சங்கீதம் 40:3
நமது தேவனைத் துதிக்கும் புதுப்பாட்டை அவர் என் வாயிலே கொடுத்தார்; அநேகர் அதைக் கண்டு, பயந்து, கர்த்தரை நம்புவார்கள்.
Cross Reference
ମାଥିଉଲିଖିତ ସୁସମାଚାର 21:1
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।
ଲୂକଲିଖିତ ସୁସମାଚାର 22:39
ଯୀଶୁ ଯୀରୂଶାଲମ ନଗର ଛାଡି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ସହିତ ଗଲେ।
ମାର୍କଲିଖିତ ସୁସମାଚାର 14:26
ସବୁ ଶିଷ୍ଯମାନେ ମିଳି ଗୋଟିଏ ଗୀତ ବୋଲିଲେ ଓ ତା'ପରେ ଜୀତ ପର୍ବତ ଉପରକୁ ଚାଲିଗଲେ।
ଲୂକଲିଖିତ ସୁସମାଚାର 21:37
ସହେି ଦିନଗୁଡିକରେ ଯୀଶୁ ଲୋକମାନଙ୍କୁ ମନ୍ଦିର ରେ ଉପଦେଶ ଦେଉଥିଲେ। ରାତ୍ରିକାଳ ରେ ସେ ନଗର ବାହାରକୁ ଚାଲି ଯାଉଥିଲେ ଓ ସାରା ରାତି ଜୀତ ପର୍ବତ ଉପରେ କଟାଉଥିଲେ।
ଯୋହନଲିଖିତ ସୁସମାଚାର 14:31
କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।
ଯୋହନଲିଖିତ ସୁସମାଚାର 18:1
ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ଯମାନଙ୍କ ସହିତ ଚାଲିଗଲେ। ସମାନେେ କିଦ୍ରୋଣ ଉପତ୍ୟକା ପାରି ହାଇଗେଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଚା ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସଠାେକୁ ଗଲେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:19
ସ୍ତୁତି, ଭଜନ, ଆଧ୍ଯାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତୁମ୍ଭମାନେେ ଆପଣାର ସଂପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:16
ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।
சங்கீதம் 40:3 in English
Tags நமது தேவனைத் துதிக்கும் புதுப்பாட்டை அவர் என் வாயிலே கொடுத்தார் அநேகர் அதைக் கண்டு பயந்து கர்த்தரை நம்புவார்கள்
Psalm 40:3 in Tamil Concordance Psalm 40:3 in Tamil Interlinear Psalm 40:3 in Tamil Image
Read Full Chapter : Psalm 40