Numbers 21 - ORIYA (Telugu)
1 କିଣାନ ବଂଶୀଯ ରାଜା ଆରାଦ ଦକ୍ଷିଣ ପ୍ରଦେଶ ରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇଶ୍ରାୟେଲର ଲୋକମାନେ ଅଥାରୀମର ପଥ ଦଇେ ଆସୁଛନ୍ତି। ତେଣୁ ସେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କଲେ ଓ ସମାନଙ୍କେ ମଧ୍ଯରୁ କେତକଙ୍କେୁ ବନ୍ଧୀ କଲେ।ఇశ్రాయేలీయులు అతారీయుల మార్గమున వచ్చు చున్నారని దక్షిణదిక్కున నివసించిన కనానీయుడైన అరాదు రాజు విని, అతడు ఇశ్రాయేలీయులతో యుద్ధము చేసి వారిలో కొందిరిని చెరపట్టగా
2 ଇଶ୍ରାୟେଲର ଲୋକମାନେ ପ୍ରତିଜ୍ଞା କଲେ: ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତ ରେ ସମର୍ପଣ କର, ତବେେ ଆମ୍ଭେ ସମାନଙ୍କେ ନଗରସବୁ ବିନାଶ କରିବୁ।ఇశ్రాయేలీయులు యెహోవాకు మ్రొక్కుకొని నీవు మా చేతికి ఈ జన మును బొత్తిగా అప్పగించినయెడల మేము వారి పట్టణము లను నీ పేరట నిర్మూలము చేసెదమనిరి.
3 ତହୁଁ ସଦାପ୍ରଭୁ ସମାନଙ୍କେ ପ୍ରାର୍ଥନା ଶୁଣିଲେ, ସେ କିଣାନୀଯମାନଙ୍କୁ ଇଶ୍ରାୟେଲ ହସ୍ତ ରେ ସମର୍ପଣ କଲେ ଓ ସମାନଙ୍କେ ସମସ୍ତ ନଗର ବର୍ଜନୀଯ ରୂପେ ବିନାଶ ହେଲା। ତେଣୁ ସହେି ସ୍ଥାନର ନାମ ହର୍ମା ହେଲା।యెహోవా ఇశ్రాయేలీయుల మాట ఆలకించి ఆ కానానీయులను అప్పగింపగా ఇశ్రాయేలీయులు వారిని వారి పట్టణములను నిర్మూలము చేసిరి. అందువలన ఆ చోటికి హోర్మా అను పేరు పెట్టబడెను.
4 ତା'ପରେ ସମାନେେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହାରେ ପର୍ବତରୁ ଲୋହିତ ସାଗର ପଥ ଦଇେ ୟାତ୍ରା କଲେ। ପୁଣି ଦୀର୍ଘପଥ ୟୋଗୁଁ ସମାନେେ ର୍ଧୈୟ୍ଯହରା ହାଇଗେଲେ।వారు ఎదోముదేశమును చుట్టి పోవలెనని హోరు కొండనుండి ఎఱ్ఱసముద్రమార్గముగా సాగినప్పుడు మార్గా యాసముచేత జనుల ప్రాణము సొమ్మసిల్లెను.
5 ତହିଁରେ ଲୋକମାନେ ପରମେଶ୍ବର ଓ ମାଶାଙ୍କେ ବିରୁଦ୍ଧ ରେ ଅଭିଯୋଗ କଲେ ଏବଂ କହିଲେ, କାହିଁକି ତୁମ୍ଭମାନେେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠା ରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭମାନେେ ଏହି ଅଖାଦ୍ୟକୁ ଘୃଣା କରୁ।కాగా ప్రజలు దేవునికిని మోషేకును విరోధముగా మాటలాడిఈ అరణ్యములో చచ్చుటకు ఐగుప్తులోనుండి మీరు మమ్ము నెందుకు రప్పించితిరి? ఇక్కడ ఆహారము లేదు, నీళ్లు లేవు, చవిసారములు లేని యీ అన్నము మాకు అసహ్య మైనదనిరి.
6 ତେଣୁ ସଦାପ୍ରଭୁ ସମାନଙ୍କେ ମଧ୍ଯକୁ ବିଷଧର ସର୍ପ ପ୍ ରରଣେ କଲେ। ସହେି ସର୍ପମାନେ ଲୋକମାନଙ୍କୁ ଦଂଶନ କରିବାରୁ ଇଶ୍ରାୟେଲର ଅନକେ ଲୋକ ମଲେ।అందుకు యెహోవా ప్రజలలోనికి తాప కరములైన సర్పములను పంపెను; అవి ప్రజలను కరువగా ఇశ్రాయేలీయులలో అనేకులు చనిపోయిరి.
7 ଏଥି ରେ ଲୋକମାନେ ମାଶାଙ୍କେ ନିକଟକୁ ଆସି ନିବଦନେ କଲେ, ଆମ୍ଭମାନେେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରି ପାପ କରିଅଛୁଁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂ ରଇେ ନବେେ। ତେଣୁ ମାଶାେ ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।కాబట్టి ప్రజలు మోషే యొద్దకు వచ్చిమేము యెహోవాకును నీకును విరోధముగా మాటలాడి పాపము చేసితివిు; యెహోవా మా మధ్య నుండి ఈ సర్పములను తొలగించునట్లు ఆయనను వేడుకొనుమనిరి.
8 ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, ଗୋଟିଏ ପିତ୍ତଳ ସର୍ପ ନିର୍ମାଣ କରି ଗୋଟିଏ ସ୍ତମ୍ଭ ଉପରେ ରଖ। ସର୍ପଦ୍ବାରା ଦଂଶିତ ହାଇେଥିବା ଲୋକମାନେ ମୃତ୍ଯୁବରଣ କରିବେ ନାହିଁ। ଯଦି ସମାନେେ ସ୍ତମ୍ଭ ଉପରେ ଥିବା ସର୍ପକୁ ଦେଖନ୍ତି।మోషే ప్రజలకొరకు ప్రార్థన చేయగా యెహోవానీవు తాపకరమైన సర్పము వంటి ప్రతిమను చేయించి స్తంభముమీద పెట్టుము; అప్పుడు కరవబడిన ప్రతివాడును దానివైపుచూచి బ్రదుకునని మోషేకు సెలవిచ్చెను.
9 ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ଯକ୍ତି ସହେି ଖମ୍ବସ୍ଥିତ ପିତ୍ତଳ ସର୍ପପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ।కాబట్టి మోషే ఇత్తడి సర్ప మొకటి చేయించి స్తంభముమీద దానిని పెట్టెను. అప్పుడు సర్పపుకాటు తినిన ప్రతివాడు ఆ యిత్తడి సర్పమును నిదానించి చూచినందున బ్రదికెను.
10 ଅନନ୍ତର ଇଶ୍ରାୟେଲର ଲୋକମାନେ ୟାତ୍ରାକରି ଓବୋତ ରେ ଛାଉଣୀ ସ୍ଥାପନ କଲେ।తరువాత ఇశ్రాయేలీయులు సాగి ఓబోతులో దిగిరి.
11 ତାହାପରେ ଓବୋତରୁ ୟାତ୍ରା କରି ପୂର୍ବ ଦିଗ ରେ ମାୟୋବର ପୂର୍ବଦିଗସ୍ଥିତ ମରୁଭୂମିରେ ଇଯୀ ଅବାରୀମ ରେ ଛାଉଣୀ ସ୍ଥାପନ କଲେ।ఓబోతులో నుండి వారు సాగి సూర్యోదయదిక్కున, అనగా మోయాబు ఎదుట అరణ్యమందలి ఈయ్యె అబారీమునొద్ద దిగిరి.
12 ପୁଣି ସମାନେେ ସଠାରୁେ ୟାତ୍ରା କରି ସରେଦ୍ ଉପତ୍ୟକା ରେ ଛାଉଣୀ ସ୍ଥାପନ କଲେ।అక్కడనుండి వారు సాగి జెరెదు లోయలో దిగిరి.
13 ସଠାରୁେ ସମାନେେ ୟାତ୍ରକରି ଇମାରେୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣୋନ ନଦୀର ଅନ୍ୟ ପାଶର୍ବ ମରୁଭୂମିରେ ଛାଉଣୀ ସ୍ଥାପନ କଲେ। କାରଣ ମାୟୋବର ଓ ଇ ମାରେୀଯମାନଙ୍କର ମଧ୍ଯବର୍ତ୍ତୀ ଅର୍ଣୋନ୍ ମାୟୋବର ସୀମା ଥିଲା।అక్కడనుండి వారు సాగి అమోరీయుల పొలిమేరలనుండి వచ్చి ప్రవహించి అరణ్యమందు సంచరించు అర్నోను అద్దరిని దిగిరి. అర్నోను మోయాబీయులకును అమోరీ యులకును మధ్యనుండు మోయాబు సరిహద్దు.
14 ଏଥି ନିମନ୍ତେ ସଦାପ୍ରଭୁଙ୍କ ୟୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା:కాబట్టి యెహోవా సుడిగాలిచేతనైనట్టు వాహేబును అర్నో నులో పడు ఏరులను ఆరు దేశ నివాసస్థలమునకు తిరిగి మోయాబు ప్రాంతములకు సమీపముగా
15 ଘାଟିର ଗଡାଣିଗୁଡିକ ଯେଉଁଗୁଡିକ ଆରର ନିବାସ ଆଡେ ୟାଇଥିଲା ଏବଂ ସଗେୁଡିକ ମାୟୋବର ସୀମା ରେ ଅବସ୍ଥିତ ଥିଲା।ప్రవహించు ఏరుల మడుగులను పట్టుకొనెననుమాట యెహోవా యుద్ధ ముల గ్రంథములో వ్రాయబడియున్నది.
16 ସଠାରୁେ ସମାନେେ ବରେ ନାମକ ସ୍ଥାନକୁ ଆସିଲେ। ସହେି କୂପ ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ସ୍ଥାନ ରେ ଲୋକମାନଙ୍କୁ ଏକତ୍ର କର। ମୁଁ ସମାନଙ୍କେୁ ଜଳ ଦବେି।అక్కడనుండి వారు బెయేరుకు వెళ్లిరి. యెహోవా జనులను పోగు చేయుము, నేను వారికి నీళ్ల నిచ్చెదనని మోషేతో చెప్పిన బావి అది.
17 ସହେି ସମୟରେ ଇଶ୍ରାୟେଲ ଏହି ଗୀତ ଗାଇଲେ:అప్పుడు ఇశ్రాయేలీయులు ఈ పాట పాడిరి బావీ ఉబుకుము. దాని కీర్తించుడి బావీ; యేలికలు దాని త్రవ్విరి
18 ରାଜାମାନେ ଓ ଅଧିପତିମାନେ ସହେି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସମାନଙ୍କେର ଆଶାବାଡି ରେ ଓ ରାଜଦଣ୍ତ ରେ ତାହା ଖାେଳିଛନ୍ତି।తమ అధికార దండములచేతను కఱ్ఱలచేతను జనుల అధికారులు దాని త్రవ్విరి.
19 ଲୋକମାନେ ମତ୍ତାନରୁ ନହଲୀଯଲକେୁ ଓ ନହଲୀଯଲଠାରୁେ ବାମାେତକୁ ୟାତ୍ରା କଲେ।వారు అరణ్యమునుండి మత్తానుకును మత్తానునుండి నహలీయేలుకును నహలీయేలునుండి బామోతుకును
20 ବାମାେତରୁ ମାୟୋବ କ୍ଷେତ୍ରସ୍ଥିତ ଉପତ୍ୟକା ଦଇେ ପିସ୍ଗା ପର୍ବତର ଶୃଗଂକୁ ୟାତ୍ରା କଲେ। ତାହା ମରୁଭୂମି ଆଡକୁ ଥିଲା।మోయాబు దేశమందలి లోయలోనున్న బామోతునుండి యెడారికి ఎదురుగానున్న పిస్గాకొండకు వచ్చిరి.
21 ଅନନ୍ତର ଇଶ୍ରାୟେଲ ଇମାରେୀୟମାନଙ୍କ ରାଜା ସୀହାନେ ନିକଟକୁ କେତକେ ଦୂତଙ୍କ ପଠାଇଲେ, ସମାନେେ ରାଜାଙ୍କୁ କହିଲେ,ఇశ్రాయేలీయులు అమోరీయుల రాజైన సీహోను నొద్దకు దూతలను పంపిమమ్మును నీ దేశములో బడి వెళ్లనిమ్ము.
22 ଦୟାକରି ତୁମ୍ଭ ରାଜ୍ଯ ଦଇେ ଆମ୍ଭମାନଙ୍କୁ ୟିବାକୁ ଦିଅ। ଆମ୍ଭମାନେେ ତୁମ୍ଭ ଶସ୍ଯକ୍ଷେତ୍ର କିମ୍ବା ଦ୍ରାକ୍ଷାଲତାକୁ ପ୍ରବେଶ କରିବୁ ନାହିଁ। ଆମ୍ଭମାନେେ ତୁମ୍ଭ କୂପରୁ ଜଳପାନ କରିବୁ ନାହିଁ। ଆମ୍ଭମାନେେ ତୁମ୍ଭ ଦେଶସୀମା ପାର ହବୋ ପର୍ୟ୍ଯନ୍ତ କବଳେ ରୀଜପଥ ଦଇେ ଗମନ କରିବୁ।మేము పొలములకైనను ద్రాక్ష తోటలకైనను పోము; బావుల నీళ్లు త్రాగము; మేము నీ పొలిమేరలను దాటువరకు రాజమార్గములోనే నడిచి పోదుమని అతనితో చెప్పించిరి.
23 ମାତ୍ର ସୀହାନରେ ରାଜା ଆପଣା ଦେଶ ମଧ୍ଯ ଦଇେ ଇଶ୍ରାୟେଲକୁ ୟାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ବାହାରିଲେ। ୟହସଠା ରେ ପହଞ୍ଚି ସେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କଲେ।అయితే సీహోను ఇశ్రాయేలీయులను తన పొలిమేరలను దాటనియ్య లేదు. మరియు సీహోను తన సమస్త జనమును కూర్చుకొని ఇశ్రాయేలీయులను ఎదుర్కొనుటకు అరణ్యములోనికి వెళ్లి, యాహజుకు వచ్చి ఇశ్రాయేలీయులతో యుద్ధముచేసెను.
24 ମାତ୍ର ଇଶ୍ରାୟେଲର ଲୋକମାନେ ରାଜାଙ୍କୁ ହତ୍ଯା କଲେ। ତା'ପରେ ସମାନେେ ଅର୍ଣୋନଠାରୁ ୟଦ୍ଦୋକ ପର୍ୟ୍ଯନ୍ତ ଅର୍ଥାତ୍ ଅେମ୍ମାନୀୟମାନଙ୍କର ସୀମା ପର୍ୟ୍ଯନ୍ତ ଅଗ୍ରସର ହେଲେ। ସମାନେେ ସମାନଙ୍କେର ଦେଶ ଅଧିକାର କଲେ କିନ୍ତୁ ଆଗକୁ ୟାଇ ପାରିଲେ ନାହିଁ। କାରଣ ଅେମ୍ମାନୀୟମାନେ ଶକ୍ତିଶାଳି ଥିଲେ।ఇశ్రాయేలీయులు వానిని కత్తివాత హతముచేసి, వాని దేశమును అర్నోను మొదలుకొని యబ్బోకువరకు, అనగా అమ్మోనీయుల దేశమువరకు స్వాధీనపరచుకొనిరి. అమ్మోనీయుల పొలిమేర దుర్గమమైనది.
25 ଏହିରୂପେ ଇଶ୍ରାୟେଲ ସେ ସମସ୍ତ ନଗର ଦଖଲ କଲେ। ଇଶ୍ରାୟେଲ ଇମାରେୀୟମାନଙ୍କ ସମସ୍ତ ନଗର ରେ ଅର୍ଥାତ୍ ହିଷବୋନ ରେ ଓ ତହିଁର ସମସ୍ତ ନଗର ରେ ବାସକଲେ।అయినను ఇశ్రాయేలీయులు ఆ పట్టణములన్నిటిని పట్టుకొనిరి. ఇశ్రాయేలీయులు అమోరీ యుల పట్టణములన్నిటిలోను హెష్బోనులోను దాని పల్లె లన్నిటిలోను దిగిరి.
26 କାରଣ ହିଷ୍ ବୋନ ଇ ମାରେୀଯମାନଙ୍କ ରାଜା ସୀହାନଙ୍କେ ରାଜକୀଯ ନଗର ଥିଲା। ସେ ମାଯାେବର ପୂର୍ବ ରାଜା ବିପକ୍ଷ ରେ ୟୁଦ୍ଧ କଲେ ଏବଂ ଅର୍ଣୋନ୍ ପର୍ୟ୍ଯନ୍ତ ଦେଶ ଅଧିକାର କଲେ।హెష్బోను అమోరీయుల రాజైన సీహోను పట్టణము; అతడు అంతకు మునుపు మోయాబు రాజుతో యుద్ధముచేసి అర్నోనువరకు వాని దేశమంతయు పట్టుకొనెను.
27 ଏଥି ନିମନ୍ତେ କବିମାନେ କହନ୍ତି,కాబట్టి సామెతలు పలుకు కవులు ఇట్లు చెప్పుదురు హెష్బోనుకు రండి సీహోను పట్టణమును కట్టవలెను దానిని స్థాపింపవలెను
28 ହିଷ୍ ବୋନଠାରୁ ଅଗ୍ନି ନିର୍ଗତ ହାଇେଅଛି। ଏକ ଶିଖା ସୀହାନେ ନଗରକୁ ବାହାରିଲା। ସହେି ଅଗ୍ନି ମାୟୋବର ଆର ନଗରକୁ ଧ୍ବଂସ କଲା ଏବଂ ଅର୍ଣୋନର ପର୍ବତଗୁଡିକୁ ଧ୍ବଂସ କଲା।హెష్బోనునుండి అగ్ని బయలువెళ్లెను సీహోను పట్టణమునుండి జ్వాలలు బయలువెళ్లెను అది మోయాబునకు చేరిన ఆరు దేశమును కాల్చెను అర్నోనుయొక్క ఉన్నతస్థలముల ప్రభువులను కాల్చెను.
29 ହେ ମାୟୋବ ତୁମ୍ଭେ ଦୁଃଖିତ ଅଟ। ତୁମ୍ଭେ କମାେଶର ଲୋକମାନଙ୍କୁ ହରାଇଛ। ତା'ର ପୁତ୍ରଗଣ ପଳାଯନ କରିଛନ୍ତି, ତା'ର କନ୍ଯାମାନେ ଇ ମାରେୀଯ ଶାସକ କର୍ତ୍ତା ରାଜା ସୀହାନେ ହସ୍ତ ରେ ବନ୍ଦୀ ହାଇେଛନ୍ତି।మోయాబూ, నీకు శ్రమ కెమోషు జనులారా, మీరు నశించితిరి తప్పించుకొనిన తన కుమారులను తన కుమార్తెలను అతడు అమోరీయులరాజైన సీహోనుకు చెరగాఇచ్చెను.
30 ସମାନଙ୍କେର ଭବିଷ୍ଯତ୍ ବଂଶଧରଗଣ ହିଷ୍ ବୋନଠାରୁ ଦୀବୋନ ପର୍ୟ୍ଯନ୍ତ ଧ୍ବଂସ ହାଇେଛନ୍ତି। ଆମ୍ଭମାନେେ ସମାନଙ୍କେୁ ଶର ନିକ୍ଷପେ କରିଅଛୁ। ହିଷବୋନ୍ ଦୀବୋନ୍ ପର୍ୟ୍ଯନ୍ତ ହେଲା। ଆମ୍ଭମାନେେ ନୋଫହ ପର୍ୟ୍ଯନ୍ତ ଧ୍ବଂସ କଲୁ, ଯାହା ମଦବୋ ନିକଟରେ ଅଛି।వాటిమీద గురిపెట్టి కొట్టితివిు దీబోనువరకు హెష్బోను నశించెను నోఫహువరకు దాని పాడు చేసితివిు. అగ్నివలన మేదెబావరకు పాడుచేసితివిు.
31 ଏହିରୂପେ ଇଶ୍ରାୟେଲ ଇ ମାରେୀଯମାନଙ୍କ ଦେଶ ରେ ବାସ କଲେ।అట్లు ఇశ్రాయేలీయులు అమోరీయుల దేశములో దిగిరి.
32 ମାଶାେ ୟା ସରେ ଅନୁସନ୍ଧାନ କରିବାପାଇଁ ତାଙ୍କର ଲୋକ ପଠାଇଲେ ଏବଂ ତାଙ୍କର ଲୋକମାନେ ତହିଁର ସମସ୍ତ େଛାଟ ନଗରଗୁଡିକୁ ଅକ୍ତିଆର କଲେ ଓ ସଠାେରେ ବାସ କରୁଥିବା ଇ ମାରେୀଯମାନଙ୍କୁ ତଡି ଦେଲେ।మరియు యాజెరు దేశమును సంచరించి చూచు టకై మోషే మనుష్యులను పంపగా వారు దాని గ్రామ ములను వశము చేసికొని అక్కడనున్న అమోరీయులను తోలివేసిరి.
33 ତହୁଁ ସମାନେେ ବାଶନ ଆଡକୁ ଅଗ୍ରସର ହେଲେ। ବାଶନର ରାଜା ଓଗ ତାହାର ଲୋକମାନେ ସମାନଙ୍କେ ସହିତ ଇଦ୍ରିଯୀଠା ରେ ୟୁଦ୍ଧ କଲେ।వారు తిరిగి బాషాను మార్గముగా వెళ్లినప్పుడు బాషాను రాజైన ఓగును అతని సమస్త జనమును ఎద్రెయీలో యుద్ధము చేయుటకు వారిని ఎదుర్కొన బయలుదేరగా
34 ସଦାପ୍ରଭୁ ମାଶାଙ୍କେୁ କହିଲେ, ସେ ରାଜାକୁ ଭୟ କରନାହିଁ, କାରଣ ମୁଁ ତାହାକୁ, ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତ ରେ ସର୍ମପଣ କରିବି। ତୁମ୍ଭେ ହିଷବୋନବାସୀ ଇ ମାରେୀଯ ରାଜା ସୀହାନେ ପ୍ରତି ଯେପରି କରିଥିଲ, ତାହା ପ୍ରତି ସହେିପରି କରିବ।యెహోవా మోషేతో నిట్లనెను అతనికి భయపడకుము; నేను అతనిని అతని సమస్త జనమును అతని దేశమును నీ చేతికి అప్పగించితిని; నీవు హెష్బోనులో నివసించిన అమోరీయుల రాజైన సీహోనుకు చేసినట్లు ఇతనికిని చేయుదువు.
35 ଏଣୁ କହେି ଅବଶିଷ୍ଟ ନ ରହିବା ପର୍ୟ୍ଯନ୍ତ ସମାନେେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆକ୍ରମଣ କଲେ ଏବଂ ସମାନେେ ତାହାର ରାଜ୍ଯ ଅଧିକାର କଲେ।కాబట్టి వారు అతనిని అతని కుమారులను అతనికి ఒక్కడైనను శేషించకుండ అతని సమస్త జనమును హతముచేసి అతని దేశమును స్వాధీన పరచుకొనిరి.
Telugu Bible