Index
Full Screen ?
 
ਯਵਾਐਲ 3:3

Joel 3:3 ਪੰਜਾਬੀ ਬਾਈਬਲ ਯਵਾਐਲ ਯਵਾਐਲ 3

ਯਵਾਐਲ 3:3
ਉਨ੍ਹਾਂ ਨੇ ਮੇਰੇ ਲੋਕਾਂ ਲਈ ਗੁਣੇ ਪਾਏ ਅਤੇ ਇੱਕ ਵੇਸਵਾ ਖਰੀਦਣ ਲਈ ਮੁੰਡੇ ਨੂੰ ਅਤੇ ਮੈਅ ਖਰੀਦਣ ਲਈ ਕੁੜੀ ਨੂੰ ਵੇਚ ਦਿੱਤਾ।

Matthew 24 in Tamil and English

1 ଯୀଶୁ ମନ୍ଦିର ଛାଡ଼ି ବାହରି ଆସିଲେ ଓ ଚ଼ାଲି ଯାଉଥିଲେ। ସହେି ସମୟରେ ତାହାଙ୍କ ଶିଷ୍ଯମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦଖାଇବୋ ପାଇଁ ତାହାଙ୍କ ପାଖକୁ ଆସିଲେ।
And Jesus went out, and departed from the temple: and his disciples came to him for to shew him the buildings of the temple.

2 ଯୀଶୁ ସମାନଙ୍କେୁ ପଚାରିଲେ, ଏହି ଭବନଗୁଡ଼ିକୁ ତୁମ୍ଭମାନେେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ସବୁତକ ଭବନ ଧ୍ବଂସ ହାଇଯେିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼ଇେ ହାଇେ ପଡ଼ିବ।
And Jesus said unto them, See ye not all these things? verily I say unto you, There shall not be left here one stone upon another, that shall not be thrown down.

3 ପରେ ଯେତବେେଳେ ଯୀଶୁ ଜୀତ ପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ଯମାନେ ସେ ଏକାନ୍ତ ରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କବେେ ଘଟିବ? କେଉଁ ସଙ୍କତେ ଦଖାଇବେ ଯେ ଆପଣଙ୍କ ପୁନର୍ବାର ଆସିବ ଓ ଜଗତର ଅନ୍ତ ହବୋ ସମୟ ହେଲାଣି?
And as he sat upon the mount of Olives, the disciples came unto him privately, saying, Tell us, when shall these things be? and what shall be the sign of thy coming, and of the end of the world?

4 ଯୀଶୁ ଉତ୍ତର ଦେଲେ, ମାବଧାନ ହୁଅ, ତୁମ୍ଭମାନଙ୍କୁ ୟପରି କହେି ପଥଭ୍ରଷ୍ଟ ନକରେ।
And Jesus answered and said unto them, Take heed that no man deceive you.

5 ମୁଁ ତୁମ୍ଭମାନଙ୍କୁ ଏକଥା ଏଥିପାଇଁ କହୁଛି ଯେ, ଅନକେ ଲୋକ ମାେ ନାମ ରେ ଆସିବେ ଓ କହିବେ 'ମୁଁ ନିଜେ ଖ୍ରୀଷ୍ଟ,' ଓ ସମାନେେ ଅନକେ ଲୋକଙ୍କୁ ପଥଭ୍ରଷ୍ଟ କରିବେ।
For many shall come in my name, saying, I am Christ; and shall deceive many.

6 ତୁମ୍ଭମାନେେ ୟୁଦ୍ଧ ବିଷୟ ରେ ଓ ୟୁଦ୍ଧର ଗୁଜବ ବିଷୟ ରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
And ye shall hear of wars and rumours of wars: see that ye be not troubled: for all these things must come to pass, but the end is not yet.

7 ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧ ରେ ଓ ଗୋଟିଏ ରାଜ୍ଯ ଅନ୍ୟ ଗୋଟିଏ ରାଜ୍ଯ ବିରୁଦ୍ଧ ରେ ଠିଆ ହବେ। ବିଭିନ୍ନ ସ୍ଥାନ ରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହବେ।
For nation shall rise against nation, and kingdom against kingdom: and there shall be famines, and pestilences, and earthquakes, in divers places.

8 କିନ୍ତୁ ଏ ଘଟଣାଗୁଡ଼ିକ କବଳେ ପ୍ରଥମ ପ୍ରସୁତି ବଦନୋ ଭଳି ହବେ।
All these are the beginning of sorrows.

9 ସେତବେେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ଯବହାର କରିବେ। ସମାନେେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ ପାଇଁ ଧରାଇ ଦବେେ। ସମାନେେ ତୁମ୍ଭମାନଙ୍କୁ ମାରି ଦବେେ। ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।
Then shall they deliver you up to be afflicted, and shall kill you: and ye shall be hated of all nations for my name’s sake.

10 ସେତବେେଳେ ଅନକେ ବିଶ୍ବସୀ ଲୋକ ବିଶ୍ବାସ ହ ରଇେ ବସିବେ। ସମାନେେ ପରସ୍ପରର ବିରୋଧୀ ହବେ ଓ ପରସ୍ପରକୁ ଘୃଣା କରିବେ।
And then shall many be offended, and shall betray one another, and shall hate one another.

11 ଅନକେ ଭଣ୍ଡ ଭବିଷ୍ଯଦ୍ବକ୍ତା ବାହାରିବେ। ସମାନେେ ଅନକେ ଲୋକଙ୍କୁ ଠକିବେ, ଓ ସମାନଙ୍କେ କଥା ରେ ପଡ଼ି ଅନକେ ଲୋକ ଭୁଲ କଥା ରେ ବିଶ୍ବାସ କରିବେ।
And many false prophets shall rise, and shall deceive many.

12 ସଂସାର ରେ ମନ୍ଦ ବଢ଼ି ବଢ଼ି ଚ଼ାଲିବ। ଅଧିକାଂଶ ବିଶ୍ବାସୀ ଲୋକଙ୍କର ପରମେଶ୍ବରଙ୍କ ପ୍ ରମେ ଲୋକ ପାଇୟିବ।
And because iniquity shall abound, the love of many shall wax cold.

13 କିନ୍ତୁ ଯେଉଁ ଲୋକ ଶଷେ ପର୍ୟ୍ଯନ୍ତ ଦୃଢ଼ ଭାବରେ ତିଷ୍ଠି ରହିବ ସେ ଉଦ୍ଧାର ପାଇବ।
But he that shall endure unto the end, the same shall be saved.

14 ଇଶ୍ବରଙ୍କ ରାଜ୍ଯର ସୁସମାଚ଼ାର ସାରା ଜଗତ ରେ ପ୍ରଚ଼ାରିତ ହବେ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା'ପରେ ଅନ୍ତକାଳ ଆସିବ।
And this gospel of the kingdom shall be preached in all the world for a witness unto all nations; and then shall the end come.

15 ଭବିଷ୍ଯଦ୍ବକ୍ତା ଦାନିୟେଲ 'ଧ୍ବଂସ ସାଧକ ଭୟଙ୍କର ବସ୍ତୁ' ବିଷୟ ରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନ ରେ ଠିଆ ହାଇେଥିବାର ଦଖାୟିବେ। (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚ଼ିତ।)
When ye therefore shall see the abomination of desolation, spoken of by Daniel the prophet, stand in the holy place, (whoso readeth, let him understand:)

16 ସେତବେେଳେ ୟିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳଇୟିବୋ ଉଚିତ।
Then let them which be in Judaea flee into the mountains:

17 ସେତବେେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ ନୁହେଁ। ସେତବେେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲଇେ ନଆସୁ।
Let him which is on the housetop not come down to take any thing out of his house:

18 ଜମି ରେ ଥିବା ବ୍ଯକ୍ତି ନିଜର ଚାଦର ଆଣିବାକୁ ଫରେି ନଯାଉ।
Neither let him which is in the field return back to take his clothes.

19 ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳ ରେ ଶିଶୁଟିଏ ଥିବ ସମାନେେ ଏହି ସମୟରେ ବହୁତ କଷ୍ଟ ଭୋଗିବେ।
And woe unto them that are with child, and to them that give suck in those days!

20 କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମଦିବସ ରେ ଏଗୁଡ଼ିକ ନଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନପଡ଼େ।
But pray ye that your flight be not in the winter, neither on the sabbath day:

21 କାରଣ ସେତବେେଳେ ଏତେ ଅଧିକ ବିପଦ ଆସିବ ଯେ ସଭେଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ୟ୍ଯନ୍ତ ଆସିନାହିଁ କି ଭବିଷ୍ଯତ ରେ ଆସିବ ନାହିଁ।
For then shall be great tribulation, such as was not since the beginning of the world to this time, no, nor ever shall be.

22 ପରମେଶ୍ବର ଏହି ବିପଦପୂର୍ଣ୍ଣ ସମୟକୁ କମଇେ ଦବୋକୁ ସ୍ଥିର କରିଛନ୍ତି। ନ ହେଲେ କହେି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ବର ଯେଉଁମାନଙ୍କୁ ବାଛିଛନ୍ତି, କବଳେ ସହେିମାନଙ୍କ ପାଇଁ ସହେି ସମୟକୁ କମଇେ ଦଇେଛନ୍ତି।
And except those days should be shortened, there should no flesh be saved: but for the elect’s sake those days shall be shortened.

23 ସହେି ସମୟରେ କେତକେ ଲୋକ ତୁମ୍ଭକୁ କହିପାରନ୍ତି ' ଦେଖ, ଖ୍ରୀଷ୍ଟ ଏଠା ରେ ଅଛନ୍ତି' କି 'ଖ୍ରୀଷ୍ଟ ସଠାେରେ ଅଛନ୍ତି।' କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।
Then if any man shall say unto you, Lo, here is Christ, or there; believe it not.

24 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ବାହାରିବେ। ସମାନେେ ବହୁତ ବଡ଼ ବଡ଼ ଆଶ୍ଚର୍ୟ୍ଯଜନକ କାମ କରିବେ ଓ ଚ଼ମତ୍କାର ପ୍ରତର୍ଶନ କରିବେ। ଯଦି ସମ୍ଭବ ହୁଏ, ତବେେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନଙ୍କୁ ମଧ୍ଯ ସମାନେେ ବୋକା ବନଇେ ଦବୋକୁ ଚେଷ୍ଟା କରିବେ।
For there shall arise false Christs, and false prophets, and shall shew great signs and wonders; insomuch that, if it were possible, they shall deceive the very elect.

25 ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚତାବେନୀ ଦେଉଛି।
Behold, I have told you before.

26 କିଛି ଲୋକେ ତୁମ୍ଭକୁ କହି ପାରନ୍ତି: ' ଦେଖ, ଖ୍ରୀଷ୍ଟ ଜନବିହୀନ ମରୁଭୁମି ଅଞ୍ଚଳ ରେ ଅଛନ୍ତି।' କିନ୍ତୁ ତୁମ୍ଭେ ଖ୍ରୀଷ୍ଟଙ୍କୁ ଖାଜେିବ ପାଇଁ ଜନବିହୀନ ମରୁଭୁମି ଅଞ୍ଚଳକୁ ୟିବନାହିଁ। ବା ସମାନେେ ତୁମ୍ଭକୁ କହି ପାରନ୍ତି: 'ଖ୍ରୀଷ୍ଟ ସହେି କୋଠରୀ ରେ ଅଛନ୍ତି।' କିନ୍ତୁ ତୁମ୍ଭେ ସମାନଙ୍କେୁ ବିଶ୍ବାସ କରିବ ନାହିଁ।
Wherefore if they shall say unto you, Behold, he is in the desert; go not forth: behold, he is in the secret chambers; believe it not.

27 ଆକାଶ ରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହାଇେ ପଶ୍ଚିମ ଆକାଶ ପର୍ୟ୍ଯନ୍ତ ବ୍ଯାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସହେିଭଳି ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।
For as the lightning cometh out of the east, and shineth even unto the west; so shall also the coming of the Son of man be.

28 ଯେଉଁ ସ୍ଥାନ ରେ ତୁମ୍ଭେ ଶାଗୁଣାମାନଙ୍କୁ ଏକାଠି ହାଇେଥିବାର ଦେଖ, ତୁମ୍ଭେ ସହଜ ରେ ଜାଣି ପାର ଯେ ସହେି ସ୍ଥାନ ରେ ଗୋଟିଏ ମଲା ଜୀବ ପଡ଼ିଛି। ଠିକ୍ ସହେିଭଳି ମାରେ ଆସିବା ଦିନ ଏହି ପ୍ରକାର ହବେ।
For wheresoever the carcase is, there will the eagles be gathered together.

29 ସହେି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ:
Immediately after the tribulation of those days shall the sun be darkened, and the moon shall not give her light, and the stars shall fall from heaven, and the powers of the heavens shall be shaken:

30 ସତେିକି ବେଳେ ମନୁଷ୍ଯପୁତ୍ରଙ୍କ ଆସିବା ସଙ୍କତେ ଆକାଶ ରେ ଦଖାଦେବେ। ଜଗତର ସମସ୍ତ ଲୋକ ବିଳାପ କରିବେ। ଲୋକେ ତାହାଙ୍କୁ ଆକ୍ଶ ରେ ମେଘମାଳା ଉପରେ ଆସୁଥିବାର ଦେଖିବେ। ମନୁଷ୍ଯପୁତ୍ର ଶକ୍ତି ଓ ମହାନ୍ ମହିମା ସହିତ ଆସିବେ।
And then shall appear the sign of the Son of man in heaven: and then shall all the tribes of the earth mourn, and they shall see the Son of man coming in the clouds of heaven with power and great glory.

31 ନିଜର ସ୍ବର୍ଗଦୂତମାନଙ୍କୁ ପୃଥିବୀ ରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ଯପୁତ୍ର ମହା ତୂରୀ ଧ୍ବନି ସହିତ ଆସିବେ। ସହେି ସ୍ବର୍ଗଦୂତମାନେ ମର୍ତ୍ତ୍ଯର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ୟ୍ଯନ୍ତ ବୁଲି, ଚାରିଆଡୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।
And he shall send his angels with a great sound of a trumpet, and they shall gather together his elect from the four winds, from one end of heaven to the other.

32 ଡ଼ିମ୍ବିରି ଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତବେେଳେ ଡ଼ିମ୍ବିରି ଗଛର ଡ଼ାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତବେେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିୟିବ।
Now learn a parable of the fig tree; When his branch is yet tender, and putteth forth leaves, ye know that summer is nigh:

33 ଠିକ୍ ସହେିଭଲି ମୁଁ କହିଥିବା କଥାଗୁଡ଼ିକ ଯେତବେେଳେ ଘଟିବାର ତୁମ୍ଭେ ଦେଖିବ, ତୁମ୍ଭେ ଜାଣିବ ଯେ ଖ୍ରୀଷ୍ଟଙ୍କ ଆସିବା ସମୟ ନିକଟ ହେଲାଣି।
So likewise ye, when ye shall see all these things, know that it is near, even at the doors.

34 ମୁଁ ତୁମ୍ଭକୁ ସତ୍ଯ କହୁଛି। ବର୍ତ୍ତମାନର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।
Verily I say unto you, This generation shall not pass, till all these things be fulfilled.

35 ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।
Heaven and earth shall pass away, but my words shall not pass away.

36 ସହେି ଦିନ ବା ସହେି ସମୟ କବେେ ଆସିବ, କହେି ଜାଣନ୍ତି ନାହିଁ। ଏପରିକି ସ୍ବର୍ଗର ଦୂତମାନେ ଜାଣନ୍ତି ନାହିଁ। ଏପରିକି ପୁତ୍ର ଜାଣନ୍ତି ନାହିଁ, କବଳେ ପରମପିତା ଏହା ଜାଣନ୍ତି।
But of that day and hour knoweth no man, no, not the angels of heaven, but my Father only.

37 ନୋହଙ୍କ ସମୟରେ ଯଭେଳି ଘଟିଥିଲା, ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସପରେି ଘଟିବ।
But as the days of Noe were, so shall also the coming of the Son of man be.

38 ସେତବେେଳେ ବନ୍ଯା ଆସିବା ପୂର୍ବରୁ ଲୋକମାନେ ଭୋଜନପାନ କରୁଥିଲେ, ଲୋକେ ବିବାହ କରୁଥିଲେ ଏବଂ ପିଲାମାନଙ୍କୁ ବିବାହ ଦେଉଥିଲେ। ନୋହଙ୍କର ଜାହାଜ ରେ ପ୍ରବେଶ କରିବା ଦିନ ପର୍ୟ୍ଯନ୍ତ ଲୋକେ ଏସବୁ କରୁଥିଲେ।
For as in the days that were before the flood they were eating and drinking, marrying and giving in marriage, until the day that Noe entered into the ark,

39 ଯାହା ସବୁ ସେତବେେଳେ ଘଟି ଯାଉଥିଲା, ଲୋକେ ତାହା ଜାଣି ପାରୁ ନଥିଲେ। ସତେିକି ବେଳେ ବନ୍ଯା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହାଇଗେଲେ। ମନୁଷ୍ଯ ପୁତ୍ର ଆସିବା ସମୟରେ ଠିକ୍ ସହେିପରି ହବେ।
And knew not until the flood came, and took them all away; so shall also the coming of the Son of man be.

40 ଜମି ରେ ଦୁଇଜଣ ଲୋକ ଏକାଠି କାମ କରିଥିବେ, ସମାନଙ୍କେ ମଧ୍ଯରୁ ଜଣକୁ ସଠାେରେ ଛାଡ଼ି ଆର ଜଣକୁ ନିଆୟିବ।
Then shall two be in the field; the one shall be taken, and the other left.

41 ଦୁଇଜଣ ସ୍ତ୍ରୀ ଲୋକ ମିଶି ଚକିଲେ ଶସ୍ଯ ପଷେୁଥିବେ, ସମାନଙ୍କେ ମଧ୍ଯରୁ ଜଣକୁ ସଠାେରେ ପରିତ୍ଯାଗ କରି ଆରଜଣକୁ ନିଆୟିବ।
Two women shall be grinding at the mill; the one shall be taken, and the other left.

42 ତେଣୁ ସଦା ବେଳେ ପ୍ରସ୍ତୁତ ରୂହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣନାହିଁ।
Watch therefore: for ye know not what hour your Lord doth come.

43 ମନରେଖ, ଯଦି ଘରମାଲିକ ଜାଣିଥାଆନ୍ତା ଯେ ଚେ଼ାର କେତବେେଳେ ଆସିବ, ତବେେ ସେ ସତର୍କ ରହନ୍ତେ ଓ ଚେ଼ାରକୁ ଘ ରେ ପଶିବାକୁ ଦିଅନ୍ତେ ନାହିଁ।
But know this, that if the goodman of the house had known in what watch the thief would come, he would have watched, and would not have suffered his house to be broken up.

44 ଠିକ୍ ସହେିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତବେେଳେ ଆଶା କରୁ ନଥିବ, ଠିକ୍ େସତକେି ବେଳେ ମନୁଷ୍ଯପୁତ୍ର ଆସିଯିବେ।
Therefore be ye also ready: for in such an hour as ye think not the Son of man cometh.

45 କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?
Who then is a faithful and wise servant, whom his lord hath made ruler over his household, to give them meat in due season?

46 ଯେତବେେଳେ ମାଲିକ ଫରେିଆସି ଦେଖିବେ ଯେ ସେ ଚାକରଟିକୁ ଯେଉଁ କାମ ଦଇେଥିଲେ, ସେ ସହେି କାମ ଠିକ୍ ଭାବରେ କରୁଛି, ସେତବେେଳେ ସେ ଚାକରଟି ଉପରେ ବହୁତ ଖୁସି ହବେ।
Blessed is that servant, whom his lord when he cometh shall find so doing.

47 ମୁଁ ତୁମ୍ଭକୁ ସତ୍ଯ କହୁଛି, ମାଲିକ ତାହାଙ୍କ ନିଜର ସମସ୍ତ ସମ୍ପତ୍ତିର ଦାଯିତ୍ବ ଦବୋ ପାଇଁ ସହେି ଚାକରଟିକୁ ବାଛିବେ।
Verily I say unto you, That he shall make him ruler over all his goods.

48 ଅନ୍ୟ ପକ୍ଷ ରେ ଚ଼ାକରଟି ଯଦି ମନ୍ଦ ଲୋକ ହାଇେଥିବ, ଏବଂ ସେ ମନେ ମନେ ଭାବିବ ଯେ ମାଲିକ ଏତେ ଶୀଘ୍ର ଆସିବେ ନାହିଁ।
But and if that evil servant shall say in his heart, My lord delayeth his coming;

49 ତବେେ ସେ ଅନ୍ୟ ଚାକରମାନଙ୍କୁ ପିଟିବା ଆରମ୍ଭ କରି ଦବେେ। ସେ ଖାଇ ଓ ଅନ୍ୟ ଲୋକମାନଙ୍କ ସହିତ ମଦ୍ଯପାନ କରି ରହିବ।
And shall begin to smite his fellowservants, and to eat and drink with the drunken;

50 ଚ଼ାକରଟି ଆଶା କରିନଥିବା ଦିନ ଓ ତାକୁ ଜଣା ନଥିବା ସମୟରେ ସେ ମାଲିକ ଆସି ପହନ୍ଚିେେ।
The lord of that servant shall come in a day when he looketh not for him, and in an hour that he is not aware of,

51 ମାଲିକ ତାକୁ କଠିନ ଶାସ୍ତି ଦବେେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠା ରେ ଲୋକମାନେ କାନ୍ଦନ୍ତି ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରନ୍ତି ସହେି ସ୍ଥାନକୁ ପଠାଇ ଦବେେ।
And shall cut him asunder, and appoint him his portion with the hypocrites: there shall be weeping and gnashing of teeth.

And
they
have
cast
וְאֶלwĕʾelveh-EL
lots
עַמִּ֖יʿammîah-MEE
for
יַדּ֣וּyaddûYA-doo
people;
my
גוֹרָ֑לgôrālɡoh-RAHL
and
have
given
וַיִּתְּנ֤וּwayyittĕnûva-yee-teh-NOO
a
boy
הַיֶּ֙לֶד֙hayyeledha-YEH-LED
harlot,
an
for
בַּזּוֹנָ֔הbazzônâba-zoh-NA
and
sold
וְהַיַּלְדָּ֛הwĕhayyaldâveh-ha-yahl-DA
a
girl
מָכְר֥וּmokrûmoke-ROO
wine,
for
בַיַּ֖יִןbayyayinva-YA-yeen
that
they
might
drink.
וַיִּשְׁתּֽוּ׃wayyištûva-yeesh-TOO

Chords Index for Keyboard Guitar