எண்ணாகமம் 24:21
அன்றியும் அவன் கேனியனைப் பார்த்து, தன் வாக்கியத்தை எடுத்துரைத்து: உன் வாசஸ்தலம் அரணிப்பானது; உன் கூட்டைக் கன்மலையில் கட்டினாய்.
Cross Reference
ଗଣନା ପୁସ୍ତକ 28:19
ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହାମବେଳି ରୂପେ ଦୁଇଟି ଷଣ୍ତ ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ଏକ ବର୍ଷିଯ ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡିକ ଖୁଣ ନଥିବ।
ଗଣନା ପୁସ୍ତକ 28:3
ସମାନଙ୍କେୁ କୁହ, ସମାନେେ ନିମ୍ନ ରେ ଦର୍ଶାୟାଇଥିବା ଉପହାରଗୁଡିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ଯ ହାମେ ନିମନ୍ତେ ଏକ ବର୍ଷୀଯ ନିଖୁଣ ଦୁଇଟି ମଷେବତ୍ସ ଉତ୍ସର୍ଗ କରିବେ।
ମଲାଖୀ 1:13
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।
எண்ணாகமம் 24:21 ஆங்கிலத்தில்
Tags அன்றியும் அவன் கேனியனைப் பார்த்து தன் வாக்கியத்தை எடுத்துரைத்து உன் வாசஸ்தலம் அரணிப்பானது உன் கூட்டைக் கன்மலையில் கட்டினாய்
எண்ணாகமம் 24:21 Concordance எண்ணாகமம் 24:21 Interlinear எண்ணாகமம் 24:21 Image
முழு அதிகாரம் வாசிக்க : எண்ணாகமம் 24