Proverbs 14 - ORIYA (Telugu)
1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳ ରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତା ରେ ସ୍ବହସ୍ତ ରେ ତା'ର ଗୃହକୁ ଧ୍ବଂସ କରେ।జ్ఞానవంతురాలు తన యిల్లు కట్టును మూఢురాలు తన చేతులతో తన యిల్లు ఊడ... బెరుకును.
2 ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।యథార్థముగా ప్రవర్తించువాడు యెహోవాయందు భయభక్తులుగలవాడు కుటిలచిత్తుడు ఆయనను తిరస్కరించువాడు,
3 ଅଜ୍ଞାନର କଥା ସର୍ବଦା ସମସ୍ଯା ଆଣେ। କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ।మూఢుల నోట బెత్తమువంటి గర్వమున్నది. జ్ఞానుల పెదవులు వారిని కాపాడును.
4 ଯଦି ଗୋରୁଗୁଡ଼ିକ ସଠାେ ରେ ନାହାନ୍ତି, କାର୍ୟ୍ଯ ପାଇଁ ଶସ୍ଯ ଘର ଶୂନ୍ଯ ଅଟେ। ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ।ఎద్దులు లేని చోట గాదెయందు ధాన్యముండదు ఎద్దుల బలముచేత విస్తారము వచ్చుబడి కలుగును
5 ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ।నమ్మక మైన సాక్షి అబద్ధమాడడు కూటసాక్షికి అబద్ధములు ప్రియములు.
6 ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।అపహాసకుడు జ్ఞానము వెదకుట వ్యర్థము. తెలివిగలవానికి జ్ఞానము సులభము.
7 ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ। ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।బుద్ధిహీనుని యెదుటనుండి వెళ్లిపొమ్ము జ్ఞానవచనములు వానియందు కనబడవు గదా?
8 ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।తమ ప్రవర్తనను కనిపెట్టి యుండుట వివేకుల జ్ఞానము నకు లక్షణము మోసకృత్యములే బుద్ధిహీనులు కనుపరచు మూఢత.
9 ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।మూఢులు చేయు అపరాధపరిహారార్థబలి వారిని అపహాస్యము చేయును యథార్థవంతులు ఒకరియందు ఒకరు దయ చూపుదురు.
10 ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ।ఎవని దుఃఖము వాని హృదయమునకే తెలియును ఒకని సంతోషములో అన్యుడు పాలివాడు కానే రడు.
11 ଦୁଷ୍ଟମାନଙ୍କର ଗୃହ ନିପାଦ ହବେ। ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହବେ।భక్తిహీనుల యిల్లు నిర్మూలమగును యథార్థవంతుల గుడారము వర్థిల్లును.
12 ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।ఒకని యెదుట సరియైనదిగా కనబడు మార్గము కలదు అయితే తుదకు అది మరణమునకు త్రోవతీయును.
13 ଏପରିକି ହସୁଥିବା ବେଳେ ହୃଦଯ ବ୍ଯଥା କରିପା ରେ ଏବଂ ଖୁସିର ସମାପ୍ତି ଦୁଃଖର ହାଇପୋ ରେ।ఒకడు నవ్వుచుండినను హృదయమున దుఃఖముండ వచ్చును. సంతోషము తుదకు వ్యసనమగును.
14 ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ। ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ୟ୍ଯ ପାଇଁ ପୁରସ୍କୃତ ହବେେ।భక్తి విడిచినవాని మార్గములు వానికే వెక్కసమగును మంచివాని స్వభావము వానికే సంతోషమిచ్చును.
15 ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।జ్ఞానము లేనివాడు ప్రతి మాట నమ్మును వివేకియైనవాడు తన నడతలను బాగుగా కనిపెట్టును.
16 ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।జ్ఞానముగలవాడు భయపడి కీడునుండి తొలగును బుద్ధిహీనుడు విఱ్ఱవీగి నిర్భయముగా తిరుగును.
17 ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।త్వరగా కోపపడువాడు మూఢత్వము చూపును. దుర్యోచనలుగలవాడు ద్వేషింపబడును.
18 ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।జ్ఞానము లేనివారికి మూఢత్వమే స్వాస్థ్యము వివేకులు జ్ఞానమును కిరీటముగా ధరించుకొందురు.
19 ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ।చెడ్డవారు మంచివారి యెదుటను భక్తిహీనులు నీతిమంతుల తలుపునొద్దను వంగుదురు.
20 ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି।దరిద్రుడు తన పొరుగువారికి అసహ్యుడు ఐశ్వర్యవంతుని ప్రేమించువారు అనేకులు.
21 ଯେଉଁଲୋକ ପ୍ରତିବେଶୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ଯ।తన పొరుగువాని తిరస్కరించువాడు పాపము చేయు వాడు బీదలను కటాక్షించువాడు ధన్యుడు.
22 ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ।కీడు కల్పించువారు తప్పిపోవుదురు మేలు కల్పించువారు కృపాసత్యముల నొందుదురు.
23 ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।ఏ కష్టము చేసినను లాభమే కలుగును వట్టి మాటలు లేమిడికి కారణములు.
24 ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।జ్ఞానుల ఐశ్వర్యము వారికి భూషణము బుద్ధిహీనుల మూఢత్వము మూఢత్వమే.
25 ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ।నిజము పలుకు సాక్షి మనుష్యులను రక్షించును అబద్ధములాడువాడు వట్టి మోసగాడు.
26 ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।యెహోవాయందు భయభక్తులు కలిగియుండుట బహు ధైర్యము పుట్టించును
27 ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।అట్టివారి పిల్లలకు ఆశ్రయస్థానము కలదు. యెహోవాయందు భయభక్తులు కలిగియుండుట జీవపు ఊట అది మరణపాశములలోనుండి విడిపించును
28 ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।జనసమృద్ధి కలుగుటచేత రాజులకు ఘనత వచ్చును జనక్షయము రాజులకు వినాశకరము.
29 ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।దీర్ఘశాంతముగలవాడు మహా వివేకి ముంగోపి మూఢత్వమును బహుమానముగా పొం దును.
30 ଶାନ୍ତ ଅନ୍ତଃକରଣ ଦହରେ ଜୀବନ ସ୍ବରୂପ, ପୁଣି ଇର୍ଷା ହାଡ଼ର କ୍ଷଯ ସ୍ବରୂପ।సాత్వికమైన మనస్సు శరీరమునకు జీవము మత్సరము ఎముకలకు కుళ్లు.
31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।దరిద్రుని బాధించువాడు వాని సృష్టికర్తను నిందించు వాడు బీదను కనికరించువాడు ఆయనను ఘనపరచువాడు.
32 ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।అపాయము రాగా భక్తిహీనుడు నశించును మరణకాలమందు నీతిమంతునికి ఆశ్రయము కలదు.
33 ଜ୍ଞାନ ବୁଦ୍ଧମାନର ହୃଦଯ ରେ ଥାଏ। ମାତ୍ର ମୂର୍ଖମାନଙ୍କ ମଧିଅରେ ଏହା ନ ଥାଏ।తెలివిగలవాని హృదయమందు జ్ఞానము సుఖనివా సము చేయును బుద్ధిహీనుల అంతరంగములోనున్నది బయలుపడును
34 ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।నీతి జనములు ఘనతకెక్కుటకు కారణము పాపము ప్రజలకు అవమానము తెచ్చును.
35 ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହର ପାତ୍ର। ପୁଣି ଯେ ଲଜ୍ଜ୍ଯା ଜନ୍ମାଏ ତାହା ପ୍ରତି ସେ କୋରଧ କରନ୍ତି।బుద్ధిగల సేవకుడు రాజుల కిష్టుడు అవమానకరముగా నడచువానిమీద రాజు కోపించును
Telugu Bible