புலம்பல் 1:5
அவள் சத்துருக்கள் தலைமையானார்கள்; அவள் பகைஞர் சுகித்திருக்கிறார்கள்; அவளுடைய திரளான பாதகங்களினிமித்தம் கர்த்தர் அவளைச் சஞ்சலப்படுத்தினார்; அவள் பிள்ளைகள் சத்துருவுக்கு முன்பாகச் சிறைப்பட்டுப்போனார்கள்.
Cross Reference
ଲେବୀୟ ପୁସ୍ତକ 23:12
ପୁଣି ଯେଉଁଦିନ ତୁମ୍ଭମାନେେ ସହେି ବିଡା ଦୋଳାଇବ ସହେିଦିନ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ନିମନ୍ତେ ଏକ ବର୍ଷୀଯ ନିଖୁଣ ମଷେବତ୍ସ ଗୋଟିଏ ଉତ୍ସର୍ଗ କରିବ।
ଗଣନା ପୁସ୍ତକ 15:4
ଯେଉଁ ଲୋକ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରୁଛ, ଏକ ଐଫାର ଦଶମାଂଶ ସରୁ ମଇଦା ଏକ ହିନର ଚତୁର୍ଥାଂଶ ତୈଳ ସହିତ ମିଶ୍ରିତ କରି ଆଣିବ।
ଗଣନା ପୁସ୍ତକ 28:27
ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ତ, ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ମଷେଶାବକକୁ ହାମବେଳି ରୂପେ ଉତ୍ସର୍ଗ କରିବା ଉଚିତ୍।
ମଲାଖୀ 1:13
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।
புலம்பல் 1:5 ஆங்கிலத்தில்
Tags அவள் சத்துருக்கள் தலைமையானார்கள் அவள் பகைஞர் சுகித்திருக்கிறார்கள் அவளுடைய திரளான பாதகங்களினிமித்தம் கர்த்தர் அவளைச் சஞ்சலப்படுத்தினார் அவள் பிள்ளைகள் சத்துருவுக்கு முன்பாகச் சிறைப்பட்டுப்போனார்கள்
புலம்பல் 1:5 Concordance புலம்பல் 1:5 Interlinear புலம்பல் 1:5 Image
முழு அதிகாரம் வாசிக்க : புலம்பல் 1