Zechariah 8:9 in Oriya

Oriya Oriya Bible Zechariah Zechariah 8 Zechariah 8:9

Zechariah 8:9
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ଯ ଏହି ଦିନଗୁଡିକରେ ସହେି ବାକ୍ଯଗୁଡିକ ଭବିଷ୍ଯତ୍ବକ୍ତାମାଙ୍କଠାରୁ ଶୁଣୁଅଛ। ଯେତବେେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହାଇେଥିଲା, ୟାବାପାଇଁ ମନ୍ଦିର ନିର୍ମାଣ ହାଇେ ପାରିଥିଲା।

Zechariah 8:8Zechariah 8Zechariah 8:10

Zechariah 8:9 in Other Translations

King James Version (KJV)
Thus saith the LORD of hosts; Let your hands be strong, ye that hear in these days these words by the mouth of the prophets, which were in the day that the foundation of the house of the LORD of hosts was laid, that the temple might be built.

American Standard Version (ASV)
Thus saith Jehovah of hosts: Let your hands be strong, ye that hear in these days these words from the mouth of the prophets that were in the day that the foundation of the house of Jehovah of hosts was laid, even the temple, that it might be built.

Bible in Basic English (BBE)
This is what the Lord of armies has said: Let your hands be strong, you who are now hearing these words from the mouths of the prophets, that is to say, in the days when the base of the house of the Lord of armies has been put in place for the building of the house, that is the Temple.

Darby English Bible (DBY)
Thus saith Jehovah of hosts: Let your hands be strong, ye that hear in these days these words by the mouth of the prophets, that were in the day that the foundation of the house of Jehovah of hosts was laid, that the temple might be built.

World English Bible (WEB)
Thus says Yahweh of Hosts: "Let your hands be strong, you who hear in these days these words from the mouth of the prophets who were in the day that the foundation of the house of Yahweh of Hosts was laid, even the temple, that it might be built.

Young's Literal Translation (YLT)
Thus said Jehovah of Hosts: Let your hands be strong, Ye who are hearing in these days these words from the mouth of the prophets, That in the day the house of Jehovah of Hosts Hath been founded, the temple `is' to be built.

that
כֹּֽהkoh
were
אָמַר֮ʾāmarah-MAHR
Thus
saith
יְהוָ֣הyĕhwâyeh-VA
the
Lord
צְבָאוֹת֒ṣĕbāʾôttseh-va-OTE
of
hosts;
strong,
תֶּחֱזַ֣קְנָהteḥĕzaqnâteh-hay-ZAHK-na
be
hands
יְדֵיכֶ֔םyĕdêkemyeh-day-HEM
Let
your
ye
הַשֹּֽׁמְעִים֙haššōmĕʿîmha-shoh-meh-EEM
that
hear
בַּיָּמִ֣יםbayyāmîmba-ya-MEEM
days
הָאֵ֔לֶּהhāʾēlleha-A-leh
these
אֵ֖תʾētate
in
הַדְּבָרִ֣יםhaddĕbārîmha-deh-va-REEM

הָאֵ֑לֶּהhāʾēlleha-A-leh
words
these
the
מִפִּי֙mippiymee-PEE
mouth
by
of
הַנְּבִיאִ֔יםhannĕbîʾîmha-neh-vee-EEM
the
אֲ֠שֶׁרʾăšerUH-sher
prophets,
which
day
the
בְּי֞וֹםbĕyômbeh-YOME
in
the
foundation
laid,
יֻסַּ֨דyussadyoo-SAHD
house
the
of
בֵּיתbêtbate
of
Lord
the
יְהוָ֧הyĕhwâyeh-VA
of
hosts
צְבָא֛וֹתṣĕbāʾôttseh-va-OTE
temple
the
that
was
הַהֵיכָ֖לhahêkālha-hay-HAHL
might
be
built.
לְהִבָּנֽוֹת׃lĕhibbānôtleh-hee-ba-NOTE

Cross Reference

ଯିଶାଇୟ 35:4
ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, ସାହସୀ ହୁଅ, ଭୟ କର ନାହିଁ। ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।

ଏଜ୍ରା 5:1
ଏହି ସମୟରେ ଭବିଷ୍ଯଦ୍ବକ୍ତା ହାଗଯ ଓ ଇଦ୍ଦୋର ପୁତ୍ର ଜିଖରିଯ, ଏହି ଭବିଷ୍ଯଦ୍ବକ୍ତାମାନେ ଯିହୁଦା ଓ ୟିରୁଶାଲମସ୍ଥିତ ୟିହୁଦୀଯମାନଙ୍କ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସମାନେେ ପରମେଶ୍ବରଙ୍କ ନାମ ରେ ସମାନଙ୍କେ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।

ପ୍ରଥମ ବଂଶାବଳୀ 22:13
ସଦାପ୍ରଭୁ ଇଶ୍ରାୟେଲ ନିମନ୍ତେ ମାଶାଙ୍କେୁ ଯେଉଁସବୁ ବ୍ଯବସ୍ଥା ପ୍ରଦାନ କରିଛନ୍ତି, ଯଦି ତୁମ୍ଭେ ତାହାର ବାଧ୍ଯ ହବୋ ନିମନ୍ତେ ଯତ୍ନ କରିବ, ତବେେ ତୁମ୍ଭେ ସଫଳତା ଲାଭ କରିବ। ବଳବାନ ଓ ସାହସୀ ହୁଅ, ଭୟ କର ନାହିଁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:1
ତୀମଥି, ତୁମ୍ଭେ ମାରେ ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆମ୍ଭକୁ ମିଳିଥିବା ଅନୁଗ୍ରହ ରେ ଶକ୍ତିଶାଳୀ ହୁଅ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:10
ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।

ଯିଖରିୟ 8:18
ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି ବାର୍ତ୍ତା ମାେ ନିକଟକୁ ପଠାଇଲେ।

ଯିଖରିୟ 8:13
ହେ ଯିହୁଦା ଓ ଇଶ୍ରାୟେଲ, ଠିକ୍ ଯେପରି ତୁମ୍ଭମାନେେ ଦେଶ ମଧିଅରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।

ହଗୟ 2:21
ଯିହୁଦାର ଶାସକ ୟିରୁଦ୍ଦାବିଲଙ୍କ ନିକଟକୁ ୟାଅ। ଆମ୍ଭେ ପୃଥିବୀ ଓ ସ୍ବର୍ଗକୁ ଥରାଇ ଦବୋ।

ହଗୟ 2:4
କିନ୍ତୁ ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, 'ୟିରୁଦ୍ଦାବିଲର ସାହସ ଜଗାଅ' ୟିହୋଷାଦକଙ୍କ ପୁତ୍ର ଯିହାଶୂେୟ, ତୁମ୍ଭେ ଜଣେ ମହାୟାଜକ 'ସାହସ ଜଗାଅ' ଏବଂ ତୁମ୍ଭେ ସବୁଲୋକ ସାହସ ଜଗାଅ। ସଦାପ୍ରଭୁ କୁହନ୍ତି, 'ଏହି କାର୍ୟ୍ଯ ଗ୍ଭଲୁ ରଖ, କାରଣ ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ।

ହଗୟ 1:12
ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ୟିହୋଷାଦକଙ୍କ ପୁତ୍ର ମହାୟାଜକ ଯିହାଶୂେୟଙ୍କୁ କହିବାକୁ ସଦାପ୍ରଭୁ ପରମେଶ୍ବର ହାଗଯଙ୍କୁ ପ୍ ରରଣେ କଲେ। ତେଣୁ ଏହି ଲୋକମାନେ ଓ ଅନ୍ୟସବୁ ଲୋକମାନେ ଭବିଷ୍ଯଦ୍-ବକ୍ତା ହାଗଯଙ୍କଠାରୁ ସଦାପ୍ରଭୁ ଦଇେଥିବା ବାର୍ତ୍ତା ଶୁଣିଲେ। ସମାନେେ ସମାନଙ୍କେର ଭୟ ଓ ସମ୍ମାନ ସଦାପ୍ରଭୁ ପରମେଶ୍ବରଙ୍କୁ ଜଣାଇଲେ।

ହଗୟ 1:1
ପାରସ୍ଯ ରାଜା ଦାରିଯାବସଙ୍କର ରାଜତ୍ବର ଦ୍ବିତୀୟ ବର୍ଷର ଛଅମାସର ପ୍ରଥମ ଦିବସ ରେ ହାଗଯ ପରମେଶ୍ବରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀଯଲଙ୍କେ ପୁତ୍ର ୟିରୁଦ୍ଦାବିଲ ଓ ୟିହୋଷାଦଙ୍କ ପୁତ୍ର ଯିହାଶୂେୟଙ୍କ ପାଇଁ ଥିଲା। ୟିରୁଦ୍ଦାବିଲ ଯିହୁଦାର ଦଶାେଧ୍ଯକ୍ଷ ଓ ଯିହାଶୂେୟ ଜଣେ ମହାନ୍ ଯାଜକ ଥିଲେ। ଭବିଷ୍ଯଦ୍ବକ୍ତା ହାଗଯଙ୍କ ଦ୍ବାରା କୁହାୟାଇଥିବା ବାର୍ତ୍ତା ଏହାହିଁ ଅଟେ।

ପ୍ରଥମ ବଂଶାବଳୀ 28:20
ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ଯ କହିଲେ, ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ୟ୍ଯ ଶଷେ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର, ମାରେ ପରମେଶ୍ବର, ତୁମ୍ଭ ସହିତ ରେ ଅଛନ୍ତି। ସମସ୍ତ କାର୍ୟ୍ଯ ସମାପ୍ତ ହବୋ ପର୍ୟ୍ଯନ୍ତ ସେ ତୁମ୍ଭକୁ ସାହାୟ୍ଯ କରିବେ। ସେ ତୁମ୍ଭକୁ ତ୍ଯାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।

ଯିହୋଶୂୟ 1:8
ସର୍ବଦା ଏହି ବ୍ଯବସ୍ଥା ପୁସ୍ତକ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ବିଚଳିତ ନ ହେଉ। ଦିନ ରାତି ଏହି ନିଯମ ପୁସ୍ତକକକ୍ସ୍ଟ ପଠନ କର। ତବେେ ତୁମ୍ଭେ ନିଶ୍ଚିତ ହାଇପୋରିବ। ଏହି ନିଯମକକ୍ସ୍ଟ ପାଳନ କର, ଯାହା ଏହି ପୁସ୍ତକକରେ ଲଖାେ ହାଇେ ଅଛି। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭେ ବକ୍ସ୍ଟଦ୍ଧିମାନ ଓ ପ୍ରେତ୍ୟକକ କାର୍ୟ୍ଯ ରେ କୃତକାର୍ୟ୍ଯ ହବେ, ଯାହା ତୁମ୍ଭେ କରିବ।

ଯିହୋଶୂୟ 1:6
ଯିହାଶୂେୟ, ତୁମ୍ଭେ ବଳବାନ୍ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗଇେ ନିଅ, ଯେପରି କି ସମାନେେ ସମାନଙ୍କେର ଦେଶ ଅଧିକାର କରି ପାରିବେ। ମୁ ତାଙ୍କ ପୂର୍ବପୁରୁଷମାନଙ୍କ ଠା ରେ ପ୍ରତିଜ୍ଞା କରିଥିଲି ଯେ, ମୁ ସମାନଙ୍କେୁ ସହେି ଦେଶ ଦବେି।