Bible

Psalm 134 in Tamil ORIYA Compare

Psalm 134 (ORIYA)

1 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!

2 ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।

3 ସ୍ବର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା, ସିଯୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।