Luke 7:38 ସେ ଯୀଶୁଙ୍କ ପଛଆଡେ ଗୋଡ ପାଖ ରେ ଠିଆ ହେଲା। ସେ କାନ୍ଦୁଥିଲା। ତା'ପରେ ସେ ଯୀଶୁଙ୍କ ପାଦ ତା ଲୁହ ରେ ଧୋଇ ଦଲୋ। ନିଜ ମୁଣ୍ଡର ବାଳ ରେ ଯୀଶୁଙ୍କ ପାଦ ପୋଛି ଦଲୋ। ତାହାଙ୍କ ପାଦ ରେ ବହୁବାର ଚୁମ୍ବନ ଦଲୋ ଓ ପାଦ ଉପରେ ଅତର ଢାଳି ଦଲୋ।
Luke 7:38 in Other Translations
King James Version (KJV) And stood at his feet behind him weeping, and began to wash his feet with tears, and did wipe them with the hairs of her head, and kissed his feet, and anointed them with the ointment.
American Standard Version (ASV) and standing behind at his feet, weeping, she began to wet his feet with her tears, and wiped them with the hair of her head, and kissed his feet, and anointed them with the ointment.
Bible in Basic English (BBE) And went in and took her place at the back of him, near his feet, weeping, so that his feet were washed with the drops from her eyes, and with her hair she made them dry, and kissing his feet she put the perfume on them.
Darby English Bible (DBY) and standing at his feet behind [him] weeping, began to wash his feet with tears; and she wiped them with the hairs of her head, and kissed his feet, and anointed [them] with the myrrh.
World English Bible (WEB) Standing behind at his feet weeping, she began to wet his feet with her tears, and she wiped them with the hair of her head, kissed his feet, and anointed them with the ointment.
Young's Literal Translation (YLT) and having stood behind, beside his feet, weeping, she began to wet his feet with the tears, and with the hairs of her head she was wiping, and was kissing his feet, and was anointing with the ointment.
Read Full Chapter :
Luke 7
Cross Reference
ଗୀତସଂହିତା 6:6
ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମାରେ ବିଛଣା ମାରେ ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।
ଉପଦେଶକ 9:8
ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
ଗୀତସଂହିତା 126:5
ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।
ବିଚାରକର୍ତାମାନଙ୍କ ବିବରଣ 2:4
ଯେତବେେଳେ ସଦାପ୍ରଭୁଙ୍କ ଦୂତ ଏହିକଥା ଇଶ୍ରାୟେଲବାସୀଙ୍କକ୍ସ୍ଟ କହିଲେ, ସମାନେେ ଉଚ୍ଚସ୍ବର ରେ ରୋଦନ କଲେ।
ଆଦି ପୁସ୍ତକ 18:4
ମୁଁ କିଛି ଜଳ ରେ ଆପଣମାନଙ୍କୁ ପଦଧେ ୗତ କରିବି ଓ ଆପଣମାନେ ଏହି ବୃକ୍ଷ ମୂଳ ରେ ଟିକେ ବିଶ୍ରାମ କରନ୍ତୁ।
ଏଜ୍ରା 10:1
ଏଜ୍ରା ପରମେଶ୍ବରଙ୍କ ଗୃହ ସମ୍ମୁଖ ରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ବୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ବରଙ୍କ ମନ୍ଦିର ସମ୍ମୁଖ ରେ ନତମସ୍ତକ ହାଇେ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇଶ୍ରାୟେଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁଃପାଶର୍ବ ରେ ଘରେି ରହିଥିଲେ। ସହେି ଇଶ୍ରାୟେଲୀୟମାନେ ମଧ୍ଯ ଅତିଶଯ କ୍ରନ୍ଦନ କରୁଥିଲେ।
ଗୀତସଂହିତା 38:18
ହେ ସଦାପ୍ରଭୁ, ମୁଁ କ ହେ, ମୁଁ ଯେଉଁ ମନ୍ଦ କାର୍ୟ୍ଯ କରିଛି, ମୁଁ ସ୍ବୀକାର କରେ ୟାହା ପାପ ମୁଁ କରିଛି। ମୁଁ ମାରେ ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।
ଗୀତସଂହିତା 51:17
ନମ୍ର ଆତ୍ମା ପରମେଶ୍ବରଙ୍କର ଗ୍ରାହ୍ଯବଳି। ହେ ପରମେଶ୍ବର, ତୁମ୍ଭେ ନମ୍ର ହୃଦଯକୁ ଓ ପାପ ପାଇଁ ଅନୁତପ୍ତ ହୃଦଯକୁ ପ୍ରତ୍ଯାଖ୍ଯାନ କରିବ ନାହିଁ।
ପରମଗୀତ 1:3
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
ଯିଶାଇୟ 57:9
ତୁମ୍ଭେ ତୈଳ ନଇେ ରାଜା ନିକଟକୁ ୟାଇଅଛ ଓ ନିଜର ସୁଗନ୍ଧି ଦ୍ରବ୍ଯ ବୃଦ୍ଧି କରିଅଛ। ତୁମ୍ଭେ ଦୂର ଦେଶକୁ ନିଜର ଦୂତଗଣଙ୍କୁ ପଠାଇଅଛ ଓ ନିଜକୁ ପାତାଳ ପର୍ୟ୍ଯନ୍ତ ମୃତ୍ଯୁର ସ୍ଥାନ ହତଗର୍ବ କରିଛ।
ଯିଶାଇୟ 61:3
ସିୟୋନର ଶାେକର୍ତ୍ତ ଲୋକମାନଙ୍କୁ ଯୋଗାଇ ଦବୋକୁ ଓ ଭସ୍ମ ପରିବର୍ତେ ଭୂଷଣ, ଦୁଃଖ ପରିବର୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମାେତେ ପ୍ ରରଣେ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ବିତ ହବେେ, ଏଥିପାଇଁ ସମାନେେ 'ଧର୍ମରୂପ ବୃକ୍ଷ' ଓ 'ତାଙ୍କର ଉଦ୍ୟାନ ବୋଲି ବିଖ୍ଯାତ ହବେେ।'
ଯିରିମିୟ 31:9
ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।
ଯୋୟେଲ 2:12
ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।
ମାଥିଉଲିଖିତ ସୁସମାଚାର 5:4
ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସମାନଙ୍କେୁ ସାନ୍ତ୍ବନା ଦବେେ।
ଲୂକଲିଖିତ ସୁସମାଚାର 6:21
ତୁମ୍ଭମାନେେ, ଯେଉଁମାନେ ଏବେ ଭୋକିଲା, ଧନ୍ଯ, କାରଣ ତୁମ୍ଭମାନେେ ପରିତୃପ୍ତ ହବେ। ରୋଦନ କରୁଛ ଯେ ତୁମ୍ଭମାନେେ, ତୁମ୍ଭମାନେେ ଏବେ ଧନ୍ଯ, କାରଣ ତୁମ୍ଭମାନେେ ଆନନ୍ଦ ରେ ଜୀବନଯାପନ କରିବ।
ଲୂକଲିଖିତ ସୁସମାଚାର 7:44
ତା'ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡକୁ ବୁଲିପଡି ଶିମାନଙ୍କେୁ କହିଲେ, ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମାେତେ ଗୋଡ ଧୋଇବାକୁ ପାଣି ସୁଦ୍ଧା ଦଲେ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମାରେ ପାଦକୁ ଲୁହ ରେ ଧୋଇ ଦଲୋ। ଏବଂ ତା ବାଳ ରେ ପୋଛି ଦଲୋ।
ଲୂକଲିଖିତ ସୁସମାଚାର 22:62
ତା'ପରେ ପିତର ବାହାରକୁ ବାହାରିଯାଇ ବ୍ଯାକୁଳ ଭାବରେ କାନ୍ଦିବାକୁ ଲାଗିଲେ।
ଯୋହନଲିଖିତ ସୁସମାଚାର 13:4
ସମାନେେ ଖାଇବା ସମୟରେ ଯୀଶୁ ଠିଆ ହାଇେ ପିନ୍ଧିଥିବା ଲମ୍ବା ପୋଷାକଟି ଖାଲିେ ଦେଲେ। ସେ ଅଣ୍ଟା ରେ ଗୋଟିଏ ତଉଲିଆ ଗୁଡଇେ ହାଇେ ପଡିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:10
କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।
ଯାକୁବଙ୍କ ପତ୍ 4:9
ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର ! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।
ଯିଖରିୟ 12:10
ଆମ୍ଭେ ଦାଉଦ ପରିବାର ଓ ୟିରୁଶାଲମ ନିବାସୀଙ୍କ ଉପ ରେ ଦୟା ଓ ବିନତୀର ଆତ୍ମା ବୃଷ୍ଟି କରିବା। ସମାନେେ ଆମ୍ଭକୁ ଦେଖିବେ, ଯାହାକୁ ସମାନେେ ବିନ୍ଧି କଲେ। ଏବଂ ସମାନେେ ଶାେକ କରିବେ। ସମାନେେ ଏପରି ଶାେକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ଯୁ ରେ ଜଣେ ଯେପରି ଶାେକ କରେ। ସମାନେେ ବ୍ଯାକୁଳ ହାଇେ କାନ୍ଦିବେ, ଯେପରି ଜଣେ ଜେଷ୍ଠପୁତ୍ରର ମୃତ୍ଯୁ ରେ କାନ୍ଦନ୍ତି।
ଯିରିମିୟ 31:18
ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।