Matthew 3:12 ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।
Matthew 3:12 in Other Translations
King James Version (KJV) Whose fan is in his hand, and he will throughly purge his floor, and gather his wheat into the garner; but he will burn up the chaff with unquenchable fire.
American Standard Version (ASV) whose fan is in his hand, and he will thoroughly cleanse his threshing-floor; and he will gather his wheat into the garner, but the chaff he will burn up with unquenchable fire.
Bible in Basic English (BBE) In whose hand is the instrument with which he will make clean his grain; he will put the good grain in his store, but the waste will be burned up in the fire which will never be put out.
Darby English Bible (DBY) whose winnowing fan [is] in his hand, and he shall thoroughly purge his threshing-floor, and shall gather his wheat into the garner, but the chaff he will burn with fire unquenchable.
World English Bible (WEB) His winnowing fork is in his hand, and he will thoroughly cleanse his threshing floor. He will gather his wheat into the barn, but the chaff he will burn up with unquenchable fire."
Young's Literal Translation (YLT) whose fan `is' in his hand, and he will thoroughly cleanse his floor, and will gather his wheat to the storehouse, but the chaff he will burn with fire unquenchable.'
Whose
οὗ
hos
ose
τὸ
ho
oh
fan
πτύον
ptyon
PTYOO-one
in
ἐν
en
ane
τῇ
ho
oh
hand,
χειρὶ
cheir
heer
his
αὐτοῦ
autos
af-TOSE
and
καὶ
kai
kay
he will throughly purge
διακαθαριεῖ
diakatharizō
thee-ah-ka-tha-REE-zoh
τὴν
ho
oh
floor,
ἅλωνα
halōn
A-lone
his
αὐτοῦ
autos
af-TOSE
and
καὶ
kai
kay
gather
συνάξει
synagō
syoon-AH-goh
τὸν
ho
oh
wheat
σῖτον
sitos
SEE-tose
his
αὐτοῦ
autos
af-TOSE
into
εἰς
eis
ees
the
τὴν
ho
oh
garner;
ἀποθήκην
apothēkē
ah-poh-THAY-kay
the
τὸ
ho
oh
but
δὲ
de
thay
chaff
ἄχυρον
achyron
AH-hyoo-rone
he will burn up
κατακαύσει
katakaiō
ka-ta-KAY-oh
fire.
πυρὶ
pyr
pyoor
with unquenchable
ἀσβέστῳ
asbestos
AS-vay-stose
Read Full Chapter :
Matthew 3
Cross Reference
ମଲାଖୀ 4:1
ସହେିଦିନ ଆସୁଅଛି ୟାହିକି ଉହ୍ନଇେ ପରି ଜଳିବ। ସହେି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦ କାର୍ୟ୍ଯ କରୁଥିବା ଲୋକମାନେ ନଡାପରି ଜଳିଯିବେ। ସହେି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ଯ ଛାଡିବ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।
ଲୂକଲିଖିତ ସୁସମାଚାର 3:17
ତାହାଙ୍କ ହାତ ରେ ଖଳା ସଫା କରିବାର କୁଲା ଅଛି। ସେଥି ରେ ସେ ଶସ୍ଯକୁ ଅଗାଡି ଠାରୁ ଅଲଗା କରି ଦବେେ। ସେ ଭଲ ଶସ୍ଯତକ ସଂଗ୍ରହ କରି ଅମାର ରେ ନଇେ ରଖିବେ। ତା'ପରେ ଅଗାଡି ଓ ଦରକାରୀ ଅନାବନା ଜିନିଷଗୁଡିକୁ ଚିରକାଳ ଜଳୁଥିବା ନିଆଁ ରେ ପୋଡି଼ ଦବେେ।
ଯିରିମିୟ 7:20
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।
ମାଥିଉଲିଖିତ ସୁସମାଚାର 13:30
ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'
ମାଥିଉଲିଖିତ ସୁସମାଚାର 13:41
ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।
ଗୀତସଂହିତା 1:4
ଦୁଷ୍ଟ ଲୋକମାନେ ସପରେି ନୁହଁନ୍ତି। ଦୁଷ୍ଟ ଲୋକମାନେ କବଳେ ଚୋପା' ବା ତୁଷ' ଭଳି ୟାହାକୁ କି ସହଜରେ ପବନ ଉଡ଼ାଇ ନଇେପାରେ।
ଯିଶାଇୟ 41:16
ତୁମ୍ଭେ ସମାନଙ୍କେୁ କୁଲା ରେ ଉଡ଼ାଇଲେ ବାଯୁ ସମାନଙ୍କେୁ ଉଡ଼ାଇ ଦବେ ଓ ଘୂର୍ଣ୍ଣିବାଯୁ ସମାନଙ୍କେୁ ଛିନ୍ନ ଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠା ରେ ଉଲ୍ଲାସ କରିବ ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କଠା ରେ ଗର୍ବ କରିବ।'
ଯିରିମିୟ 51:2
ପୁଣି ବିଦେଶୀମାନଙ୍କୁ ବାବିଲ ବିରୁଦ୍ଧ ରେ ପ୍ ରରଣେ କରିବା, ସମାନେେ କୁଲା ରେ ଅଗାଡ଼ି ଅଲଗା କଲାପରି ତାହାକୁ ଝାଡ଼ି ଦେଶ ଶୂନ୍ଯ କରିବେ। କାରଣ ବିନାଶ କାଳ ରେ ତା'ର ଚତୁର୍ଦ୍ଦିଗ ରେ ସୈନ୍ଯ ଘରେି ରହିବେ।
ଯିଶାଇୟ 5:24
ସସହିସଲାକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ।ସସମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବଲରସପାଛିସହାଇଯିଲବ,ସଯପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିସରସପାଡ଼ି ଭସ୍ମସହାଇୟାଏ।ସଯପରି ବୃକ୍ଷର ମୂଳ ସଢିୟାଇ ଧୂଳିସହାଇୟାଏଓ ପୁଷ୍ପ ଅଗ୍ନିସର ଭସ୍ମୀଭୂତସହାଇ ତା'ର ପାଉଁଶ ପବନସର ଉଡ଼ିୟାଏସସହିପରିସସମାନଙ୍କର ବଂଶଧର ଧ୍ବଂସ ପାଇଯିଲବ।
ଯିଶାଇୟ 17:13
ନାନା ଦେଶୀଯ ଲୋକମାନେ ସହେି ତରଙ୍ଗ ସଦୃଶ ହବେେ। ପରମେଶ୍ବର ସମାନଙ୍କେୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସମାନେେ ପଳାଯନ କରିବେ। ବାଯୁ ରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ଯା ରେ ଧୂଳି ଉଡ଼ିଲା ପରି ସମାନେେ ତାଡ଼ିତ ହବେେ।
ଯିଶାଇୟ 30:24
ତୁମ୍ଭମାନଙ୍କର ଚାଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଚାଲୁଣି ଓ କୁଲା ରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ।
ଯିଶାଇୟ 66:24
ପୁଣି ସମାନେେ ବାହା ରେ ୟାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସମାନଙ୍କେର କୀଟ ମରିବ ନାହିଁ କିମ୍ବା ସମାନଙ୍କେର ଅଗ୍ନି ନିର୍ବାପିତ ହବେ ନାହିଁ। ଆଉ ମଧ୍ଯ ସମାନେେ ସମସ୍ତେ ମର୍ତ୍ତ୍ଯର ଘୃଣାର ପାତ୍ର ହବେେ।
ଯିରିମିୟ 17:27
'ମାତ୍ର ତୁମ୍ଭମାନେେ ଯବେେ ଆମ୍ଭର ବାକ୍ଯ ରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମଦିନ ରେ ବୋଝ ବହନ କରି ୟିରୁଶାଲମର ଦ୍ବାର ରେ ପ୍ରବେଶ କର, ତବେେ ଆମ୍ଭେ ସହେି ଦ୍ବାର ସମୂହ ରେ ଅଗ୍ନି ଜଳାଇବା। ଏହା ୟିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ୟ୍ଯନ୍ତ ଜଳି ରହିବ।'
ଯିରିମିୟ 15:7
ଆମ୍ଭେ ସମାନଙ୍କେୁ ଦେଶର ପୁରଦ୍ବାର ସମୂହ ରେ କୁଲା ରେ ପାଛୁଡ଼ି ଅଛୁ। ଆମ୍ଭେ ସମାନଙ୍କେୁ ସନ୍ତାନ ସନ୍ତତି ବିହୀନ କରିଅଛୁ। ଆମ୍ଭେ ସମାନଙ୍କେୁ ବିନାଶ କରିଅଛୁ। ସମାନେେ ଆପଣା ଆପଣା ପଥରୁ ଫରେି ନାହାଁନ୍ତି।
ମଲାଖୀ 3:2
ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।
ଗୀତସଂହିତା 35:5
ସହେି ଲୋକମାନଙ୍କୁ ତୁଷ ତୁଲ୍ଯ ପବନରେ ଉଡ଼ାଇ ନିଅ। ସମାନଙ୍କେୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
ଯିଶାଇୟ 1:31
ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହବେେ ଏବଂ ସମାନଙ୍କେର କର୍ମ ଅଗ୍ନିକଣା ସଦୃଶ ହବେ। ସହେି ବଳବାନ୍ ଲୋକମାନେ ଓ ସମାନଙ୍କେର କର୍ମ ସବୁ ଅଗ୍ନି ରେ ପୋଡ଼ି ଦବେେ। ସହେି ଅଗ୍ନିକୁ କହେି ନିର୍ବାପିତ କରିପାରିବେ ନାହିଁ।
ଯିରିମିୟ 4:11
ସହେି ସମୟରେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ପାଖକୁ ଏହି ବାର୍ତ୍ତା ଆସିବ, ପ୍ରାନ୍ତରସ୍ଥ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କ ଆଡ଼କୁ ଉଷ୍ମବାଯୁ ଆସୁଅଛି। ତାହା ଶସ୍ଯରୁ ତୁଷ ଝାଡ଼ିବା ପାଇଁ ଧୀର ବାଯୁ ନୁହେଁ।
ହୋଶେୟ 13:3
ସେଥିପାଇଁ ସହେି ଲୋକମାନେ ଶୀଘ୍ର ଅଦୃଶ୍ଯ ହବେେ। ସମାନେେ ସକାଳର କୁହୁଡି ସଦୃଶ ଶୀଘ୍ର ଦଖାେ ଦବେେ ଓ ଶୀଘ୍ର ଅଦୃଶ୍ଯ ହାଇଯେିବେ। ଇଶ୍ରାୟେଲୀୟମାନେ ଅଗାଡି ଖଳାରୁ ଉଡିଗଲା ପରି ଉଡିଯିବେ। ଚିମିନିରୁ ଧୂଆଁ ବାହାରି ଅଦୃଶ୍ଯ ହେଲାପରି ସମାନେେ ଅଦୃଶ୍ଯ ହାଇଯେିବେ।
ଆମୋଷ 9:9
ଆମ୍ଭେ ଇଶ୍ରାୟେଲର ଧ୍ବଂସ ପାଇଁ ଆଦେଶ ଦବୋ। ଆମ୍ଭେ ଇଶ୍ରାୟେଲବାସୀଙ୍କୁ ସମଗ୍ର ଦେଶଗୁଡିକରେ ବିକ୍ଷିପ୍ତ ଭାବରେ ବିଚ୍ଛୁରିତ କରିବା। ଏହା ଗ୍ଭଲୁଣି ରେ ଅଟା ଚଲାଇଲା ପରି ହବେ। ଫସଲର ଏକ କଣିକା ଧରିତ୍ରୀ ଉପ ରେ ପଡିବ ନାହିଁ। ଯାକୁବଙ୍କର ପରିବାର ସହେିପରି ଭାବରେ ସବୋ କରିବେ।
ମାଥିଉଲିଖିତ ସୁସମାଚାର 13:43
ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।
ମାଥିଉଲିଖିତ ସୁସମାଚାର 13:49
ସଂସାର ଶଷେ ହବୋ ବେଳେ ଏହିଭଳି ଘଟିବ। ସ୍ବର୍ଗଦୂତମାନେ ଆସିବେ। ସମାନେେ ଧାର୍ମିକଲୋକଙ୍କ ଭିତରୁ ପାପୀଲୋକଙ୍କୁ ଅଲଗା କରି ଦବେେ।
ଯୋହନଲିଖିତ ସୁସମାଚାର 15:2
ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।
ଯିହିଜିକଲ 20:47
ଏବଂ ନଗେଭେ ଅରଣ୍ଯକୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭ ମଧିଅରେ ଅଗ୍ନି ସଂୟୋଗ କରିବା। ତାହା ତୁମ୍ଭ ମଧ୍ଯସ୍ଥିତ ପ୍ରେତ୍ୟକକ ସତଜେ ଓ ଶୁଷ୍କବୃକ୍ଷକୁ ଗ୍ରାସ କରିବ। ସହେି ଜ୍ବଳନ୍ତ ଅଗ୍ନିଶିଖା ନିର୍ବାପିତ ହବେ ନାହିଁ। ଦକ୍ଷିଣରୁ ଉତ୍ତର ପର୍ୟ୍ଯନ୍ତ ସମସ୍ତ ଦେଶ ସହେି ଅଗ୍ନି ରେ ଦଗ୍ଧିଭୂତ ହବେ।
ଆୟୁବ ପୁସ୍ତକ 21:18
ପବନ କୁଟା ଖଣ୍ଡକୁ ଉଡ଼ାଇ ନଲୋପରି ପରମେଶ୍ବର କେତେ ଥର ସମାନଙ୍କେୁ ଉଡ଼ାଇ ନିଅନ୍ତି। ବତାଶ ରେ କେତେ ଥର ସମାନେେ ତୁଷପରି ଉଡ଼ି ୟାଆନ୍ତି।
ମାର୍କଲିଖିତ ସୁସମାଚାର 9:43
ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତବେେ ତାକୁ କାଟିଦିଅ।