Joel 2:12 ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।
Joel 2:12 in Other Translations
King James Version (KJV) Therefore also now, saith the LORD, turn ye even to me with all your heart, and with fasting, and with weeping, and with mourning:
American Standard Version (ASV) Yet even now, saith Jehovah, turn ye unto me with all your heart, and with fasting, and with weeping, and with mourning:
Bible in Basic English (BBE) But even now, says the Lord, come back to me with all your heart, keeping from food, with weeping and with sorrow:
Darby English Bible (DBY) Yet even now, saith Jehovah, turn to me with all your heart, and with fasting, and with weeping, and with mourning;
World English Bible (WEB) "Yet even now," says Yahweh, "turn to me with all your heart, And with fasting, and with weeping, and with mourning."
Young's Literal Translation (YLT) And also now -- an affirmation of Jehovah, Turn ye back unto Me with all your heart, And with fasting, and with weeping, And with lamentation.
Read Full Chapter :
Joel 2
Cross Reference
ହୋଶେୟ 12:6
ତେଣୁ ତୁମ୍ଭମାନେେ ସହେି ପରମେଶ୍ବରଙ୍କ ନିକଟକୁ ଫରେିଆସ। ତାଙ୍କ ପ୍ରତି ବିଶ୍ବସ୍ତ ହୁଅ। ଠିକ୍ କାର୍ୟ୍ଯ କର। ସର୍ବଦା ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ।
ଯିରିମିୟ 4:1
ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଯଦି ତୁମ୍ଭେ ଫରେି ଆସିବାକୁ ଇଚ୍ଛା କରୁଛ, ତବେେ ମାେ ନିକଟକୁ ଫରେିଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖରୁ ଫିଙ୍ଗି ଦିଅ ଓ ବିପଥଗାମୀ ହୁଅ ନାହିଁ।
ଦିତୀୟ ବିବରଣ 4:29
କିନ୍ତୁ ସହେି ସ୍ଥାନ ରେ ଯବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଅନ୍ବଷେଣ କରିବ। ତବେେ ତୁମ୍ଭମାନେେ ଯଦି ହୃଦଯତାର ସହାକା ରେ ତାଙ୍କୁ ଅନ୍ବଷେଣ କର ତବେେ ତୁମ୍ଭେ ତାଙ୍କୁ ପାଇପାରିବ।
ପ୍ରଥମ ଶାମୁୟେଲ 7:6
ଇଶ୍ରାୟେଲୀୟମାନେ ମିସପୀ ରେ ମିଳିତ ହେଲେ ଏବଂ ପାଣି ଆଣିଲେ ଏବଂ ସଦାପ୍ରଭୁଙ୍କ ଆଗ ରେ ତାହା ଢାଳିଲେ। ସମାନେେ ସହେିଦିନ ଉପବାସ ପାଳନ କଲେ। ସମାନେେ କହିଲେ, ଆମ୍ଭମାନେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରୁଛକ୍ସ୍ଟ। ଶାମକ୍ସ୍ଟଯଲେ ମିସପୀ ରେ ଇଶ୍ରାୟେଲୀୟମାନଙ୍କର ବିଗ୍ଭର କଲେ।
ଯାକୁବଙ୍କ ପତ୍ 4:8
ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
ଯୂନସ 3:5
ନୀନିବୀର ଲୋକମାନେ ପରମେଶ୍ବରଙ୍କର ଏହି ବାର୍ତ୍ତାକୁ ବିଶ୍ବାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସମାନେେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ ସମସ୍ତ ଲୋକେ ଏହି କାର୍ୟ୍ଯ କଲେ।
ଯିଖରିୟ 1:3
ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ମାେ ନିକଟକୁ ଫରେିଆସ ଏବଂ ମୁଁ ତୁମ୍ଭ ନିକଟକୁ ଫରେିୟିବି। ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ।
ଦିତୀୟ ବଂଶାବଳୀ 7:13
ଯେତବେେଳେ ଆମ୍ଭେ ଆକାଶ ରୁଦ୍ଧ କରୁ, ବର୍ଷା ହୁଏ ନାହିଁ, କି ଆମ୍ଭେ ପଙ୍ଗପାଳମାନଙ୍କୁ ଦେଶ ବିନାଶ କରିବାକୁ ଆଦେଶ ଦେଉ ଅବା ଆମ୍ଭେ ଆମ୍ଭର ଲୋକମାନଙ୍କ ନିକଟକୁ ରୋଗ ପ୍ ରରଣେ କରୁ,
ପ୍ରଥମ ଶାମୁୟେଲ 7:3
ତା'ପରେ ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କୁ କହିଲେ, ପ୍ରକୃତ ରେ ତୁମ୍ଭମାନେେ ଯଦି ହୃଦଯର ସହିତ ସଦାପ୍ରଭୁଙ୍କ ପାଖକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିଛ, ତବେେ ତୁମ୍ଭମାନେେ ବିଦେଶୀ ପ୍ରତିମାଗୁଡିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କବଳେ ତାଙ୍କୁ ହିଁ ସବୋ କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବେ।
ଯିଶାଇୟ 55:6
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।
ହୋଶେୟ 6:1
ଆସ, ସଦାପ୍ରଭୁଙ୍କ ପାଖକୁ ଫରେିୟିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ଯ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତ ରେ ପଟି ବାନ୍ଧି ଦବେେ।
ଯିଖରିୟ 12:10
ଆମ୍ଭେ ଦାଉଦ ପରିବାର ଓ ୟିରୁଶାଲମ ନିବାସୀଙ୍କ ଉପ ରେ ଦୟା ଓ ବିନତୀର ଆତ୍ମା ବୃଷ୍ଟି କରିବା। ସମାନେେ ଆମ୍ଭକୁ ଦେଖିବେ, ଯାହାକୁ ସମାନେେ ବିନ୍ଧି କଲେ। ଏବଂ ସମାନେେ ଶାେକ କରିବେ। ସମାନେେ ଏପରି ଶାେକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ଯୁ ରେ ଜଣେ ଯେପରି ଶାେକ କରେ। ସମାନେେ ବ୍ଯାକୁଳ ହାଇେ କାନ୍ଦିବେ, ଯେପରି ଜଣେ ଜେଷ୍ଠପୁତ୍ରର ମୃତ୍ଯୁ ରେ କାନ୍ଦନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 26:20
ମୁଁ ପ୍ରଥମେ ଦମ୍ମସକେ ନଗର ରେ, ପରେ ୟିରୂଶାଲମ ରେ ସମଗ୍ର ୟିହୂଦା ଓ ଅଣଯିହୂଦୀ ଦେଶମାନଙ୍କ ରେ ମଧ୍ଯ ପ୍ରଚ଼ାର କଲି। ମୁଁ ସମାନଙ୍କେୁ ଅନୁତାପ କରି ପରମେଶ୍ବରଙ୍କ ପାଖକୁ ଫରେିବା ପାଇଁ କହିଲି। ସମାନଙ୍କେ ହୃଦୟ ପରିବର୍ତ୍ତନ ପାଇଁ ଉଚ଼ିତ କାର୍ୟ୍ଯ କରିବା ପାଇଁ ମଧ୍ଯ କହିଲି।
ବିଚାରକର୍ତାମାନଙ୍କ ବିବରଣ 20:26
ଏହାପରେ ଇଶ୍ରାୟେଲର ସମସ୍ତ ଲୋକ ବୈଥଲହମେକକ୍ସ୍ଟ ଗଲେ। ସହେି ସ୍ଥାନ ରେ ସମାନେେ ବସି ସଦାପ୍ରଭୁଙ୍କୁ ଗକ୍ସ୍ଟହାରି ଜଣାଇଲେ। ସମାନେେ ସଠାେରେ ଦିନ ତମାମ କିଛି ଖାଇଲେ ନାହିଁ। ସମାନେେ ମଧ୍ଯ ମଦାପ୍ରଭକ୍ସ୍ଟଙ୍କକ୍ସ୍ଟ ହାମବେଳି ଓ ମଙ୍ଗଳାର୍ଥକ ବଳି ପ୍ରଦାନ କଲେ।
ପ୍ରଥମ ରାଜାବଳୀ 8:47
ସହେି ଦୂର ଦେଶ ରେ ବନ୍ଦୀରୂପେ ଥିବା ବେଳେ, ଯଦି ସମାନେେ ସମାନଙ୍କେର କୁକର୍ମ ପାଇଁ ସଠାେରେ ଅନୁତାପ କରନ୍ତି ଏବଂ ସ୍ବୀକାର କରନ୍ତି, 'ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।'
ଦିତୀୟ ବଂଶାବଳୀ 6:38
ଆଉ, ତା'ପରେ ସମାନେେ ବନ୍ଦୀରୂପେ ରହିଥିବା ଦେଶ ରେ ସମାନଙ୍କେର ସମସ୍ତ ହୃଦଯ ଓ ଆତ୍ମା ସହିତ ତୁମ୍ଭ ନିକଟକୁ ଫରେିବେ। ଆଉ ସମାନେେ ସମାନଙ୍କେର ଦେଶ, ଯେଉଁ ଦେଶ ତୁମ୍ଭେ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦଇେଥିଲ ଓ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଚାହିଁ ପ୍ରାର୍ଥନା କରିବେ। ଆଉ ମୁଁ ତୁମ୍ଭ ନାମ ନିମନ୍ତେ ନିର୍ମାଣ କରିଥିବା ମନ୍ଦିର ଆଡ଼େ ଚାହିଁ ସମାନେେ ପ୍ରାର୍ଥନା କରିବେ।
ଦିତୀୟ ବଂଶାବଳୀ 20:3
ଯିହାଶାଫେଟ୍ ଏହା ଶୁଣି ଭୟଭୀତ ହାଇପେଡ଼ିଲେ ଓ କ'ଣ କରିବାକୁ ହବେ, ତାହା ସଦାପ୍ରଭୁଙ୍କଠାରୁ ପଚାରିବା ନିମନ୍ତେ ସ୍ଥିର କଲେ, ସେ ସାରା ଯିହୁଦା ରେ ଉପବାସର ସମୟ ଘୋଷଣା କଲେ।
ନିହିମିୟା 9:1
ସହେି ମାସ ଚବିଶ ଦିନ ରେ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହେଲେ। ସମାନେେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସମାନଙ୍କେ ମୁଣ୍ତ ରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।
ଯିଶାଇୟ 22:12
ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।
ଯିରିମିୟ 29:12
ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।
ଯିରିମିୟଙ୍କ ବିଳାପ 3:40
ଆମ୍ଭମାନେେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫରେିବା।
ଯିଖରିୟ 7:3
ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ଯଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସମାନେେ ପଠାଇଲେ, ଆମ୍ଭେ କ'ଣ ପଞ୍ଚମ ମାସ ରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନକେ ବର୍ଷ ଧରି କରିଆସିଅଛ? ପଞ୍ଚମ ମାସ ରେ ଆମ୍ଭମାନେେ ବିଶଷେ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ୟ୍ଯ ଗ୍ଭଲୁ ରଖିବା ଉଚିତ୍ କି?
ଯିଖରିୟ 7:5
ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେ ଯେତବେେଳେ ପଞ୍ଚମ ଓ ସପ୍ତମ ମାସ ରେ ଉପବାସ ଓ ବିଳାପ କଲ, ସହେି ସତୁରି ବର୍ଷ ରେ ସତ ରେ କ'ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ?
ହୋଶେୟ 14:1
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।