standard Version (ASV) If any man thinketh himself to be religious, while he bridleth not his tongue but deceiveth his heart, this man's religion is vain.
Bible in Basic English (BBE) If a man seems to have religion and has no control over his tongue but lets himself be tricked by what is false, this man's religion is of no value.
Darby English Bible (DBY) If any one think himself to be religious, not bridling his tongue, but deceiving his heart, this man's religion is vain.
World English Bible (WEB) If anyone among you thinks himself to be religious while he doesn't bridle his tongue, but deceives his heart, this man's religion is worthless.
Young's Literal Translation (YLT) If any one doth think to be religious among you, not bridling his tongue, but deceiving his heart, of this one vain `is' the religion;
If
Εἴ
ei
ee
any man
τις
tis
tees
seem
δοκεῖ
dokeō
thoh-KAY-oh
religious,
θρησκὸς
thrēskos
thray-SKOSE
to be
εἶναι
einai
EE-nay
among
ἐν
en
ane
you
ὑμῖν,
hymin
yoo-MEEN
not
μὴ
mē
may
and bridleth
χαλιναγωγῶν
chalinagōgeō
ha-lee-na-goh-GAY-oh
tongue,
γλῶσσαν
glōssa
GLOSE-sa
his
αὐτοῦ
autos
af-TOSE
but
ἀλλ'
alla
al-LA
deceiveth
ἀπατῶν
apataō
ah-pa-TA-oh
heart,
καρδίαν
kardia
kahr-THEE-ah
his own
αὐτοῦ
autos
af-TOSE
this man's
τούτου
toutou
TOO-too
vain.
μάταιος
mataios
MA-tay-ose
ἡ
ho
oh
religion
θρησκεία
thrēskeia
thray-SKEE-ah
Read Full Chapter :
James 1
Cross Reference
ଗୀତସଂହିତା 141:3
ହେ ସଦାପ୍ରଭୁ, ମୁଖ ଆଗର ପ୍ରହରୀ, ମାେତେ ସାହାୟ୍ଯ କର। କୌଣସି ପାପପୂର୍ଣ୍ଣ କଥା କହିବାଠାରୁ ମାେତେ ରକ୍ଷା କର।
ପିତରଙ୍କ ପ୍ରଥମ ପତ୍ 3:10
ଶାସ୍ତ୍ର କୁ ହେ :
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:29
ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।
ଗୀତସଂହିତା 34:13
ସହେି ବ୍ଯକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର ଓ ସେ ମିଥ୍ଯା କହିବା ଉଚିତ୍ ନୁହେଁ।
ଯାକୁବଙ୍କ ପତ୍ 3:2
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।
ଯାକୁବଙ୍କ ପତ୍ 1:22
ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।
ହିତୋପଦେଶ 19:1
ଗରିବ ହେଲେ ମଧ୍ଯ ସେ ସାଧୁତା, ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।
ଲୂକଲିଖିତ ସୁସମାଚାର 8:18
ତୁମ୍ଭମାନେେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସତକେ ମଧ୍ଯ ତା'ଠାରୁ ଛଡାଇ ନିଆୟିବ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:4
ତୁମ୍ଭ ଭିତ ରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ। କିନ୍ତୁ ତୁମ୍ଭେ ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦେଉଥିବା ଉଚିତ୍।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:6
କଥାବାର୍ତ୍ତା କଲା ବେଳେ, ସବୁବେଳେ ଦୟାଭାବ ରଖ ଓ ବିବକେୀ ହୁଅ। ତବେେ ତୁମ୍ଭମାନେେ ସମସ୍ତଙ୍କୁ ଉଚିତ ଉତ୍ତର ଦବୋକୁ ସକ୍ଷମ ହବେ।
ହିତୋପଦେଶ 10:31
ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀର ଜିହ୍ବା ଉଚ୍ଛିନ୍ନ ହବେ।
ଗୀତସଂହିତା 39:1
ମୁଁ କହିଲି, ମୁଁ ଏଣିକି ୟାହା ବିଷଯରେ କହିବି ସାବଧାନ ହବେି। ମୁଁ ମାରେ ଜିହ୍ବାକୁ ପାପ କରିବାକୁ ସୁଯୋଗ ଦବେି ନାହିଁ। ମୁଁ ଯେତବେେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମାରେ ମୁଖକୁ ବନ୍ଦ ରଖିବି।
ଦିତୀୟ ବିବରଣ 11:16
ନିଜ ନିଜ ବିଷଯ ରେ ସାବଧାନ ହକ୍ସ୍ଟଅ। ତୁମ୍ଭମାନଙ୍କର ହୃଦଯକକ୍ସ୍ଟ ପ୍ରଲୋଭିତ କରନାହିଁ ଏବଂ ବିପଥରେ ୟିବାକକ୍ସ୍ଟ ଏବଂ ଅନ୍ୟ ଦବେତାଗଣର ସବୋ କରିବାକୁ ଓ ଉପାସନା କରିବାକୁ ଦିଅ ନାହିଁ।
ହିତୋପଦେଶ 10:19
ବହୁ ବାକ୍ଯ ରେ ଅଧର୍ମର ଅଭାବ ନ ଥାଏ। ମାତ୍ର ଯେ ଆପଣା ଓଷ୍ଠାଧାରକୁ ଦମନ କରେ, ସେ ବୁଦ୍ଧିମାନ୍।
ହିତୋପଦେଶ 13:2
ଉତ୍ତମ ଲୋକମାନେ ସମାନଙ୍କେର ଶବ୍ଦଗୁଡ଼ିକର ଉତ୍ତମ ଫଳ ଭୋଗ କରନ୍ତି। ମାତ୍ର ବିଶ୍ବାସଘାତକ ଲୋକମାନେ ହିଂସାରୁ ଭୋଗ କରୋ
ହିତୋପଦେଶ 15:2
ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପା ରେ। କିନ୍ତୁ ନିର୍ ବୋଧ ନିର୍ ବୋଧତାକୁ ବଖାଣେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:3
ଯଦି ଜଣେ ଅତି ନଗଣ୍ଯ ହାଇେଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତବେେ ସେ ନିଜକୁ ପ୍ରତାରଣା କରେ।
ଯାକୁବଙ୍କ ପତ୍ 1:19
ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।
ହିତୋପଦେଶ 14:12
ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।
ଗୀତସଂହିତା 32:9
ତୁମ୍ଭମାନେେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ବମାନଙ୍କୁ ଲଗାମର ବ୍ଯବହାର କର। କାରଣ ସମାନଙ୍କେୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ବରଙ୍କ ସହିତ ସପରେି ହୁଅ ନାହିଁ।
ହିତୋପଦେଶ 16:10
ଯେତବେେଳେ ରାଜା ଯାହା କହନ୍ତି ତାହା ନିଯମ ହାଇୟୋଏ। ତେଣୁ ତା'ର ବିଚାର ସ୍ବଚ୍ଛ ହବୋ ଉଚିତ୍।
ହିତୋପଦେଶ 16:25
ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।
ହିତୋପଦେଶ 21:26
କିଛି ଲୋଭୀ ଲୋକ ଦିନୟାକ କାଟନ୍ତି ବହୁ ଜିନିଷ ଗୁଡ଼ିକ ପାଇଁ ବାସନା କରି, ମାତ୍ର ଧାର୍ମିକ ଲୋକ ଉଦାର ସହିତ ଦିଅନ୍ତି।
ଯିଶାଇୟ 1:13
ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।
ଯିଶାଇୟ 44:20
ସଯ ଭସ୍ମସଭାଜନ କଲର,ସସ ନିଜର ଜୀବନକୁ ରକ୍ଷା କରିପାସର ନାହିଁ।ସମା ଦକ୍ଷିଣ ହସ୍ତସର ଏହି ସମସ୍ତ ବିଷଯସର କ'ଣସକୗଣସି ମିଥ୍ଯା ନାହିଁ ? କହିପାସର ନାହିଁ। ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।
ମଲାଖୀ 3:14
ତୁମ୍ଭମାନେେ କହିଲ, ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।
ମାଥିଉଲିଖିତ ସୁସମାଚାର 15:9
ସମାନେେ ମାେତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ଯହୀନ। ସମାନେେ ଯେଉଁ ସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କବଳେ ମଣିଷ ତିଆରି ବିଧିବିଧାନ।' ୟିଶାଇୟ 29:13
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:18
ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:2
ତୁମ୍ଭମାନେେ ଏହି ସୁସମାଚାର ଦ୍ବାରା ପରିତ୍ରାଣ ପାଇଛ। କିନ୍ତୁ ମାେ କହିଥିବା କଥାଗୁଡ଼ିକୁ ତୁମ୍ଭମାନେେ ବିଶ୍ବାସ କରି ଚାଲିବା ଉଚିତ୍। ନଚେତ୍ ତୁମ୍ଭେ ବ୍ଯର୍ଥ ରେ ବିଶ୍ବାସୀ ହାଇେଥିଲ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:15
ଆମ୍ଭେ ମଧ୍ଯ ପରମେଶ୍ବରଙ୍କ ବିଷୟ ରେ ମିଛ କହିଥିବା ଅପରାଧ ରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ବରଙ୍କ ବିଷୟ ରେ ପ୍ରଚାର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ଯଦି ମୃତମାନେ ଉଥିତ ନ ହୁଅନ୍ତି, ତା' ହେଲେ ପରମେଶ୍ବର ମଧ୍ଯ ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ଉଠାଇ ନାହାଁନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:6
କିନ୍ତୁସସହି ପ୍ରତିଷ୍ଠିତସଲାକମାଲନ ମୁଁ କହିଥିବା ସୁସମାଚାରର ପରିବର୍ତ୍ତନ କଲଲ ନାହିଁ।ସମା ପାଇଁ କିଏ ପ୍ରତିଷ୍ଠିତ ବା ନୁଲହଁ, ତାହାର କିଛି ଅର୍ଥ ନାହିଁ। ପରଲମଶ୍ବରଙ୍କ ନିକଟଲର ସମସ୍ଲତ ସମାନ।
ଯାକୁବଙ୍କ ପତ୍ 2:20
ହେ ମୂର୍ଖ ଲୋକ ! କର୍ମଗୁଡ଼ିକ ବିନା ବିଶ୍ବାସ ଯେ ମୂଲ୍ଯହୀନ ଅଟେ, ଏହାର ପ୍ରମାଣ କ'ଣ ତୁମ୍ଭେ ଦେଖିବାକୁ ଚାହୁଁଛ ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:9
ଯାକୁବ, ପିତର ଓସଯାହନସନତା ରୂଲପ ପରିଗଣିତସହଉଥିଲଲ।ସସମାଲନସଦଖିଲଲସଯ, ପରଲମଶ୍ବରସମାଲତ ଏହି ବିଶଲଷ ଅନୁଗ୍ରହ ପ୍ରଦାନ କରିଛନ୍ତି।ସସଥିପାଇଁସସମାଲନ ବର୍ଣ୍ଣବବା ଓସମାଲତ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲଲ। ଯାକୁବ, ପିତର ଓସଯାହନ କହିଲଲ, ପାଉଲ ଓ ବର୍ଣ୍ଣବବା, ତୁମ୍ଲଭମାଲନ ଅଣଯିହୂଦୀମାନଙ୍କ ପାଖକୁ ୟିବା କଥାସର ଆମ୍ଲଭମାଲନ ରାଜି ଅଛୁ। ମାତ୍ର ଆମ୍ଲଭମାଲନ ଯିହୂଦୀମାନଙ୍କ ପାଖକୁ ୟିବୁ।
ମାର୍କଲିଖିତ ସୁସମାଚାର 7:7
ସମାନଙ୍କେର ମାେ ପାଇଁ ଉପାସନା ନିରର୍ଥକ, କାରଣ ସମାନେେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ଯକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।'ୟିଶାଇୟ 29:13
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:4
ତୁମ୍ଭମାନେେ ଅନକେ କଥା ଅନୁଭବ କରିଛ। କଣ ସେ ସବୁ ବିଫଳ ହାଇଗେଲା ? ନା!