Matthew 18:3 ତା'ପରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତ ରେ ଗୋଟିଏ େଛାଟ ପିଲାଭଳି ହାଇଯୋଅ। ଏକଥା ନକଲେ ତୁମ୍ଭେ ସ୍ବର୍ଗରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।
Matthew 18:3 in Other Translations
King James Version (KJV) And said, Verily I say unto you, Except ye be converted, and become as little children, ye shall not enter into the kingdom of heaven.
American Standard Version (ASV) and said, Verily I say unto you, Except ye turn, and become as little children, ye shall in no wise enter into the kingdom of heaven.
Bible in Basic English (BBE) And said, Truly, I say to you, If you do not have a change of heart and become like little children, you will not go into the kingdom of heaven.
Darby English Bible (DBY) and said, Verily I say to you, Unless ye are converted and become as little children, ye will not at all enter into the kingdom of the heavens.
World English Bible (WEB) and said, "Most assuredly I tell you, unless you turn, and become as little children, you will in no way enter into the Kingdom of Heaven.
Young's Literal Translation (YLT) and said, `Verily I say to you, if ye may not be turned and become as the children, ye may not enter into the reign of the heavens;
And
καὶ
kai
kay
said,
εἶπεν
epō
APE-oh
Verily
Ἀμὴν
amēn
ah-MANE
I say
λέγω
legō
LAY-goh
unto you,
ὑμῖν
hymin
yoo-MEEN
Except
ἐὰν
ean
ay-AN
μὴ
mē
may
ye be converted,
στραφῆτε
strephō
STRAY-foh
and
καὶ
kai
kay
become
γένησθε
ginomai
GEE-noh-may
as
ὡς
hōs
ose
little
τὰ
ho
oh
children,
παιδία
paidion
pay-THEE-one
not
οὐ
ou
oo
μὴ
mē
may
ye shall enter
εἰσέλθητε
eiserchomai
ees-ARE-hoh-may
into
εἰς
eis
ees
the
τὴν
ho
oh
kingdom
βασιλείαν
basileia
va-see-LEE-ah
of
τῶν
ho
oh
heaven.
οὐρανῶν
ouranos
oo-ra-NOSE
Read Full Chapter :
Matthew 18
Cross Reference
ପିତରଙ୍କ ପ୍ରଥମ ପତ୍ 2:2
ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।
ମାର୍କଲିଖିତ ସୁସମାଚାର 10:14
ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, େଛାଟ େଛାଟ ପିଲାମାନେ ମାେ ପାଖକୁ ଆସନ୍ତୁ। ସମାନଙ୍କେୁ ଅଟକାଅ ନାହିଁ। କାରଣ ପରମେଶ୍ବରଙ୍କ ରାଜ୍ଯ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ।
ମାଥିଉଲିଖିତ ସୁସମାଚାର 19:14
ଯୀଶୁ କହିଲେ, ପିଲାମାନଙ୍କୁ ମାେ ପାଖକୁ ଆସିବାକୁ ଦିଅ। ସମାନଙ୍କେୁ ଅଟକାଅ ନାହିଁ। କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ବର୍ଗରାଜ୍ଯ ସହେିମାନଙ୍କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:20
ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।
ଯାକୁବଙ୍କ ପତ୍ 5:19
ମାେ ଭାଇ ଓ ଭଉଣୀମାନେ ! ତୁମ୍ଭ ଭିତରୁ ଯଦି ଜଣେ ସତ୍ଯରୁ ବିଚଳିତ ହାଇଯୋଏ, ତବେେ ଅନ୍ୟ ଜଣେ ତାହାକୁ ସତ୍ଯକୁ ଫରୋଇ ଆଣିବା ପାଇଁ ସାହାୟ୍ଯ କରୁ।
ଲୂକଲିଖିତ ସୁସମାଚାର 18:16
କିନ୍ତୁ ଯୀଶୁ ସହେି େଛାଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, େଛାଟ ପିଲାମାନେ ମାେ ପାଖକୁ ଆସନ୍ତୁ। ସମାନଙ୍କେୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି େଛାଟ ପିଲାମାନଙ୍କ ଭଳ ହାଇେଥିବେ, କବଳେ ସହେିମାନେ ପରମେଶ୍ବରଙ୍କ ରାଜ୍ଯର ଅଧିକାରୀ ହବେେ।
ଗୀତସଂହିତା 131:2
ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା’ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
ମାଥିଉଲିଖିତ ସୁସମାଚାର 5:20
ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭମାନେେ ଧର୍ମ ଶାସ୍ତ୍ରୀ ଓ ଫାରୂଶୀ ମାନଙ୍କଠାରୁ ଆଗଇେ ଯାଅ। ତା ନ ହେଲେ ତୁମ୍ଭେ ସ୍ବର୍ଗ ରାଜ୍ଯ ରେ ପ୍ରବେଶ କରିପାପିବ ନାହିଁ।
ଲୂକଲିଖିତ ସୁସମାଚାର 22:32
ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।
ଯୋହନଲିଖିତ ସୁସମାଚାର 3:3
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ପ୍ରେତ୍ୟକକ ବ୍ଯକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହବୋ ଆବଶ୍ଯକ। ଯଦି କୌଣସି ଲକେ ପୁନର୍ବାର ଜନ୍ମ ନହୁଏ, ତବେେ ସେ ଲୋକ ପରମେଶ୍ବରଙ୍କର ରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:27
ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।
ଯୋହନଲିଖିତ ସୁସମାଚାର 3:5
ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହାଇେ ନଥାଏ, ତବେେ ସେ କଦାପି ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରି ପାରିବ ନାହିଁ।
ଯୋହନଲିଖିତ ସୁସମାଚାର 1:51
ଯୀଶୁ ପୁଣି କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ ସ୍ବର୍ଗ ଖାଲିେ ୟିବାର ଦେଖିବ। ତୁମ୍ଭମାନେେ ପରମେଶ୍ବରଙ୍କ 'ଦୂତମାନଙ୍କୁ ମନୁଷ୍ଯପୁତ୍ରଙ୍କ ନିକଟକୁ ଆରୋହଣ ଓ ଅବତରଣ' କରୁଥିବାର ଦେଖିବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:19
ଏଥିପାଇଁ ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ବରଙ୍କ ପାଖକୁ ଫରେିଆସ, ତବେେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରି ଦବେେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:22
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।
ପିତରଙ୍କ ଦିତୀୟ ପତ୍ର 1:11
ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ରାଜ୍ଯ ରେ ତୁମ୍ଭକୁ ସ୍ବାଗତ କରାୟିବ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ଅଟେ।
ଯିଶାଇୟ 6:10
ସମାନଙ୍କେୁ ବିଭ୍ରାନ୍ତ କର। ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସହେିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ'କର ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତ ରେ ବୁଝି ପାରିବେ। ଲୋକମାନେ ସମାନଙ୍କେର ସର୍ବାନ୍ତକରଣ ରେ ବୁଝିପାରିବେ। ଏହା କଲେ ସମାନେେ ମାେ ନିକଟକୁ ଫରେି ଆସିବେ ଓ ମାଠାରୁେ ସୁସ୍ଥତା ପାଇବେ।'
ଗୀତସଂହିତା 51:10
ହେ ପରମେଶ୍ବର, ମାେ ଅନ୍ତରେ ଏକ ପବିତ୍ର ଆତ୍ମା ସୃଷ୍ଟି କର !ମାେତେ ଗୋଟିଏ ନୂଆ ଓ ବିଶ୍ବସ୍ତ ଆତ୍ମା ଦିଅ।
ମାଥିଉଲିଖିତ ସୁସମାଚାର 5:18
ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହବୋ ପର୍ୟ୍ଯନ୍ତ ଓ ସବୁ କଥା ନ ଘଟିବା ପର୍ୟ୍ଯନ୍ତ ଏହି ନିୟମରୁ ଅକ୍ଷରଟିଏ କି ବନ୍ଦୁଟିଏ ହେଲେ ମଧ୍ଯ ଲୋପ ପାଇବନାହିଁ।
ମାଥିଉଲିଖିତ ସୁସମାଚାର 6:2
ଏଣୁ ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦାଉଛ, ସେତବେେଳେ ତାର ଘୋଷଣା କରନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କ ରେ ତୂରୀବଜାଇ ସଭେଳି ପ୍ରଚାର କରିଥାନ୍ତି। ମୁଁ ତୁମ୍ଭକୁ ସତ୍ଯକଥା କହୁଛି ଯେ ସମାନେେ ତାହାଙ୍କର ପ୍ରତିଫଳ ପାଇ ସାରିଲଣେି।
ମାଥିଉଲିଖିତ ସୁସମାଚାର 6:5
ତୁମ୍ଭେ ପ୍ରାର୍ଥନା କଲାବାଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସମାନେେ ୟିହୁଦୀ ସମାଜ ଗୃହ ଓଗଳି-ମୁଣ୍ଡ ରେ ଠିଆ ହାଇେ ବଡପାଟି ରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ତାର ପୂରା ପ୍ରତିଫଳ ଦିଆଯାଇ ସାରିଲାଣି।
ମାଥିଉଲିଖିତ ସୁସମାଚାର 6:16
ତୁମ୍ଭେ ଉପବାସ କଲାବାଳେ ଦୁଃଖିତ ଥିବା ଭଳି ମୁହଁ କରନାହିଁ। କପଟୀମାନେ ସହେିପରି କରିଥାନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖଇବୋକୁ ଚାହାନ୍ତି ଯେ, ସମାନେେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ଏଥିପାଇଁ ପ୍ରତିଫଳ ମିଳିସାରିଛି।
ମାଥିଉଲିଖିତ ସୁସମାଚାର 13:15
କାରଣ ସମାନଙ୍କେର (ଲୋକମାନଙ୍କର) ହୃଦୟ କଠାେର ହାଇେ ଯାଇଛି। ସମାନଙ୍କେର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ଯକୁ ଦେଖିବା ପାଇଁ ମନା କରି ଦଇେଛନ୍ତି। ଫଳ ରେ ସମାନେେ ତାହାଙ୍କ ଆଖି ରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନ ରେ କିଛି ଶୁଣି ପାରିବେ ନାହିଁ। କିମ୍ବା ହୃଦୟ ରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହବୋ ପାଇଁ ସମାନେେ ମାେ ପାଖକୁ ଆସିବେ ନାହିଁ।'ୟିଶାଇୟ 6 :9-10
ମାଥିଉଲିଖିତ ସୁସମାଚାର 19:23
ତାପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଜଣେ ଧନୀଲୋକ ନିମନ୍ତେ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବା ଅତ୍ଯନ୍ତ କଷ୍ଟକର ବିଷୟ।
ମାର୍କଲିଖିତ ସୁସମାଚାର 4:12
ମୁଁ ଏପରି କରେ କାରଣ:
ଲୂକଲିଖିତ ସୁସମାଚାର 13:24
ଯୀଶୁ କହିଲେ, ତୁମ୍ଭମାନେ ଅଣ ଓସାରିଆ ଦ୍ବାର ଦଇେ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନକେ ଲୋକ ସଠାେରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସମାନେେ ପ୍ରବେଶ କରିବାକୁ ସମର୍ଥ ହବେେ ନାହିଁ।