Romans 8:23 କବଳେ ଜଗତ ନୁହେଁ, ଆମ୍ଭେ ମଧ୍ଯ ସହେିପରି ବଦନୋପୂର୍ବକ ଅପେକ୍ଷା ରେ ଅଛୁ। ପରମେଶ୍ବରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ବରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥି-ପାଇଁ ଅପେକ୍ଷା କରିଛୁ ଯେ , ପରମେଶ୍ବର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭମାନେେ ଶରୀରଗୁଡିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।
Romans 8:23 in Other Translations
King James Version (KJV) And not only they, but ourselves also, which have the firstfruits of the Spirit, even we ourselves groan within ourselves, waiting for the adoption, to wit, the redemption of our body.
American Standard Version (ASV) And not only so, but ourselves also, who have the first-fruits of the Spirit, even we ourselves groan within ourselves, waiting for `our' adoption, `to wit', the redemption of our body.
Bible in Basic English (BBE) And not only so, but we who have the first fruits of the Spirit, even we have sorrow in our minds, waiting for the time when we will take our place as sons, that is, the salvation of our bodies.
Darby English Bible (DBY) And not only [that], but even *we* ourselves, who have the first-fruits of the Spirit, we also ourselves groan in ourselves, awaiting adoption, [that is] the redemption of our body.
World English Bible (WEB) Not only so, but ourselves also, who have the first fruits of the Spirit, even we ourselves groan within ourselves, waiting for adoption, the redemption of our body.
Young's Literal Translation (YLT) And not only `so', but also we ourselves, having the first-fruit of the Spirit, we also ourselves in ourselves do groan, adoption expecting -- the redemption of our body;
not
οὐ
ou
oo
only
μόνον
monon
MOH-none
And
δέ
de
thay
but
ἀλλὰ
alla
al-LA
also,
καὶ
kai
kay
ourselves
αὐτοὶ
autos
af-TOSE
the
τὴν
ho
oh
firstfruits
ἀπαρχὴν
aparchē
ah-pahr-HAY
the
τοῦ
ho
oh
of Spirit,
πνεύματος
pneuma
PNAVE-ma
which have
ἔχοντες
echō
A-hoh
even
καὶ
kai
kay
we
ἡμεῖς
hēmeis
ay-MEES
ourselves
αὐτοὶ
autos
af-TOSE
within
ἐν
en
ane
ourselves,
ἑαυτοῖς
heautou
ay-af-TOO
groan
στενάζομεν
stenazō
stay-NA-zoh
the adoption,
υἱοθεσίαν
huiothesia
yoo-oh-thay-SEE-ah
waiting for
ἀπεκδεχόμενοι
apekdechomai
ah-pake-THAY-hoh-may
τὴν
ho
oh
redemption
ἀπολύτρωσιν
apolytrōsis
ah-poh-LYOO-troh-sees
the
τοῦ
ho
oh
of body.
σώματος
sōma
SOH-ma
our
ἡμῶν
hēmōn
ay-MONE
Read Full Chapter :
Romans 8
Cross Reference
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:14
ପରମେଶ୍ବର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦବୋ ନିମନ୍ତେ ପ୍ରତିଶୃତି ଦଇେଛନ୍ତି, ତାହା ଯେ ଆମ୍ଭମାନେେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ର ଆତ୍ମା ହେଉଛନ୍ତି ପରମେଶ୍ବରଙ୍କ ନିର୍ଭରୟୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ବରଙ୍କର ଲୋକ ଅଟନ୍ତି, ସମାନଙ୍କେ ନିମନ୍ତେ ଏହା ପୂର୍ଣ୍ଣ ସ୍ବାଧୀନତା ଆଣିଦବେ। ଏହାର ଉଦ୍ଦେଶ୍ଯ ପରମେଶ୍ବରଙ୍କ ମହିମାର ପ୍ରଶଂସା ହବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:24
ଏହା ଭୟଙ୍କର ଅଟେ! ମାେତେ ଏହି ଶରୀରରୁ, ଯାହା ମାେ ପାଇଁ ମୁତ୍ଯୁ ଆଣେ, କିଏ ରକ୍ଷା କରିବ? ପରମେଶ୍ବର ମାେତେ ରକ୍ଷା କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:19
ପରମେଶ୍ବର ଯାହା କିଛି ସୃଷ୍ଟି କରିଛନ୍ତି, ସହେି ସବୁ ବଡ ଆଶା ରେ ସହେି ସମୟକୁ ଅପେକ୍ଷା କରିଚନ୍ତି ଯେ କେତବେେଳେ ପରମେଶ୍ବର ସଂସାରକୁ ଜଣାଇ ଦବେେ ଯେ, କେଉଁ ମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଚ୍ଭାହି ରହିଛି।
ଲୂକଲିଖିତ ସୁସମାଚାର 21:28
ଯେତବେେଳେ ଏସବୁ ଘଟଣା ଘଟିବା ଆରମ୍ଭ ହାଇଯେିବ, ତୁମ୍ଭମାନେେ ଭୟ କରିବନାହିଁ। ଉପରକୁ ଚାହିଁ ଖୁସି ହବେ, ଆଦୌ ବ୍ଯସ୍ତ ହବେନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହାଇଗେଲାଣି ବୋଲି ଏଥିରୁ ଜାଣିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:15
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:25
କିନ୍ତୁ ଯାହା ଆମ୍ଭ ପାଖ ରେ ଏବେ ସୁଦ୍ଧା ନାହିଁ ତା ପାଇଁ ଆମ୍ଭେ ଭରସା ରେ ଅଛୁ। ଆମ୍ଭେ ଏହା ପାଇଁ ଧେ ୗର୍ୟପୁର୍ବକ ଅପେକ୍ଷା କରି ରହିଛୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:2
ଏହା ସ୍ବର୍ଗ ରେ ସ୍ଥାପିତ ଚିରସ୍ଥାଯୀ ଗୃହ ଅଟେ। ଆମ୍ଭେ ଏହି ପୃଥିବୀର ଘରଟି ରେ ରହି ଥକି ଯାଇଛୁ। ଆମ୍ଭେ ଇଚ୍ଛା କରୁ ଯେ, ପରମେଶ୍ବର ଆମ୍ଭକୁ ଆମ୍ଭର ସ୍ବର୍ଗୀୟ ଘରଟି ଦିଅନ୍ତୁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:5
ମୁଁ ଏହା କ ହେ କାରଣ ଆମେ ଆଶା କରୁ ଯେ, ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହବେୁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:21
ମାରେ ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ଯୁ ମଧ୍ଯ ମାେ ପାଇଁ ଏକ ଲାଭ ଅଟେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:20
କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ବର୍ଗ। ଆମେ ସ୍ବର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:28
ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:5
ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:22
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:5
ଯେତବେେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତବେେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଚାରି ପଟେ ଅସୁବିଧାମାନ ଘରେି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧିଅରେ ଆମ୍ଭେ ଥିଲୁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:30
ପବିତ୍ର ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ବରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ ସମୟ ଉପସ୍ଥିତ ହେଲ ପରମେଶ୍ବର ତୁମ୍ଭକୁ ସ୍ବାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦଇେଅଛନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:9
ଆଲୋକ ପ୍ରେତ୍ୟକକ ପ୍ରକାରର ଉତ୍ତମ ଭାବ, ଉଚିତ ଜୀବନଯାପନ ଓ ସତ୍ଯ ଫଳ ଉତ୍ପନ୍ନ କରେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:8
ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:13
ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ।
ପିତରଙ୍କ ପ୍ରଥମ ପତ୍ 1:7
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
ଯୋହନଙ୍କ ପ୍ରଥମ ପତ୍ର 3:2
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ବରଙ୍କର ସନ୍ତାନ, କିନ୍ତୁ ଭବିଷ୍ଯତ ରେ ଆମ୍ଭେ କ'ଣ ହବୋ ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହାଇଯେିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସହେି ରୂପରେ ଦେଖିବା।
ଲୂକଲିଖିତ ସୁସମାଚାର 20:36
ସହେି ଜୀବନ ରେ ଲୋକମାନେ ସ୍ବର୍ଗଦୂତଙ୍କ ପରି ହାଇେଥାନ୍ତି ଓ ସମାନେେ କବେେ ହେଲେ ମରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ସନ୍ତାନ କାରଣ ମୃତ୍ଯୁରୁ ପୁଣି ବଞ୍ଚି ଉଠିଥାନ୍ତି।