Titus 1:8 in Oriya

Oriya Oriya Bible Titus Titus 1 Titus 1:8

Titus 1:8
ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।

Titus 1:7Titus 1Titus 1:9

Titus 1:8 in Other Translations

King James Version (KJV)
But a lover of hospitality, a lover of good men, sober, just, holy, temperate;

American Standard Version (ASV)
but given to hospitality, as lover of good, sober-minded, just, holy, self-controlled;

Bible in Basic English (BBE)
But opening his house freely to guests; a lover of what is good, serious-minded, upright, holy, self-controlled;

Darby English Bible (DBY)
but hospitable, a lover of goodness, discreet, just, pious, temperate,

World English Bible (WEB)
but given to hospitality, as a lover of good, sober-minded, fair, holy, self-controlled;

Young's Literal Translation (YLT)
but a lover of strangers, a lover of good men, sober-minded, righteous, kind, self-controlled,

But
ἀλλὰallaal-LA
a
lover
of
hospitality,
φιλόξενονphiloxenonfeel-OH-ksay-none
men,
good
of
lover
a
φιλάγαθονphilagathonfeel-AH-ga-thone
sober,
σώφροναsōphronaSOH-froh-na
just,
δίκαιονdikaionTHEE-kay-one
holy,
ὅσιονhosionOH-see-one
temperate;
ἐγκρατῆenkratēayng-kra-TAY

Cross Reference

1 Timothy 3:2
ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।

1 John 5:1
ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ବାସ କରନ୍ତି, ସମାନେେ ପରମେଶ୍ବରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ ରମେ କରୁଥିବା ବ୍ଯକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ଯ ପ୍ ରମେ କରେ।

1 John 3:14
ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ଯୁର ସୀମା ପାରି ହାଇେ ଜୀବନ ରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ ରମେ କରୁ। ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ମୃତ୍ଯୁ ସୀମା ମଧିଅରେ ଥାଏ।

Titus 2:7
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।

2 Timothy 3:3
ଅନ୍ୟମାନଙ୍କ ଲାଗି ପ୍ ରମେଭାବ ରଖିବେ ନାହିଁ। ସମାନେେ ଲୋକମାନଙ୍କୁ କ୍ଷମା ଦବୋ ପାଇଁ ମନା କରିବେ ଓ ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହିବେ। ଆତ୍ମସଂୟମୀ ହବେେ ନାହିଁ। ସମାନେେ କୋରଧୀ ଓ ହୀନମନା ହବେେ ଓ ଉତ୍ତମ ବିଷୟଗୁଡ଼ିକୁ ଘୃଣା କରିବେ।

2 Timothy 2:22
ୟୁବକମାନେ ଯେଉଁ ସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସଗେୁଡ଼ିକରୁ ଦୂର ରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ବାସ, ପ୍ ରମେ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ବାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସମାନଙ୍କେ ସହିତ ମିଶି ଉକ୍ତ ଆଚରଣ କର।

1 Timothy 6:11
କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।

1 Timothy 4:12
ତୁମ୍ଭେ ୟୁବକ, କିନ୍ତୁ କହେି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ଯବହାର ନ କରେ। ବିଶ୍ବାସୀମାନଙ୍କ ପାଇଁ, ସମାନେେ କିପରି ରହିବା କଥା ତାହା ଦଖାଇବୋକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ ରମେ, ବିଶ୍ବାସ, ପବିତ୍ର ଜୀବନ ଦ୍ବାରା ତୁମ୍ଭେ ସମାନଙ୍କେୁ ତାହା ଦଖାଇେ ଦିଅ।

1 Thessalonians 2:10
ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଗହଣ ରେ ରହିଥିଲା ବେଳେ, ଆମ୍ଭମାନେେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ।

2 Corinthians 6:4
ବରଂ ପରମେଶ୍ବରଙ୍କ ସବେକ ରୂପରେ ଆମ୍ଭମାନେେ ପ୍ରେତ୍ୟକକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ଯା ମଧିଅରେ ଅନକେ କଠାେର ତଥା ର୍ଧୈୟ୍ଯପୂର୍ବକ ସହୁ।

Amos 5:15
ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି।

Psalm 16:3
ସଦାପ୍ରଭୁ ୟାହାକିଛି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି, ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ। ସଦାପ୍ରଭୁ ପ୍ରକୃତରେ ଦଖାଇେ ଦିଅନ୍ତି ୟେ ସେ ସମାନଙ୍କେୁ ଭଲ ପାଆନ୍ତି।

1 Kings 5:7
ଯେତବେେଳେ ହୀରମ ଏହିକଥା ଶୁଣିଲେ ସେ ଅତ୍ଯନ୍ତ ଆନନ୍ଦିତ ହେଲେ ଓ କହିଲେ, ମୁଁ ସଦାପ୍ରଭୁଙ୍କୁ ଧନ୍ଯବାଦ ଦେଉଛି, ଯେ ସେ ମହାନ ଦେଶ ଉପରେ ଶାସନ କରିବାକୁ ଦାଉଦଙ୍କୁ ଏକ ଜ୍ଞାନବାନ୍ ପୁତ୍ର ଦଇେଛନ୍ତି।

1 Kings 5:1
ସୋରର ରାଜା ହୀରମ୍ ଦାଉଦଙ୍କର ସାଙ୍ଗ ଥିଲେ। ଯେତବେେଳେ ସେ ଶୁଣିବାକୁ ପାଇଲେ ଯେ, ତାଙ୍କ ପିତା ଦାଉଦ୍ଙ୍କ ପରେ ଶ ଲୋମନ ନୂଆ ରାଜା ରୂପେ ଅଭିଷିକ୍ତ ହାଇେଛନ୍ତି, ସେ ତାଙ୍କ ବାର୍ତ୍ତାବାହାକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ।

1 Samuel 18:1
ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରିସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃତ ବନ୍ଧକ୍ସ୍ଟତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣପରି ତାଙ୍କୁ ସ୍ନହେ କଲା।